-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ବିଦ୍ୟାଳୟ ସମୂହ ଖୋ-ଖୋ ପ୍ରତିଯୋଗିତା ୨୦୨୫ ଉଦ୍‌ଘାଟିତ

26-Sep-2025



ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ପଲ୍ଲିଶ୍ରୀ ନୋଡାଲ ହାଇସ୍କୁଲ ଖେଳପଡ଼ିଆ ଠାରେ ଜିଲ୍ଲା ବିଦ୍ୟାଳୟ ସମୂହ ୧୪ ଓ ୧୭ ବର୍ଷରୁ କମ୍ ବାଳକ ବାଳିକା ବିଭାଗର ଖୋ-ଖୋ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି। ଉଦଘାଟନୀ ସଭାରେ ବଙ୍ଗୋମୁଣ୍ଡା ବିଇଓ ବୈକୁଣ୍ଠ ଶବରଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗୀର ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ପ୍ରବୀର ପଣ୍ଡା, ସମ୍ମାନିତ ଅତିଥି ଭାବେ ଲୋକସଭା ସାଂସଦ ପ୍ରତିନିଧି ଅନିଲ ନାଏକ, ଆଲୁମିନି ସଭାପତି ନରେଶ ଜୈନ,ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ପ୍ରଦୀପ ପାତ୍ର,ସ୍ଥାନୀୟ କଲେଜ ଅଧ୍ୟକ୍ଷ ପ୍ରମୋଦ ରଥ,ପ୍ରଧାନ ଶିକ୍ଷକ ପଙ୍କଜ ମେହେର, ପ୍ରଧାନଶିକ୍ଷକ ଲୋକନାଥ ମେହେର ,ଏବଂ ପ୍ରତିଯୋଗିତାର ପର୍ଯ୍ୟବେକ୍ଷକ ପଦ୍ମଚରଣ ଦାସ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ। ବରିଷ୍ଠ ଶାରୀରିକ ଶିକ୍ଷା ଶିକ୍ଷକ ହେମନ୍ତ ପ୍ରଧାନ ମଞ୍ଚ ପରିଚାଳନା କରିଥିବା ବେଳେ ଶିକ୍ଷକ ସମର କୁମାର ଜେନା ଧନ୍ୟବାଦ ଦେଇଥିଲେ l ଏହି ତିନିଦିନିଆ ପ୍ରତିଯୋଗିତାରେ ଚଉଦ ଗୋଟି ବ୍ଲକ ରୁ ୧୨ ଗୋଟି ବ୍ଲକର ୨୭୪ଜଣ ବାଳିକା ଓ ୨୮୬ଜଣ ବାଳକ ସର୍ବମୋଟ ୫୬୦ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି । ସୂଚନାନୁସାରେ ଏହି ପ୍ରତିଯୋଗିତାରୁ ଚୟନ ଖେଳାଳିମାନେ କେନ୍ଦୁଝରଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରତିଯୋଗୀତାରେ ଅଂଶଗ୍ରହଣ କରିବେ। କନଭେନର ଭାବରେ ସୁଶାନ୍ତ ନାଗ, ଯୁବରାଜ ମେହେର, ଚନ୍ଦ୍ରଶେଖର ମେହେର, କୁବେର ଲାଲ ବେହେରା ଖେଳ ପରିଚାଳନା କରିଥିଲେ । ପ୍ରଧାନଶିକ୍ଷକ ସୁଧାଂଶୁ ଶେଖର ରାଉତ ରାୟ ,ଗଣପତି ସାହୁ, ଅରୁଣ ବାରିକ, ଅନୁପ ବାଗ , ସନ୍ତୋଷ ମିଶ୍ର , କ୍ରୀଡ଼ା ଶିକ୍ଷକ ସୌମ୍ୟ ରଞ୍ଜନ ପାଣିଗ୍ରାହୀ , ଆଶିଷ ଦେବ ସା, ଆଶୀର୍ବାଦ ସା ,ରଞ୍ଜିତ ବଗର୍ତ୍ତି, ଶୁଭେନ୍ଦ୍ର ମହାନ୍ତି, ବିନୋଦ ମହାପାତ୍ର, ଗୋପାଲ ଦୀପ,ଲିଙ୍ଗରାଜ ମେହେର, ଶଶାଙ୍କ ଶେଖର ଦାସ ଯାଦବ,ଶିକ୍ଷୟିତ୍ରୀ ରଂଜିତା ମିଶ୍ର,ମଞ୍ଜରୀ ନନ୍ଦ,ଅସ୍ମିତା ନାଏକ,ନଳିନୀପ୍ରଭା ତାଣ୍ଡିଆ,

ଡୋଳେଶ୍ୱରୀ ଷଡ଼ଙ୍ଗୀ ଓ ବଙ୍ଗୋମୁଣ୍ଡା ବ୍ଲକର ସମସ୍ତ କ୍ରୀଡ଼ା ଶିକ୍ଷକ ଓ ସ୍ଥାନୀୟ ସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ପ୍ରମୁଖ ସହଯୋଗ କରିଥିଲେ । ଏଥିରେ ୧୪ ବର୍ଷରୁ କମ୍ ବାଳକ ମାନଙ୍କ ମଧ୍ୟରେ ଫାଇନାଲକୁ ବଙ୍ଗୋମୁଣ୍ଡା, ବଲାଙ୍ଗୀର , ବାଳିକା ୧୪ ବର୍ଷରୁ କମ୍ ରେ ମୁରିବାହାଳ ଓ ଲୋଇସିଂହା ସେହିପରି ଭାବେ ୧୭ ବର୍ଷରୁ କମ୍ ବାଳକ ମାନଙ୍କ ମଧ୍ୟରେ ଲୋଇସିଂହା ବାଳିକା ମାନଙ୍କ ମଧ୍ୟରେ ବଲାଙ୍ଗୀର ଓ ମୁରିବାହାଲ ଫାଇନାଲକୁ ଉତ୍ତୀର୍ଣ୍ଣ ହୋଇଛନ୍ତି। ଶୁକ୍ରବାର ଫାଇନାଲ ଖେଳ ହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like