-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ଜିଲ୍ଲା

କିରାବାହାଲ କଲ୍ୟଣ ମଣ୍ଡପର ଭିତ୍ତିପ୍ରସ୍ତର ଦେଲେ ନରସିଂହ

28-Jan-2021



ବଲାଙ୍ଗିର, ବଲାଙ୍ଗିର ବ୍ଲକ ସ୍ଥିତ ଖଲିଆପାଲି ପଞ୍ଚାୟତର କିରାବାହାଲ ଠାରେ ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ରଙ୍କ ଦ୍ୱାରା ଏକ କଲ୍ୟାଣ ମଣ୍ଡପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଯାଇଛି । ବହୁ ଦିନରୁ ଦାବୀ ହୋଇ ଆସୁଥିବା ଏହି କଲ୍ୟଣ ମଣ୍ଡପର ଭିତ୍ତିପ୍ରସ୍ଥର ସମୟରେ ବ୍ଲକ ଉପାଧକ୍ଷା ଯୋଶବନ୍ତି ବଘାର, ସରପଞ୍ଚ ରାଣୀମା ପାତ୍ର, ପୂର୍ବତନ ବ୍ଲକ ଉପାଧକ୍ଷ ଘାସୀରାମ ବେହେରା,ଜିଲ୍ଲା ପରିଷଦ ସଭ୍ୟ ଶ୍ରୀଧର ବାରିକ, ବିଧାୟକ ପ୍ରତିନୀଧି କିଶୋର ସିଂ ନିନା, ସୁଶିଲ ମହାକୁର, ଖୁଜେନ ପାଲି ସରପଞ୍ଚ ସତ୍ୟବାନ ସାହୁ, ବ୍ଲକ ସଭାପତି ରାମ ପ୍ରସାଦ ମିଶ୍ର, କନିଷ୍ଟ ଯନ୍ତ୍ରୀ ସସ୍ମିତା ମହାନ୍ତି , ପଞ୍ଚାୟତ ନିର୍ବାହି ଅଧିକାରୀ ଶ୍ୟାମ ମୋହନ ବରେଇ ପ୍ରମୁଖ ଉପସ୍ଥିତ ଥିଲେ । ଭିତ୍ତିପ୍ରସ୍ତର ପରବର୍ତ୍ତି ସଭାରେ ବିଧାୟକ ଶ୍ରୀ ମିଶ୍ରଙ୍କୁ ଗ୍ରାମବାସୀଙ୍କ ତରଫରୁ ସମ୍ବର୍ଧନା ଦିଆଯାଇଥିଲା । ପ୍ରତି ଉତ୍ତରରେ ସେ କହିଥିଲେ ଯେ କିରାବାହାଲ ଗ୍ରାମ ସହ ଶୈଶବ ଅବସ୍ଥାରୁ ତାଙ୍କର  ଭାବଗତ ସଂପର୍କ ରହିଆସିଛି, ସେଥିପାଇଁ ସେ ଦଶହରା ସମୟରେ ଏହି ଗାଁର ଯାତ୍ରାରେ ସାମିଲ ହୋଇ ଅସୁଛନ୍ତି । ତେଣୁ ଏହି ଗାଁ ତଥା ପଞ୍ଚାୟତର ବିକାଶ କରିବା  ତାଙ୍କ ର ପ୍ରଥମିକତା ଅଟେ । ଶୁକତେଲ ଉପରେ ନିର୍ମାଣ ହେଉଥିବା  ବ୍ରିଜ ତଥା ବ୍ୟାରେଜ ଏହି ଅଂଚଳର ଲୋକ ତଥା ଚଷିଙ୍କ ପାଇଁ ଏକ ବରଦାନ ସଦୃଶ ହେବ । ଏହି ପ୍ରକଳ୍ପ ଆଗାମୀ ଦନରେ ଏହି ଅଂଚଳରର ଅର୍ଥନିତିକୁ ନିଶ୍ଚିତ ସୁଦୃଢ କରିବ ବୋଲି ସେ ନିଜ ବକ୍ତବ୍ୟରେ କହିଥିଲେ । ତା ସହ ଅଂଚଳରେ ଥିବା ଆର୍ଥୀକ ଅନଗ୍ରସର, ବୁଢାବୁଢି , ବିକଳାଙ୍ଗ, ବିଧବା ଓ ଗାଇଗୋରୁ ରଖିଥିବା ଯୋଗ୍ୟ ବ୍ୟକ୍ତିଙ୍କ ପାଇଁ ଯୋଜନା ଅନ୍ତର୍ଗତ ଭତ୍ତା ଓ ଅନୁଦାନ କିପରି ଲୋକେ ପାଇପାରିବେ ତା ପାଇଁ ଉଦ୍ୟମ ଜାରି ରହିଛି ଓ ରହିବ ବୋଲି ଶ୍ରୀ ମିଶ୍ର  କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like