-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଓଡିଶାରେ ନୂତନ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟ ସ୍ଥାପନ ପାଇଁ କେନ୍ଦ୍ରର ପ୍ରସ୍ତାବ ନାହିଁ

25-Sep-2025



ଦେଶବ୍ୟାପୀ କେବିକେ ଅଞ୍ଚଳର ଛାତ୍ରଛାତ୍ରୀମାନଙ୍କ ପାଇଁ  ଆବାସିକ କୋଟା ରଖାଯାଉ- ହେମନ୍ତ ପଣ୍ଡା

ବଲାଙ୍ଗିର(ପ୍ରେରଣା ଖବର): ଦେଶରେ ନୂତନ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟ ସ୍ଥାପନ ପାଇଁ କେନ୍ଦ୍ର ସରକାରଙ୍କ ପାଖରେ ବର୍ତ୍ତମାନ କୌଣସି ପ୍ରସ୍ତାବ ବିଚାରାଧିନ ନାହିଁ ବୋଲି ଭାରତ ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟର କୃଷି ଗବେଷଣା ଓ ଶିକ୍ଷା ବିଭାଗର ଜନ ସୂଚନା ଅଧିକାରୀ ତଥା ଅନୁ ସଚିବ ପ୍ରେମ ପ୍ରକାଶ ସୁମନ ସୂଚନା ଅଧିକାର ଆଇନ ବଳରେ ବଲାଙ୍ଗିରର ବିଶିଷ୍ଟ ସୂଚନା ଅଧିକାର କର୍ମି ହେମନ୍ତ କୁମାର ପଣ୍ଡାଙ୍କୁ ସୂଚନା ପ୍ରଦାନ କରିଛନ୍ତି । ଏହା ସହ ବର୍ତ୍ତମାନ ଓଡିଶାରେ ମଧ୍ୟ କେନ୍ଦୀୟ କୃଷି ବିଶ୍ୱବିଦ୍ୟାଳୟ ସ୍ଥାପନର ପ୍ରସ୍ତାବ ମଧ୍ୟ ନାହିଁ ବୋଲି ପ୍ରାପ୍ତ ସୂଚନାରୁ ଜଣାପଡିଛି । ଦେଶରେ ୩ଟି କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ କାର୍ଯ୍ୟକ୍ଷମ ଅଛି ବୋଲି ତଥ୍ୟରେ କୁହାଯାଇଛି । ମଣିପୁରର ଇମ୍ଫାଲରେ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ, ବିହାରର ପୁସା ଠାରେ ଡ. ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ ଓ ଉତ୍ତରପ୍ରଦେଶର ଝାନସି ରେ ରାଣୀ ଲକ୍ଷ୍ମୀବାଇ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ ରହିଛି ବୋଲି ସୂଚନା ପ୍ରଦାନ କରାଯାଇଛି । ଓଡିଶାର ସମ୍ବଲପୁରରେ ଦ୍ୱିତୀୟ କୃଷି ବିଶ୍ୱବିଦ୍ୟାଳୟର ପରିକଳ୍ପନା କରାଯାଇଛି ବୋଲି ନିକଟରେ ସରକାରୀ ସୂତ୍ରକୁ ଆଧାର କରି ରାଜ୍ୟବ୍ୟାପୀ ଗଣମାଧ୍ୟମରେ  ଖବର ପ୍ରକାଶ ପାଇଥିଲା । ସମ୍ବଲପୁରରେ ସରକାରୀ ସ୍ତରରେ  ଆଲୋଚିତ କୃଷି ବିଶ୍ୱବିଦ୍ୟାଳୟ ଦେଶର ଚତୁର୍ଥ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ  ନା ରାଜ୍ୟର ଦ୍ୱିତୀୟ କୃଷି ବିଶ୍ୱବିଦ୍ୟାଳୟ ଏହାକୁ ନେଇ ରାଜ୍ୟର ଜନସାଧାରଣଙ୍କ ମଧ୍ୟରେ ଦ୍ୱନ୍ଦ ଥିଲା  କିନ୍ତୁ ଏଭଳି କୌଣସି ପ୍ରସ୍ତାବ ବର୍ତ୍ତମାନ କେନ୍ଦ୍ର ସରକାରଙ୍କ  ବିଚାରାଧିନ ନାହିଁ ବୋଲି ସ୍ପଷ୍ଟ ହୋଇଛି । ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଗାମୀ ସେପ୍ଟେମ୍ବର ୨୭ ଦିନ ଝାରସୁଗୁଡା ଆସୁଛନ୍ତି । କୃଷି ବିଶ୍ୱବିଦ୍ୟାଳୟ ସ୍ଥାପନ ସଂକ୍ରାନ୍ତରେ ସେ ଘୋଷଣା କରିବେ ବୋଲି ପଶ୍ଚିମ ଓଡିଶା ଓ କେବିକେ ଅଞ୍ଚଳର ଲୋକେ ଅପେକ୍ଷା କରିଛନ୍ତି ବୋଲି ସୂଚନା କର୍ମି ପଣ୍ଡା କହିଛନ୍ତି । ବଲାଙ୍ଗିରରେ ଏକ କୃଷି ବିଶ୍ୱବିଦ୍ୟାଳୟ ସ୍ଥାପନ ଏକ ଦିର୍ଘ ଦିନର ଦାବୀ ବୋଲି ପଣ୍ଡା ଜଣାଇଛନ୍ତି । ଓଡିଶାର କେବିକେ ଅଞ୍ଚଳ ଦେଶର ଏକ ଅତି ପଛୁଆ ଅଞ୍ଚଳ ହୋଇଥିବାରୁ  ଦେଶବ୍ୟାପୀ କୃଷି ବିଶ୍ୱବିଦ୍ୟାଳୟମାନଙ୍କରେ କେବିକେ ଅଞ୍ଚଳର ଛାତ୍ରଛାତ୍ରୀମାନଙ୍କ ପାଇଁ ସ୍ୱତନ୍ତ୍ରଭାବେ ଆବାସିକ କୋଟା ରଖାଯିବା ପାଇଁ ପଣ୍ଡା ଏକ ପ୍ରେସ ବିବୃତ୍ତି ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ଠାରେ ଦାବୀ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like