-+91-9937148622 |

prerana_bgr@rediffmail.com |

  Sunday 28th June 2026 |

| | | |

R.N.I. Regd No. ODIODI/2010/46693

Breaking News

ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||     

HOME   ଜିଲ୍ଲା

ବରପାଲି ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ବିଶ୍ୱ ହିନ୍ଦୀ ଦିବସ

25-Sep-2025



ବରପାଲି (ସୁଦାମ ଦୀପ)
ବରଗଡ ଜିଲ୍ଲା ବରପାଲି ସ୍ଥିତ ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟ କାଦଳୀପାଲିରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ପଦ୍ମିନୀ ଦାସଙ୍କ ଅଧ୍ୟକ୍ଷତାରେ  ହିନ୍ଦୀ ଦିବସ ପାଳିତ ହୋଇଯାଇଅଛି।ହିନ୍ଦୀ ବିଭାଗର ଅଧ୍ୟାପକ ନେପାଳ ବିଶ୍ୱାଲଙ୍କ ପରିଚାଳନା ସଭାରେ ମୁଖ୍ୟ ବକ୍ତା ଭାବେ ଅଧ୍ୟକ୍ଷା ରଞ୍ଜିତା ନାୟକ ପାର୍ବତୀ ଗିରୀ ମହିଳା ମହାବିଦ୍ୟାଳୟ ବରଗଡ଼ର ହିନ୍ଦୀ ବିଭାଗ ମୁଖ୍ୟ ଯୋଗଦାନ କରି 'ସମସାମୟିକ ସମାଜରେ ହିନ୍ଦୀ ଭାଷା' ଉପରେ ଆଲୋଚନା କରିଥିଲେ।  ଏ ଅବସରରେ ହିନ୍ଦୀ ବିଭାଗର ମୁଖ୍ୟ ଅଧ୍ୟାପିକା ଶ୍ରୀମତୀ ଜ୍ୟୋତି ସାହୁ ସେମିନାରର କେନ୍ଦ୍ରୀୟ ଧାରଣା ବ୍ୟାଖ୍ୟା କରି ଛାତ୍ରୀମାନଙ୍କୁ ମାର୍ଗଦର୍ଶନ କରିଥିଲେ। ମୁଖ୍ୟ ଅତିଥି ଭାବରେ ମହାବିଦ୍ୟାଳୟର ପ୍ରତିଷ୍ଠାତା ଶ୍ରୀଯୁକ୍ତ ଅନ୍ତର୍ଯ୍ୟାମୀ ପଣ୍ଡା ବିଶ୍ୱ ସ୍ତରରେ ହିନ୍ଦୀ ଭାଷାର ବ୍ୟବହାର ଉପରେ ନିଜର ମତ ରଖିଥିଲେ।  ମହାବିଦ୍ୟାଳୟର ଛାତ୍ରୀମାନେ ସାଂପ୍ରତିକ ସମୟରେ ଓଡିଶାରେ ହିନ୍ଦୀ ଭାଷାର ବ୍ୟବହାରିକ ବ୍ୟବହାର ଉପରେ ନିଜର ମତାମତ ଉପସ୍ଥାପନ କରିଥିଲେ। ପରିଶେଷରେ  ହିନ୍ଦୀ ବିଭାଗର ମୁଖ୍ୟ ଅଧ୍ୟାପିକା ଜ୍ୟୋତି ସାହୁ ଧନ୍ୟବାଦ  ଅର୍ପଣ କରିଥିଲେ।ଏ ଅବସରରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ ସହକର୍ମୀ ବୃନ୍ଦ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026
  ଜିଲ୍ଲା  
ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   27-Jun-2026
  ଜିଲ୍ଲା  
ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ   27-Jun-2026
  ଜିଲ୍ଲା  
ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   27-Jun-2026
  ଜିଲ୍ଲା  
ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   27-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   27-Jun-2026
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026

You Might Also Like