-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

କୁଶମଣ୍ଡା ବେଶରେ ଦର୍ଶନ ଦେଲେ ମାଁ ଦେବୀଦୂର୍ଗା ଓ ଚରଦେଇ

25-Sep-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକାର ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଭବ୍ୟ ଦୂର୍ଗା ମନ୍ଦିର ଠାରେ ଚାଲିଥିବା ନବରାତ୍ର ପୂଜାର ଆଜି ଚତୁର୍ଥ ଦିବସରେ ଜଗତଜନନୀ ମାଁ ଦେବୀଦୁର୍ଗା କୁଶମଣ୍ଡା ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି।ଏଥିରେ ମୁଖ୍ୟ କର୍ତ୍ତା ଭାବେ ସୁନିଲ ପାତ୍ର ଓ ତାଙ୍କ ଧର୍ମପତ୍ନୀ ସୁକନ୍ୟା ପାତ୍ର ରହିଥିବା ବେଳେ ସହଯୋଗୀ କର୍ତ୍ତା ଭାବେ ବିନିକା ବିଜ୍ଞାପିତ ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ମାନସ ରଞ୍ଜନ ଭୋଇ ଓ ତାଙ୍କ ଧର୍ମପତ୍ନୀ ବନ୍ଦନା ଭୋଇ,ଯୁବ ଉଦ୍ୟୋଗୀ ଘାସିରାମ ପଣ୍ଡା ଓ ତାଙ୍କ ଧର୍ମପତ୍ନୀ ଅଲିମା ପଣ୍ଡା ପ୍ରମୁଖ ଦାୟିତ୍ଵ ତୁଲାଇଥିଲେ।ସେହିପରି ମୁଖ୍ୟ ପୂଜକ ଭାବେ ସୁବାସ ଚନ୍ଦ୍ର ବଡ଼ପଣ୍ଡା,ସହଯୋଗୀ ପୂଜକ,କିଶୋର ଚନ୍ଦ୍ର ନାୟକ,ସଞ୍ଜୀବ ପାଢ଼ୀ,ଦେବାଶିଷ ପୁରୋହିତ,ଶ୍ରୀନାଥ ପଣ୍ଡା, ମନ୍ଦିର ପୂଜକ ଜନାର୍ଦ୍ଦନ ଆଚାର୍ଯ୍ୟ ପୂଜା କାର୍ଯ୍ୟ ତୁଲାଇଥିଲେ ।ଆଜି ସନ୍ଧ୍ୟାରେ ମାଁ ଙ୍କ ଦର୍ଶନ ପାଇଁ ମନ୍ଦିରରେ ବହୁ ଶ୍ରଦ୍ଧାଳୁ ଭକ୍ତଙ୍କ ଭିଡ଼ ହୋଇଥିଲା ଦର୍ଶନ ପାଇଁ ଆସିଥିବା ଶ୍ରଦ୍ଧାଳୁ ଭକ୍ତଙ୍କ ମନୋରଞ୍ଜନ ସକାଶେ କମିଟି ପକ୍ଷରୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
ସେହିପରି ଅନ୍ୟ ପକ୍ଷରେ ନବଦିନାତ୍ମକ ଦୁର୍ଗା ପୂଜାର ଚତୁର୍ଥ ଦିନରେ ବିନିକା ଅଞ୍ଚଳର ପ୍ରସିଦ୍ଧ ଶୈବପୀଠ ଚରଦାର ବାବା କପିଳେଶ୍ଵର ମନ୍ଦିରରେ ପୂଜା ପାଉଥିବା ମା ଚରଦେଇ ଆଜି କୁଷ୍ମାଣ୍ଡ ବେଶରେ ଶ୍ରଦ୍ଧାଳୁ ମାନଙ୍କୁ ଦର୍ଶନ ଦେଇଛନ୍ତି l ଏହି ପୂଜା କାର୍ଯ୍ୟରେ ପୂଜକ ଭାବେ ଶ୍ରୀବନ୍ତ କଟୁଆଳ,ପୁରୋହିତ ଭାବେ ରମେଶ ପୁରୋହିତ,ଭାସ୍କର ପୁରୋହିତ ଦାୟିତ୍ଵ ନିର୍ବାହ କରିଥିବା ବେଳେ କର୍ତ୍ତା ଭାବେ ସୂର୍ଯ୍ୟ ନାରାୟଣ ଥନାପତି ରହିଛନ୍ତି l ଟ୍ରଷ୍ଟ ବୋର୍ଡ ସଭାପତି ଅଶୋକ ପୃଷ୍ଟିଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଚଳିତ ବର୍ଷ କଟୁଆଳ ପଡାର ସେବାୟତ ଚିତ୍ତ ରଞ୍ଜନ ଥନାପତି,ଦେବନାରାୟଣ ଥନାପତି,ଗୋପାଳ ଥନାପତି, ଅଲେଖ ଥନାପତି ମା ଚରଦେଇଙ୍କ ସେବାରେ ନିୟୋଜିତ ଥିବାବେଳେ ମା ଙ୍କ ବେଶ ଓ ସାଜସଜ୍ଜାରେ ଗୋପବନ୍ଧୁ ବାରିକ ଓ ପ୍ରେମରାଜ ଷlଣ୍ଢ ସଜ୍ଜିତ କରିଥିଲେ l ଏହି ବେଶ ଦର୍ଶନ କରିବା ପାଇଁ ଆଜି ସନ୍ଧ୍ୟାରେ ମନ୍ଦିରରେ ପ୍ରବଳ ଶ୍ରଦ୍ଧାଳୁ ଭକ୍ତଙ୍କ ଭିଡ ଜମିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like