-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ଜିଲ୍ଲା

ଆଠ ବର୍ଷ ର ନାବାଳିକା ର ଗଳା କୁ କଟିଦେଲେ ଯୁବକ,ନାବାଳିକା ଗୁରୁତର।

28-Jan-2021



ଭୁବନେଶ୍ୱର/ବ୍ରହ୍ମପୁର(ପ୍ରେରଣା ଖବର) ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଗୋଳନ୍ଥରା ଥାନା ଅନ୍ତର୍ଗତ ଚିକିଟି ନିକଟସ୍ଥ ସିରୋଲ ରେ ଦେଖା ଦେଇଛି ଅଭାବନୀୟ ଘଟଣା ।ସିରୋଳ ଓଡ଼ିଆ କଲୋନୀ ର ବୁଦ୍ଧିଆବେହେରା ଙ୍କ ୮ବର୍ଷର ନାବାଳିକା ଝିଅର ବେକକୁ ଛୁରା ରେ କାଟିଲେ ଦୁଇ ଯୁବକ ।ନାବାଳିକାର ବେକକୁ ଛୁରାରେ କଟାଯାଇ ହତ୍ୟା ଉଦ୍ୟମ କରାଯାଇଥିବା ଜଣାପଡିଛି  ।ଏଭଳି ଘଟଣା ସୋରଳ ଓଡ଼ିଆ କଲୋନୀରେ ଚାଞ୍ଚଲ୍ୟ ସୃଷ୍ଟି କରିଛି ।ବୁଦ୍ଧିଆଙ୍କ ପରିବାର ଗୁରୁତର ନାବାଳିକାକୁ ପ୍ରଥମେ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲକୁ ନେବା ପରେ ସେଠାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଗାଁ ଲୋକେ ଯୁବକଙ୍କୁ କାବୁ କରି ନିସ୍ତୁକ ମାଡ ମାରିଥିଲେ । ପୋଲିସ ଘଟଣା ର ସୂଚନା ପାଇ ଛୁରା ରେ କାଟିଥିବା ପୁଅକୁ ଉଠାଇ ନେଇ ତଦନ୍ତ କରୁଛି । ଗୁରୁତର ଅବସ୍ଥାରେ ଯୁବକକୁ ମଧ୍ଯ ପୁଲିସ୍ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରିଛନ୍ତି । ଛୁରାରେ ନାବାଳିକା କୁ କାଟିବାର କାରଣ ଅସ୍ପଷ୍ଟ ରହିଥିବା ବେଳେ ବ୍ରହ୍ମପୁର ଏସ୍. ପି ପିନାକ୍ ମିଶ୍ର ଏବଂ ଟାଉନ୍ ଏସ୍. ଡ଼ି .ପି .ଓ ବିଷ୍ଣୁ ପତି ବ୍ରହ୍ମପୁର ବଡ଼ ମେଡ଼ିକାଲରେ ପହଞ୍ଚି ଡକ୍ଟର ଏବଂ ପରିବାର ବର୍ଗଙ୍କ ସହ ଆଲୋଚନା କରି ତଦନ୍ତ ଜାରି ରହିଥିବା ଜଣାପଡ଼ିଛି । ତେବେ ଏଥିରେ ଦୁଇ ଅଭିଯୁକ୍ତ ଋତୁ ବେହେରା ଓ ପ୍ରଶାନ୍ତ ଅରଫ୍ ହେମନ୍ତ ବେହେରାଙ୍କୁ ପୋଲିସ ଅଟକ ରଖି ତଦନ୍ତ କରୁଥିବା ଜଣାପଡିଛି । ଗୋଟିଏ ପଟେ ଦୁଇ ଜଣ ଅଭିଯୁକ୍ତଙ୍କୁ ଅଟକ ରଖି ପଚାର ଉଚାର କରାଯାଉଥିବା ବେଳେ ଅନ୍ୟ ପଟେ ମେଡ଼ିକାଲ ରିପୋର୍ଟ ଆସିବା ପରେ ଘଟଣା ର ସତ୍ୟତା ଜଣାପଡ଼ିବ ବୋଲି ବ୍ରହ୍ମପୁର ଏସ୍.ପି ପିନାକ୍ ମିଶ୍ର କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like