-+91-9937148622 |

prerana_bgr@rediffmail.com |

  Friday 26th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||     

HOME   ଜିଲ୍ଲା

ଆଜି ଚନ୍ଦ୍ରଘଣ୍ଟା ବେଶରେ ମା ସୁରେଶ୍ଵରୀ ଓ ଭଗବତୀଙ୍କ ବ୍ରହ୍ମଚାରିଣୀ ବେଶ

24-Sep-2025



ସୁବର୍ଣ୍ଣପୁର,( ମନୋରଞ୍ଜନ ତ୍ରିପାଠୀ)
 ନବରାତ୍ରର ତୃତୀୟ ଦିନରେ ସୋନପୁରର ଇଷ୍ଟ ଦେବୀ ମା ସୁରେଶ୍ଵରୀଙ୍କ ପୀଠରେ ସପ୍ତସତୀ ଚଣ୍ଡୀଯଜ୍ଞ ଚାଲୁ ରହିଥିବା ବେଳେ ଆଜି ଭୋର ସମୟରୁ ମନ୍ଦିର ଖୋଲା ଯାଇ ଯଥା ବିଧି ପୂଜାର୍ଚ୍ଚନା ଶେଷ ହୋଇଥିବା ବେଳେ ଆଜି ଚନ୍ଦ୍ରଘଣ୍ଟା ବେଶରେ ମା ଉଭା ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି l ମନ୍ଦିରରେ ନବଦିନ ବ୍ୟାପୀ ଚଣ୍ଡୀ ମହାଯଜ୍ଞର ତୃତୀୟ ଦିବସରେ ସୂର୍ଯ୍ୟ ପୂଜା, ଗୋ ପୂଜା, ଗୁରୁ, ବ୍ରାହ୍ମଣ ପୁଜନମ ବିଭିନ୍ନ ଦେବଦେବୀଙ୍କ ପୂଜାପାଠ ସୁରେଶ୍ଵରୀଙ୍କ ଷୋଡଶ ଉପଚାର ପୂଜା ଆରତୀ ପୁଷ୍ପାଞ୍ଜଳି ସହ ଚଣ୍ଡୀ ଯଜ୍ଞ, ହବନ, ଆରତୀ, ପୁଷ୍ପାଞ୍ଜଳି ଓ ପ୍ରସାଦ ବଣ୍ଟନ ହେବା ନେଇ କମିଟି ପକ୍ଷରୁ ସୂଚନା ମିଳିଛି l ସେହିପରି ସହର ର ସର୍ବ ପୁରାତନ ମା ଭଗବତୀ ଙ୍କ ପୀଠରେ ମଧ୍ଯ ଚନ୍ଦ୍ରଘଣ୍ଟା ବେଶ ରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା ଭଗବତୀ l ସହରର ଗଡ଼ଭିତର ସ୍ଥିତ ଦୁର୍ଗା ମନ୍ଦିରରେ ମଧ୍ୟ ନବରାତ୍ରର ତୃତୀୟ ଦିନରେ ଚନ୍ଦ୍ରଘଣ୍ଟା ବେଶ ରେ ଦର୍ଶନ ଦେଉଛନ୍ତି ମା ଦୁର୍ଗା l ତେବେ ଆସନ୍ତୁ ଜାଣିବା ମା’ଙ୍କର ଏହି ବେଶ ମହାତ୍ମ୍ୟ ବିଷୟରେ l ନବଦୁର୍ଗାଙ୍କ ମଧ୍ୟରୁ ତୃତୀୟ କରନ୍ତି ଦୁର୍ଗା- ଚନ୍ଦ୍ରଘଣ୍ଟା ତାଙ୍କର ମସ୍ତକରେ ଘଣ୍ଟା ଆକାରରେ ଅର୍ଦ୍ଧଚନ୍ଦ୍ର ସୁଶୋଭିତ ତାଙ୍କର ଶରୀର ସ୍ବର୍ଣ୍ଣାଭ ଓ ଉଜ୍ଜ୍ବଳ। ସେ ଦଶଭୁଜା l ସେହି ଦଶଭୁଜରେ ଖଡ୍‌ଗ ଓ ବାଣ ଆଦି ବିଭୂଷିତ l ସେ ସିଂହବାହିନୀ l ତାଙ୍କର ଘଣ୍ଟାଧ୍ବନିରେ ଦୁରାଚାରୀ ଦୈତ୍ଯ ପ୍ରକମ୍ପିତ ହୁଅନ୍ତି । ସେ ତୃତୀୟ ଦିନର ଉପାସ୍ୟା । ସାଧକ ଏହି ମଣିପୁର ଚକ୍ରରେ ପ୍ରବେଶ। ଏବଂ ମାତା ଚନ୍ଦ୍ରଘଣ୍ଟାଙ୍କ କୃପାରେ ତାଙ୍କର ସମସ୍ତ ପାପ ଓ ବାଧା ନାଶ ହୁଏ । ଏହାଙ୍କର ବାହନ ସିଦ୍ଧି ହୋଇଥିବାରୁ ସାଧକ ପରାକ୍ରମୀ ଓ ନିର୍ଭୟ ହୁଅନ୍ତି l କିନ୍ତୁ ଦୁଷ୍ଟ l ଦମନ ହେବା ଯୋଗୁଁ ସେ ମାତାଙ୍କ ପରି ଶାନ୍ତ ରହନ୍ତି l ତାହାଙ୍କର ଶରୀରରୁ ଦିବ୍ୟ ଆଭାର ବିକିରଣ ହୁଏ । ଏହାଙ୍କର ଉପାସନା ମନୁଷ୍ୟକୁ ସାଂସାରିକ କଷ୍ଟରୁ ମୁକ୍ତ କରି ପରମପଦର ଅଧିକାରୀ କରିଥାଏ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   26-Jun-2026
  ଜିଲ୍ଲା  
ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   26-Jun-2026

You Might Also Like