-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ବ୍ଲକସ୍ତରୀୟ ଜନଶୁଣାଣୀ ଶିବିର

24-Sep-2025



ଡୁଙ୍ଗୁରିପାଲି (ଅରବିନ୍ଦ ମିଶ୍ର): ଡୁଙ୍ଗୁରିପାଲି ବ୍ଲକ ସଭାଗୃହ ରେ ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମଚକ୍ର ସାମାଜିକ ସମୀକ୍ଷାର ବ୍ଲକସ୍ତରୀୟ ଜନଶୁଣାଣୀ ବୈଠକ ବିଡ଼ିଓ ଦିଲ୍ଲୀପ କୁମାର ବାଡ଼ାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାପାଳଙ୍କ ପ୍ରତିନିଧି ରୂପେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ସୁବର୍ଣ୍ଣପୁର ଶ୍ରୀ ଅଶ୍ୱିନୀ କୁମାର ମେହେର  ନୋଡାଲ ଅଧିକାରୀ ଭାବେ ଯୋଗ ଦେଇଥିଲେ
ଏହି ଜନ ଶୁଣାଣି କାର୍ଯ୍ୟକ୍ରମକୁ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ସୁବର୍ଣ୍ଣପୁର ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଫୋଟୋ ଚିତ୍ରରେ ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧକ୍ଷା ଶ୍ରୀମତୀ ସୁପାର ଠେଲା, ବ୍ଲକ ଉପାଧକ୍ଷ ମକରଧ୍ୱଜ ସାହୁ, ସହକାରୀ ଯନ୍ତ୍ରୀ ସରୋଜ କୁମାର ସାହୁ ,  ଜିଲ୍ଳା ପରିଷଦ ସଭ୍ୟ ଗଣେଷ ଭୋଇ , ଜିଲ୍ଲା ସାମାଜିକ ସମୀକ୍ଷକ ହୃଷିକେଶ ମହାକୁର, ଜନଶୁଣାଣି କମିଟି ସଦସ୍ୟ ପ୍ରମୁଖ ଯୋଗ  ଦେଇଦେଇଥିଲେ ।ଏହି ଜନ ଶୁଣାଣି କାର୍ଯ୍ୟକ୍ରମରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ ରୋଜଗାର ଯୋଜନା ସହ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ସମ୍ପର୍କରେ ଆଲୋଚନା କରାଯାଇଥିଲା । ଏହି ବୈଠକରେ ସାମାଜିକ ସମୀକ୍ଷକ ସଞ୍ଜୟ କୁମାର ବଡମାଲି ସମୀକ୍ଷା ସମୟରେ ଆସିଥିବା ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅଧୀନରେ ୯୮ଗୋଟି ତ୍ରୁଟି ଉପସ୍ଥାପନ କରିଥିଲେ। ଏବଂ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ଅଧୀନରେ ୫୫ ଗୋଟି ତ୍ରୁଟି ଉପସ୍ଥାପନ କରିଥିଲେ। ଏହାସହ  ମନରେଗା ଯୋଜନାରେ ୬୩୪୫୦ ଟଙ୍କା ଆର୍ଥିକ ଅନିୟମିତତା ଉପସ୍ଥାପନ କରିଥିଲେ। ଏହି ବୈଠକରେ ଲାଇନ ଡିପାର୍ଟମେଣ୍ଟ ଯଥା ଉଦ୍ୟାନ ବିଭାଗ , ମୃତିକା ସରକ୍ଷଣ, ବନ ବିଭାଗର ଏବଂ କେନାଲ ଡିଭିଜନ ବିଭାଗର ଅଧିକାରୀ ମାନେ ନିଜ ବିଭାଗର ବିବରଣୀ ଉପସ୍ଥାପନ କରିଥିଲେ। ଏହିସବୁ ବିଭାଗର ତ୍ରୁଟି ଅନିୟମିତତା ସମ୍ପର୍କରେ ୯୨ଗୋଟି ଉପସ୍ଥାପନ କରାଯାଇ ଥିଲା ।ଏହି ସମ୍ପର୍କରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଉପରୋକ୍ତ ଅଭିଯୋଗ ଗୁଡିକର ସମ୍ପୃକ୍ତ ଅଧିକାରୀ ମାନଙ୍କୁ ୧୫ ଦିନ ମଧ୍ୟରେ ଆବଶ୍ୟକୀୟ କାଗଜାତ ପ୍ରସ୍ତୁତ କରି ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ପ୍ରଦାନ କରିବାକୁ ନିର୍ଦେଶ ଦେଇଥିଲେ। ଏହି କ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ  ଜୀବନ ଜୀବିକାର ସୁରକ୍ଷା କୁ ନିଶ୍ଚିତ କରିବା ପାଇଁ ମହାତ୍ମା ଗାନ୍ଧୀ ନରେଗା ଯୋଜନା ର ଉଦ୍ଦେଶ୍ୟ ବୋଲି କହିଥିଲେ ଏବଂ ଖାଦ୍ୟ ସୁରକ୍ଷା ଯୋଜନା ସୁବ୍ୟବସ୍ଥିତସହ ଜଡ଼ିତ e-KYC  ସମ୍ପର୍କରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ସଫଳ ରୂପାୟନ ପାଇଁ ଜନସାଧାରଣ, ଜନପ୍ରତିନିଧି, ଵିଭାଗୀୟ ଅଧିକାରୀଙ୍କ ମିଳିତ ପ୍ରଚେଷ୍ଟା ଅତ୍ୟନ୍ତ ଆବଶ୍ୟକ ବୋଲି ପ୍ରକାଶ କରିଥିଲେ।  ଏହା ସହିତ ଅଭିଯୋଗ ଶୁଣାଣି ରେ ଅନେକ ଗଠନମୂଳକ ପ୍ରସ୍ତାବ ସହ ଗ୍ରାମୀଣ ଭିତ୍ତିଭୂମି ବିକାଶ ତଥା ପରିମଳ ସ୍ୱଚ୍ଛତା ପାଇଁ  ପଞ୍ଚଦଶ ଅର୍ଥ ଆୟୋଗ ବିକାଶୀତ ଗାଁ ବିକାଶୀତ ଓଡିଶା  ଅନୁଦାନର ଅଧିକ ବିନିଯୋଗ କରିବା ପାଇଁ ସମସ୍ତଙ୍କୁ  ନିର୍ଦେଶ ଦେଇଥିଲେ। ଏହି କାର୍ଯ୍ୟକ୍ରମ ରେ ବ୍ଲକର ସମସ୍ତ କର୍ମଚାରୀ, ବନବିଭାଗ ଅଧିକାରୀ , ଜଳଛାୟା ବିଭାଗ ଅଧିକାରୀ, କେନାଲ ବିଭାଗୀୟ ଯନ୍ତ୍ରୀ, ସମସ୍ତ ସରପଂଚ, ସମିତି ସ୍ଵଭ୍ୟ/ସଭ୍ୟା, ସମସ୍ତପଞ୍ଚାୟତ ନିର୍ବାହୀ ଅଧିକାରୀ, ଏଡିଓ, ଜିଆରଏସ, ଭିଆରପି, ମେଟ, ଗଣମାଧ୍ୟମ ପ୍ରତିନିଧିଙ୍କ ସମେତ ଶତାଧିକ ହିତାଧିକାରୀ ଯୋଗ ଦେଇ ଥିଲେ।  ଏହି କାର୍ଯ୍ୟକ୍ରମକୁ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ ପ୍ରଦ୍ୟୁମ୍ନ ସାହୁ ପରିଚାଳନା କରିଥିବା ବେଳେ ଗୋଷ୍ଠି ଉନ୍ନୟନ ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like