-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଧାରଣାରେ ବସିଲେ ମିଶନ ଶକ୍ତି ମହିଳା

24-Sep-2025



ବରୀ(ରଞ୍ଜିତ ମହାନ୍ତି): ବରୀ ବ୍ଲକ ଅଧୀନ ୨୯ଟି ପଞ୍ଚାୟତ ମିଶନ ଶକ୍ତିରେ କାର୍ଯ୍ୟ କରୁଥିବା ସିଆର୍‌ପି, ଏମବିକେ ଓ ବ୍ୟାଙ୍କ ମିତ୍ରମାନେ ମଙ୍ଗଳବାର ବିଭିନ୍ନ ଦାବି ନେଇ ବ୍ଲକ ଅଫିସ୍ ସମ୍ମୁଖରେ ଧାରଣା ଦେଇଛନ୍ତି। ଏହି କର୍ମଚାରୀମାନେ ଗତ ଏପ୍ରିଲରୁ ଦରମା ପାଇବା ପାଇଁ ପ୍ରଶାସନିକ ଅଧିକାରୀଙ୍କୁ ବାରମ୍ବାର ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳି ନାହିଁ | ବିଶେଷକରି ସିଆର୍‌ପିମାନଙ୍କୁ ସ୍ଥାୟୀ ନିଯୁକ୍ତି ଓ ପୂର୍ବ ସରକାରଙ୍କ ନିର୍ଦ୍ଧାରିତ ଦରମାକୁ କାର୍ଯ୍ୟକାରୀ କରା ନ ଯିବା ପର୍ଯ୍ୟନ୍ତ ସେମାନେ ଧାରଣାରେ ବସିବେ ବୋଲି ଚେତାବନୀ ଦେଇଛନ୍ତି। ଏ ବିଷୟରେ
ଧାରଣାରେ ବସିଥିବା ମିଶନ ଶକ୍ତିର ମହିଳାମାନେ ।
ସମ୍ପୃକ୍ତ ବିଭାଗର ବିପିଏମ୍ ଅନିରୁଦ୍ଧ ସାହୁ କହିଛନ୍ତି, ରାଜ୍ୟ ସରକାରଙ୍କ ପତ୍ର ସଂଖ୍ୟା ୨୬୭୦ ତା୨୯/୦୩ ୨୦୨୫ରିଖ ଅନୁଯାୟୀ କାର୍ଯ୍ୟରତ ସିଆର୍‌ପିମାନଙ୍କୁ ମାସିକ ଦରମା ବଦଳରେ ଇନିସିଏଟିଭ
ଆକାରରେ ପ୍ରାପ୍ୟ ଅର୍ଥ ଦେବାକୁ ନିର୍ଦ୍ଦେଶ ଆସିଛି। ଏହି ଧାରଣାରେ ସଭାପତି ଶୈଳବାଳା ଦାସ, ଉପସଭାପତି ସୁନିତା ଜେନା, ସମ୍ପାଦିକା ହେମାଙ୍ଗିନୀ ଜେନା, କୋଷାଧ୍ଯକ୍ଷା ସତ୍ୟଭାମା ଜେନାଙ୍କ
ସମେତ ଅନସୂୟା ତ୍ରିପାଠୀ, ମନୁଶ୍ରୀ ରାଉତ, ଦୀପ୍ତିରେଖା ଜେନା, ମିନତି ଦାସ, ସସ୍ମିତା ଜେନା, ପୁଷ୍ପଲତା ମଲ୍ଲିକ, ସୁଭଦ୍ରା ଦାସ, ଆଶାଲତା ମଲ୍ଲିକ ଓ ସୁମିତ୍ରା ଜେନା ପ୍ରମୁଖ ଯୋଗଦେଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like