-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ଆଗଲପୁର ରେ ସୁସ୍ଥନାରୀ ସଶକ୍ତ ପରିବାର ଅଭିଯାନ ଶିବିର

24-Sep-2025



ବରପାଲି, (ସୁଦାମ ଦୀପ)
ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ଆଗଲପୁର ଆୟୋଜିତ ସୁସ୍ଥନାରୀ ସଶକ୍ତ ପରିବାର ମେଗା ସ୍ଵାସ୍ଥ୍ୟ ସେବା ଶିବିର ମହାସମାରୋହ ରେ ଡାକ୍ତର ବିକାଶ ବିଶି ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ବରପାଲି ବିଡ଼ିଓ ସୁମନ୍ତ କୁମ୍ଭାର,ଏଡିଏମଓ ପିଏଚ ଅଗ୍ରୱାଲ , ରୁକ୍ମଣୀ ମହାପାତ୍ର, ସିଡିପିଓ ବରପାଲି, ବ୍ଲକ ଅଧ୍ୟକ୍ଷ ରୀନା ଥଇତ, ସର୍ଜରୀ ବିଶେଷଜ୍ଞ ରାଜକିଶୋର ସାହୁ, ମେଡ଼ିସିନ ବିଶେଷଜ୍ଞ ଗୋପାଳ ଅଗ୍ରୱାଲ, ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ରାଜେଶ କୁମାର ବେହେରା, ଡାକ୍ତର ଈଶ୍ୱର ପ୍ରଧାନ, ଡାକ୍ତର କଲ୍ୟାଣୀ ଖାଲସେଇ ଯୋଗଦାନ କରିଥିଲେ l ଏହି ଶିବିରରେ ବିଜେପୁର ଆଗଲପୁର ମଣ୍ଡଳ ସଭାପତି ପ୍ରଦୀପ ପଧାନ ଏବଂ ମଣ୍ଡଳ ପ୍ରତିନିଧି ଗୋବିନ୍ଦ ଜୁଆଡ଼ି ମଧ୍ୟ ଉପସ୍ଥିତ ଥିଲେ l  ଅନ୍ୟ ମାନଙ୍କ ମଧ୍ୟରେ ଟିକେଶ୍ୱର ବର୍ଗେ, ଅକ୍ଷୟ ଭୂଏ ଉପସ୍ଥିତ ଥିଲେ। ଏହି ଶିବିରରେ ସସ୍ମିତା ଗୋଛାୟତ, ବୃନ୍ଦାବତୀ ବେଦି, ଲିଜା ବେହେରା, ମାନି କରନିକ ଗିରି, ଅମୁଲ୍ୟ ବାରିକ, ସୁକାନ୍ତ ସାହୁ ସହଯୋଗ କରିଥିଲେ l ରୋଗୀଙ୍କୁ ମୁକ୍ତରେ ସ୍ୱାସ୍ଥ୍ୟ ପରୀକ୍ଷା ସହିତ ଔଷଧ ପ୍ରଦାନ କରିଥିଲେ । ରୋଗୀମାନଙ୍କ ପାଇଁ ବିଭିନ୍ନ ବିଭାଗୀୟ ପ୍ରକୋଷ୍ଠରେ ବିଶେଷଜ୍ଞଙ୍କ ସୁବ୍ୟବସ୍ଥିତ ପରାମର୍ଶ ବ୍ୟବସ୍ଥା କରାଯାଇଥିଲ l ମେଲେରିଆ, ଡେଙ୍ଗୁ, ଫାଇଲେରିଆ, ଯକ୍ଷ୍ମା, କୁଷ୍ପ ଇତ୍ୟାଦି ରୋଗ ସମ୍ପର୍କରେ ସଚେତନତା  କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବ୍ଲକସ୍ତରୀୟ ଆଶା କର୍ମୀ, ଅଙ୍ଗନବାଡ଼ି କର୍ମୀ ଓ ସ୍ୱାସ୍ଥ୍ୟ କର୍ମଚାରୀଙ୍କ ସକ୍ରିୟ ଯୋଗଦାନ ରହିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like