-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||     

HOME   ଜିଲ୍ଲା

ଜେ ଏମ୍ ଏଫ୍ ସି ଖୋଲିବା ପାଇଁ ନର୍ଲା ବିକାଶ ମଞ୍ଚ ପକ୍ଷରୁ କଳାହାଣ୍ଡି ଜିଲ୍ଲାପାଳ ଙ୍କୁ ଦାବିପତ୍ର ।

25-Sep-2025



ନର୍ଲା( ଚିନ୍ତାମଣି  ନାଏକ)
କଳାହାଣ୍ଡି ଜ଼ିଲ୍ଲା ନର୍ଲାବିକାଶ ମଞ୍ଚ  ପକ୍ଷରୁ ଏକ ପାଞ୍ଚ ଜଣିଆ ପ୍ରତିନିଧି ଦଳଜ଼ିଲ୍ଲାପାଳ  ଙ୍କୁ ସାକ୍ଷାତ୍ କରି ନର୍ଲା ଠାରେ  ଜେ ଏମ୍ ଏଫ୍ ସି କୋର୍ଟ ଖୋଲିବା ପାଇଁ  ଏକ ଦାବିପତ୍ର ପ୍ରଦାନ କରିଥିଲେ ଜିଲ୍ଲାପାଳ ଦାବିପତ୍ର ଗ୍ରହଣ କରି ଜିଲ୍ଲା ଦୌରା ଜର୍ଜ ଙ୍କ ସହ ଆଲୋଚନା କରି ଖୁବ୍ ଶୀଘ୍ର କୋର୍ଟ ଖୋଲିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।
ସୂଚନା ଯୋଗ୍ୟ ଗତ ୨୦୧୮ ମସିହାରେ  ବାର୍ ଆସୋସିଏସନ୍ ସଭାପତି ଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ନର୍ଲା ଠାରେ ଜେ ଏମ୍ ଏଫ୍ ସି କୋର୍ଟ ଖୋଲିବା ପାଇଁ ମାନ୍ୟବର ହାଇକୋର୍ଟ ଙ୍କ ଦ୍ୱାରସ୍ଥ  ହୋଇଥିଲେ । ମାନ୍ୟବର ହାଇକୋର୍ଟ ଓ ରାଜ୍ୟ ସରକାର  ବିଚାର କରି ନର୍ଲା ଠାରେ ଯଥା ଶିଘ୍ର କୋର୍ଟ ଖୋଲିବା ପାଇଁ  ବିଜ୍ଞପ୍ତି ପ୍ରକାଶ ପାଇଥିଲା ଓ ମାନ୍ୟବର କଳାହାଣ୍ଡି ଜିଲ୍ଲା ଦୌରା ଜର୍ଜ ଓ ଜିଲ୍ଲାପାଳ ଙ୍କୁ ଭିତ୍ତିଭୂମି ପାଇଁ ନିର୍ଦ୍ଦେଶନାମା ହୋଇଥିବା ବେଳେ ତିନି ବର୍ଷ ବିତି ଯାଇଥିଲେ ମଧ୍ୟ କୋର୍ଟ ଖୋଲିବା ରେ ବିଳମ୍ବ ହେବା ନର୍ଲା ପାଇଁ ଏକ ଦୁର୍ଭାଗ୍ୟ ଜନକ  ଯଥାଶୀଘ୍ର ନର୍ଲା ରେ ଏକ ଜେ ଏମ୍ ଏଫ୍ ସି କୋର୍ଟ ଖୋଲିବା ପାଇଁ ଜନସାଧାରଣ ରେ ଦାବି ହେଉଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Jun-2026

You Might Also Like