-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

କୃଷକ ଉତ୍ପାଦନ କମ୍ପାନୀର ପଞ୍ଚମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ

26-Sep-2025



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ବାନ୍ଧଗୋରା ସ୍ଥିତ ବାବା ଧବଳେଶ୍ୱର କଲ୍ୟାଣ ମଣ୍ଡପ ଠାରେ ମାତୃଶକ୍ତି କୃଷକ ଉତ୍ପାଦନ କମ୍ପାନୀର ପଞ୍ଚମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ହୋଇ ଯାଇଛି | ଏହି ସଭାରେ ବୌଦ୍ଧ ଉଦ୍ୟାନ କୃଷି ବିଭାଗର ଉପ ନିର୍ଦେଶକ ଯୋଗେନ୍ଦ୍ରନାଥ ମହାପାତ୍ର, ଜିଲ୍ଲା କୃଷି ଅଧିକାରୀ ଭେଙ୍କଟ ରମଣ ରାଓ, ଉପ ମତ୍ସ୍ୟ ଅଧିକାରୀ ଅଭିଳାଷ ପଣ୍ଡା,  ବୌଦ୍ଧ କୃଷି ବିଜ୍ଞାନ ଜେନ୍ଦ୍ରର ମୟୂରୀ ସିଂ ସରଦାର, ପ୍ରାଣୀଧନ ନିରୀକ୍ଷକ ଯାଜ୍ଞ ସିନି ପ୍ରଧାନ, ଓଡିଶା ଜୀବିକା ମିଶନର କଣ୍ଟାମାଳ ବ୍ଲକ ସଂଯୋଜିକା ରାଧାରାଣୀ ନାଏକ ସହିତ କମ୍ପାନୀର ଡାଇରେକ୍ଟର ଚନ୍ଦ୍ରକାନ୍ତି ଚାଉଳିଆ, ଦୁହିତା ମନହିରା, ପ୍ରମୁଖ ଯୋଗ ଦେଇଥିଲେ |

ପ୍ରୋଗ୍ରାମ ମ୍ୟାନେଜର ପୂର୍ଣଚନ୍ଦ୍ର ଖଟୁଆ ସ୍ୱାଗତ ସମ୍ବର୍ଦ୍ଧନା କରିବା ସହ ସଭା ପରିଚାଳନା କରିଥିଲେ | କମ୍ପାନୀ ସଭାପତି ଚନ୍ଦ୍ରକାନ୍ତି ଚାଉଳିଆ କମ୍ପାନୀ ବିଷୟରେ ସଂକ୍ଷିପ୍ତ ବିବରଣୀ ପ୍ରଦାନ କରିଥିବା ବେଳେ ହିସାବ ରକ୍ଷକ ତୋଫାନ ମେହେର ବାର୍ଷିକ ଆୟ ବ୍ୟୟର ବିବରଣୀ ପଠନ କରିଥିଲେ | ଉକ୍ତ ସଭାରେ ବାର୍ଷିକ ଯୋଜନା ଉପସ୍ଥାପନା, ସକ୍ରିୟ ସଦସ୍ୟ ଚୟନ କରାଯାଇ ଆର୍ଥିକ ବର୍ଷରେ ସଫଳତାର ସହ ଚାଷ, ବ୍ୟବସାୟ ଇତ୍ପାଦନ ବୃଦ୍ଧି ସହ କମ୍ପାନୀର ବିକାଶରେ ସହଯୋଗ କରିଥିବା ସ୍ୱୟଂ ସହାୟକ ଗୋଷ୍ଠୀ, କୃଷି ଉଦ୍ୟୋଗୀ ଓ ଚାଷୀଙ୍କୁ ମାନପତ୍ର ଦେଇ ସମ୍ମାନିତ କରାଯାଇଥିଲା | ଶୁଭ୍ରାଂଶୁ ସାହୁ, ଅନିଲ ବେହେରା, ସୌମ୍ୟ ରଞ୍ଜନ ବିଶ୍ୱାଳ ସହିତ ମାତୃଶକ୍ତି କମ୍ପାନୀ ଓ କୃଷି ଉତ୍ପାଦକ କ୍ଲଷ୍ଟର ର ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିଲେ | ଶେଷରେ ତୋଫାନ ମେହେର ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like