-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଜାତୀୟ ସେବା ଯୋଜନା ଦିବସ ଅବସରରେ କୁଶଙ୍ଗ କଲେଜରେ ରକ୍ତଦାନ ଶିବିର

24-Sep-2025



ବଲାଙ୍ଗୀର(ପ୍ରେରଣା ଖବର): ବୁଧବାର ଦିନ ଡିଗ୍ରୀ କଲେଜ କୁଶଙ୍ଗ ତରଫରୁ ଜାତୀୟ ସେବା ଯୋଜନା ଦିବସ ଅବସର ରେ ଅଧ୍ୟକ୍ଷ ବିଜୟ କୁମାର କଲେଟଙ୍କ ସଭାପତିତ୍ବରେ କଲେଜ ପରିସରରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା l ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ଉପଜିଲ୍ଲାପାଳ  ଆଲୋକ ପଟେଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଲୋଇସିଂହା ବ୍ଲକ ଚେୟାରମ୍ୟାନ ଯତୀନ୍ଦ୍ର କୁମାର ପଟେଲ ଏବଂ ସ୍ଥାନୀୟ ସରପଞ୍ଚ ଗୀତାଞ୍ଜଳି ପଟେଲ ଅନ୍ୟତମ ଅତିଥି ଭାବେ ଯୋଗ ଦେଇ ସମସ୍ତଙ୍କୁ ଉତ୍ସାହିତ କରିଥିଲେ l ପ୍ରୋଗ୍ରାମଅଫିସର ଡ. ଲକ୍ଷ୍ମଣ ମେହେରଙ୍କ ତତ୍ତ୍ୱାବଧାନରେ ଶିବିରରେ ୩୬ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା l ଏଇ ଅବସରରେ ଭୀମଭୋଇ ମେଡିକା ମେଡିକାଲ ମେଡିକାଲ ବଲାଙ୍ଗିର ଏବଂ ଲୋଇସିଂହା ହସପିଟାଲର ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ଦ୍ୱାରା ଛାତ୍ରଛାତ୍ରୀମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ସହ ହେମୋଗ୍ଲୋବିନ ପରୀକ୍ଷା ମଧ୍ୟ କରାଯାଇଥିଲା l ଶିବିରର ସଫଳ ପରିଚାଳନା ପାଇଁ ମା ଛେଳିଆପାଟ ସେବା ସଙ୍ଗଠନ ଭରସୁଜାର ସକ୍ରିୟ ଭୂମିକା ରହିଥିଲା l ଏଥିରେ କଲେଜର ସମସ୍ତ କର୍ମକର୍ତ୍ତାଙ୍କ ସହିତ ବଲାଙ୍ଗିରର ସ୍ବେଛାସେବୀ ସଂଗଠନ ଏବଂ ଅଞ୍ଚଳର ଅନେକ ସ୍ବେଛାସେବୀ ସ୍ୱତଃସ୍ଫୁର୍ତ୍ତ ଭାବେ ସହଯୋଗ କରିଥିଲେ l ସମସ୍ତଙ୍କ ପାଇଁ ଖାଦ୍ୟପେୟର ବ୍ୟବସ୍ଥା ରହିଥିଲା l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like