-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||     

HOME   ରାଜ୍ୟ

ଆଗାମୀ ଦିନରେ କୋଡିଡ୍ ଆଇନ ଉଲ୍ଲଂଘନ ହେବ ନାହିଁ- ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ

10-Oct-2020



Bhubaneswar,10/10- ଭୁବନେଶ୍ୱର ସାଂସଦ ଅପରାଜିତାଙ୍କ ଷଡଙ୍ଗୀ ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ତାଙ୍କ ଜନ୍ମଦିନରେ କୋଡିଡ ଆଇନ ଉଲ୍ଲଂଘନ ପ୍ରସଙ୍ଗରେ ବୟାନ ରଖିଛନ୍ତି । ସୋସିଆଲ ମିଡିଆରେ ତାଙ୍କ ଜନ୍ମଦିନ ଭିଡିଓ ଭାଇରାଲ ହେବା ପରେ କୋଭିଡ ନିୟମ ଉଲଙ୍ଘନ ହୋଇଥିବା ଅଭିଯୋଗ ହେବା ପରେ ତାଙ୍କ ଅଫିସ ସିଲ କରାଯାଇଛି । ତେବେ ଅଫିସ ସିଲ ହେବା ପରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ଅପରାଜିତା । ଶ୍ରୀମତୀ ଷଡଙ୍ଗୀଙ୍କ କହିବା ଅନୁସାରେ, ପ୍ରତିଦିନ ମାସ୍କ ପିନ୍ଧି ବିଭିନ୍ନ ଅଂଚଳ ଯାଇ ଲୋକଙ୍କ ସହ ସେ ଆଲୋଚନା କରୁଛନ୍ତି । କିନ୍ତୁ ଜନ୍ମଦିନ ଦିନ ତାଙ୍କ ଅଫିସକୁ ଆସିଥିବା ମହିଳା କର୍ମୀମାନଙ୍କ ଅନୁରୋଧରେ  ଭାବନାତ୍ମକ ହୋଇ ମାତ୍ର ୨ ମିନିଟ୍ ଲାଗି ମାସ୍କ ଓହ୍ଲାଇ ସେମାନଙ୍କ ଗହଣକୁ ଆସିଥିଲେ । ମୁଁ ଲୋକମାନଙ୍କ ଅନୁରୋଧକୁ ଏଡ଼ାଇ ପାରିଲି ନାହିଁ। ଆଗାମୀ ଦିନରେ କୋଡିଡ୍ ଆଇନ ଉଲ୍ଲଂଘନ ହେବ ନାହିଁ ବୋଲି ସେ ସାମ୍ବାଦିକମାନଙ୍କୁ କହିଛନ୍ତି!!ଏହାସହ ସେ ଆହୁରି ମଧ୍ୟ କହିଛନ୍ତି ଯେ, ଅକ୍ଟୋବର ୮ରେ ତାଙ୍କର ଜନ୍ମଦିନ ଥିଲା । ୭ରେ ଦିଲ୍ଲୀରୁ ଫେରିବା ବେଳେ ଏୟାରପୋର୍ଟରେ ଶହଶହ ପ୍ରଂଶସକ ଥିଲେ । କୁଆଡୁ ଏତେ ପ୍ରଶଂସକ ଆସିଲେ ତାହା ମତେ ଜଣାନାହିଁ । ଅଫିସ ସିଲ ସମ୍ପର୍କିତ ସୂଚନା ହ୍ୱାଟ୍ସଆପରେ ପାଇଲି ବୋଲି ଅପରାଜିତା କହିଛନ୍ତି। ମୁଁ ବିଜେପିର ଜଣେ ସାଂସଦ, ଲୋକଙ୍କ ଆଶୀର୍ବାଦ ପାଇଛି। କେବଳ ଲୋକଙ୍କ ସେବା ମୋର ଲକ୍ଷ୍ୟ ଏବଂ ଏହାଛଡା ମୋର କୌଣସି ଉଦ୍ଦେଶ୍ୟ ନାହିଁ । କୋଭିଡ ୧୯ ନିୟମ ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଉଛନ୍ତି । କରୋନା ନେଇ ସମସ୍ତେ ସଚେତନ ରହିବା ଜରୁରୀ । କୌଣସି ପ୍ରକାର ଆକ୍ରୋଶମୂଳକ କାର୍ଯ୍ୟ ନ ହେଉ ବୋଲି ମତ ରଖିଛନ୍ତି ଅପରାଜିତା!!


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   24-Jun-2026
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026

You Might Also Like