-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||     

HOME   ଜିଲ୍ଲା

ଜାତୀୟ ଖାଦ୍ୟ ସୁରକ୍ଷା ଓ ମନରେଗା ଅନ୍ତର୍ଗତ ବ୍ଲକ ସ୍ତରୀୟ ଜନ ଶୁଣାଣୀ ଶିବିର

24-Sep-2025



(ରାମନାଥ ପଣ୍ଡା)
 ନୂଆପଡ଼ା ଜିଲ୍ଲା ଖରୀଆର ପଞ୍ଚାୟତ ସମିତି ସଭା ଗୃହରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆଙ୍କ ଅଧ୍ୟକ୍ଷତାରେ ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷାର ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି।ସମ୍ମାନିତ ଅତିଥି ରୂପେ କମିଟି ସଦସ୍ୟ ଅଜିତ କୁମାର ପଣ୍ଡା ଓ ଜିତେନ୍ଦ୍ର ପଟ୍ଟନାୟକ,ଡି ଏସ ଏ ମିଳନ କୁମାର ପତି,ବ୍ଲକ ଉପାଧ୍ୟକ୍ଷା ଗୌତମ ତାଣ୍ଡି,ଜିଲ୍ଲା ପରିଷଦ ସଦସ୍ୟ ଚିତ୍ତରଞ୍ଜନ ବେହେରା,ଜିଲ୍ଲା ପରିଷଦ ସଦସ୍ୟ ମଳୟ ବନ୍ତ ସୁନା,ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଖୀତିସୂତା ବାଗ, ଏ ପି ଓ ଜିତେନ୍ଦ୍ର ସାହୁ ପ୍ରମୁଖ ମଞ୍ଚାସିନ ଥିଲେ ।ଗତ ୨୦୨୪-୨୫ ଆର୍ଥିକ ବର୍ଷର ଜାତୀୟ ଖାଦ୍ୟ ସୁରକ୍ଷାର ସମୀକ୍ଷା ଅବଧି ଥିବାବେଳେ,୨୦୨୫-୨୬ ଆର୍ଥିକ ବର୍ଷର ମନରେଗାର ପ୍ରଥମ ପର୍ଯ୍ୟାୟର ସାମାଜିକ ସମୀକ୍ଷା କରାଯାଇଥିଲା। କାର୍ଯ୍ୟକ୍ରମରେ ୧୯୫ ଗୋଟି ଭିନ୍ନ ଭିନ୍ନ ସମସ୍ୟାର ଶୁଣାଣୀ କରାଯାଇଥିବା ବେଳେ ସି ଡି ଓ ଲମ୍ବୋଦର ଧରୁଆ ସମସ୍ତ ସମସ୍ୟାର ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ ଏବଂ ବିଭିନ୍ନ ଅଭିଯୋଗର କାର୍ଯ୍ୟାନୁଷ୍ଠାନ ପାଇଁ କଡ଼ା ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।ଜାତୀୟ ଖାଦ୍ୟ ସୁରକ୍ଷା ଅନ୍ତର୍ଗତ କାର୍ଯ୍ୟକ୍ରମରେ ମୃତ ବ୍ୟକ୍ତି ମାନଙ୍କ ପରିବାରକୁ ଚାଉଳ/ ରାସନ ଦେବା ଅଭିଯୋଗରେ ସମସ୍ତ ଚାଉଳ ରିକୋଭରି କରିବା ପାଇଁ ଯୋଗାଣ ନିରୀକ୍ଷକଙ୍କୁ ନିର୍ଦ୍ଦେଶ ଦେଇଥିଲେ ।ଏତଦ୍ ବ୍ୟତୀତ ମନରେଗା କାର୍ଯ୍ୟର ସମସ୍ତ ସମସ୍ୟାକୁ ଦୃଷ୍ଟିରେ ରଖି ଆଗାମୀ ଦିନ ମାନଙ୍କରେ ଯେପରି କୌଣସି ଭୂଲ ନ ହୁଏ ସେଥି ପ୍ରତି ସଜାଗ ହେବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।ଠିକ୍ ସମୟରେ ଶ୍ରମିକଙ୍କ ପାଉଣା ପୈଠ,ଲୋକଙ୍କୁ ସଚେତନ କରି ନିୟମ ଅନୁସାରେ ବାର୍ଷିକ ୧୦୦ ଦିନର କାମ ଯୋଗାଇବା ପାଇଁ ଏବଂ ବିଭିନ୍ନ ସ୍ଥାୟୀ ସମ୍ପତ୍ତି ସୃଷ୍ଟି କରିବା ସହିତ ଲୋକଙ୍କ ଜୀବିକାକୁ ସୁଦୃଢ଼ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ।ସାମାଜିକ ସମୀକ୍ଷା ସମୟରେ ଯାଞ୍ଚ ନିମନ୍ତେ ନଥିପତ୍ର , କେଶ ରେକର୍ଡ ଦେଉ ନଥିବାରୁ ବିଭାଗୀୟ ଅଧିକାରୀ ମାନଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ।ବି ଏସ ଏ ପ୍ରଦୀପ କୁମାର ବେହେରା ସମସ୍ତ ପ୍ରକାର ସହଯୋଗ କରୁଥିଲେ ।ଉକ୍ତ ଶିବିରରେ ସମସ୍ତ ସରପଂଚ,ଭି ଆର୍ ପି,ପି ଇ ଓ, ଏ ଡି ଇ ଓ,ଜି ଆର୍ ଏସ,ପଞ୍ଚାୟତରୁ ଆସିଥିବା ସମସ୍ତ ହିତାଧିକାରୀ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like