-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଜିଏସ୍‌ଟି ସଂସ୍କାରକୁ ନେଇ ବଲାଙ୍ଗୀର ସାଂସଦଙ୍କ ସାମ୍ବାଦିକ ସମ୍ମିଳନୀ, ଜିଏସ୍‌ଟି ହ୍ରାସ ଯୋଗୁଁ ଗୃହିଣୀ ମାନଙ୍କ ମୁହଁରେ ହସ ଫୁଟିବ- ସାଂସଦ

25-Sep-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ବିଜେପି ପକ୍ଷରୁ ଆଜି ପଥରଚେପାସ୍ଥିତ ବିଜେପି କାର୍ଯ୍ୟାଳୟ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ବିଜେପି ଜିଲ୍ଲା ସଭାପତି ଶ୍ରୀବତ୍ସ ବେହେରାଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ସମ୍ମିଳନୀ ରେ ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂଦେଓ ଯୋଗ ଦେଇ କେନ୍ଦ୍ର ସରକାରଙ୍କ ଜିଏସ୍‌ଟି ହ୍ରାସ ଏକ ଯୁଗାନ୍ତକାରୀ ପଦକ୍ଷେପ ଅଟେ ଏବଂ ଏହା ଦ୍ୱାରା ଗୃହିଣୀ ମାନେ ବିଶେଷ ଉପକୃତ ହେବେ, ବିଭିନ୍ନ ସାମଗ୍ରୀର ଦରହ୍ରାସ ଗୃହିଣୀଙ୍କ ମୁହଁରେ ହସ ଫୁଟାଇ ପାରିବ ବୋଲି କହିଥିଲେ । ଅତ୍ୟାବଶ୍ୟକୀୟ ସାମଗ୍ରୀର ଦର ହ୍ରାସ, ଜୀବନଧାରଣ ମାନକୁ ଉନ୍ନତ କରିବ । ୨ଠ୧୭ରେ ଆରମ୍ଭ ହୋଇଥିବା ଜିଏସ୍‌ଟି ର ୨୮ପ୍ରକାରର ଟେକ୍ସ ଥିଲା ।ଏହାକୁ ହ୍ରାସ କରାଯାଇ ୪ଟି ସ୍ୱାବ କୁ ଅଣାଯାଇଛି । ଖାଦ୍ୟ, ଔଷଧ, ସାବୁନ, ଟୁଥପେଷ୍ଟ ଓ ଅନ୍ୟ ନିତ୍ୟ ବ୍ୟବହାର ସାମଗ୍ରୀ ଏବେ ଟିକସମୁକ୍ତ ହୋଇଥିବା ବେଳେ ସ୍ୱାସ୍ଥ୍ୟ ବୀମା ଉପରେ ଜିଏସ୍‌ଟି କୁ ହ୍ରାସ କରାଯାଇଛି ବୋଲି ସାଂସଦ ଶ୍ରୀମତୀ ସିଂଦେଓ କହିଛନ୍ତି । ଏହା ଦ୍ୱାରା ସାଧାରଣ ଜନତା, ଗିରିବ, ମଧ୍ୟବିତ୍ତ, ନିମ୍ନମଧ୍ୟବିତ୍ତ ଓ କୃଷକ ଭାଇ ମାନେ ବିଶେଷ ଉପକୃତ ହେବେ ବୋଲି ସାଂସଦ ଶ୍ରୀମତୀ ସିଂଦେଓ କହିଛନ୍ତି । ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ ବରିଷ୍ଠ ବିଜେପି ନେତା ଗୋପାଳଜୀ ପାଣିଗ୍ରାହୀ, ବିକାଶ ଇନଷ୍ଟିଚ୍ୟୁଟ୍ ର ପ୍ରତିଷ୍ଠାତା ମୁରଲି କ୍ରିଷ୍ଣ, ସାଂସଦ ପ୍ରତିନିଧି ଦିନେଶ ସର୍ମା ଓ ଜିଏସ୍‌ଟି ଟୋଲିର ଜିଲ୍ଲା ସହସଂଯୋଜକ ଗୌରାଙ୍ଗ ନାଏକ ପ୍ରମୁଖ ମଂଚାସୀନ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like