-+91-9937148622 |

prerana_bgr@rediffmail.com |

  Friday 26th June 2026 |

| | | |

R.N.I. Regd No. ODIODI/2010/46693

Breaking News

*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||     

HOME   ଜିଲ୍ଲା

ଜିଲ୍ଲା ବ୍ରହ୍ମଣ ମହାସଭାର କାର୍ଯ୍ୟକାରୀ ପରିଷଦ ବୈଠକ

24-Sep-2025



ବଲାଙ୍ଗିର, ତା.୨୪.୦୯ - ସ୍ଥାନୀୟ ନୃସିଂହ ମନ୍ଦିର ପରିସରରେ ଜିଲ୍ଲା ବ୍ରାହ୍ମଣ ମହାସଭାର ମୁଖ୍ୟ ଉପଦେଷ୍ଟା ନୀଳମଣି ମିଶ୍ରଙ୍କ ଉପଦେଶ ଓ ସଂପାଦକ ଜୟରାମ ମିଶ୍ରଙ୍କ ଆହ୍ୱାନ କ୍ରମେ ମହାସଭାର କାର୍ଯ୍ୟକାରୀ ପରିଷଦ ଓ ସ୍ୱତନ୍ତ୍ର ନିମନ୍ତ୍ରିତ ସଭ୍ୟ ଙ୍କର ଏକ ବୈଠକ ବରିଷ୍ଠ ସଭ୍ୟ ଗୋପବନ୍ଧୁ ପୁରୋହିତ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଉକ୍ତ ସଭାରେ ଆଗାମୀ ଅକ୍ଟୋବର ମାସରେ କମିଟି ର ବର୍ତ୍ତମାନ ର କାର୍ଯ୍ୟକର୍ତ୍ତାଙ୍କ ର କାର୍ଯ୍ୟକାଳ ପୁରିଯାଉଥିବା ପରିପ୍ରେକ୍ଷିରେ ଉପଦେଷ୍ଟା ଶ୍ରୀ ମିଶ୍ରଙ୍କ ଲିଖିତ ନିର୍ଦ୍ଦେଶକ୍ରମେ ଉପରୋକ୍ତ କମିଟିକୁ ସର୍ବସମ୍ମତିକ୍ରମେ ଆଲୋଚନା କରାଯାଇ ଓ ସିଦ୍ଧାନ୍ତ ନେଇ ଭାଙ୍ଗି ଦେବା ପାଇଁ ନିଷ୍ପତ୍ତି ନିଆଗଲା ଏବଂ ନୂତନ କମିଟି ହେବା ପର୍ଯ୍ୟନ୍ତ ଉପଦେଷ୍ଟା ନୀଳମଣି ମିଶ୍ରଙ୍କ କାମଚଳା କମିଟି ଗଠନ କରିବା ଓ ମନୋନୟନ ତଥା ନିର୍ବାଚନ ପ୍ରକ୍ରିୟା କରିବା ପାଇଁ ଅନୁରୋଧ କରାଗଲା । ପର୍ଶୁରାମ ନାୟକ, ସଂକିର୍ତ୍ତନ ତ୍ରିପାଠି, ଦିବାକର ହୋତା, ସିଦ୍ଧେଶ୍ର ପାଣିଗ୍ରାହୀ, ରାକେଶ ପଣ୍ଡା, ପଣ୍ଡିତ ସନ୍ତୋଷ ପଣ୍ଡା, ବିଧୁଭୂଷଣ ତ୍ରିପାଠି, ରମେଶ ଚନ୍ଦ୍ର ନାଥ, ରାମ ଶଙ୍କର ଶତପଥୀ, ଲୋକନାଥ ନାୟକ, କିଶୋର କୁମାର ମିଶ୍ର, ଗିରିଶ ଚନ୍ଦ୍ର ପଣ୍ଡା, ସନ୍ତୋଷ କୁମାର ତ୍ରିପାଠି, ଶିବନାରାୟଣ ରଥ, ନିହାରିକା ମିଶ୍ର, ରାଜଶ୍ରୀ ତ୍ରିପାଠି, ଅଶୋକ କୁମାର ପାଣ୍ଡିଆ, ସୁରେଶ ଚନ୍ଦ୍ର ନାଥ, ରଂଜିତା ପାଣିଗ୍ରାହୀ, ରାଜେନ୍ଦ୍ର ମିଶ୍ର, ଜଗଦିଶ ପ୍ରସାଦ ନାଥ, ନରେନ୍ଦ୍ର ଆଚାର୍ଯ୍ୟ, ପ୍ରାଣବଲ୍ଲଭ ତ୍ରିପାଠି, ଜଗଦା ପଣ୍ଡା, ପୁରୁଷୋତ୍ତମ ପଣ୍ଡା ଆଲୋଚନାରେ ସକ୍ରିୟ ଅଂଶଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   26-Jun-2026
  ଜିଲ୍ଲା  
ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   26-Jun-2026
  ଜିଲ୍ଲା  
୨୮୦ ବ୍ୟାଗ୍ ଡିଏପି ସାର ଜବତ   26-Jun-2026
  ଜିଲ୍ଲା  
ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   26-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ   25-Jun-2026
  ଜିଲ୍ଲା  
ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   25-Jun-2026
  ଜିଲ୍ଲା  
ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   25-Jun-2026

You Might Also Like