-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା ବିଜେପି ପକ୍ଷରୁ ବୁଦ୍ଧିଜୀବୀ ସମ୍ମିଳନୀ 

26-Sep-2025



ବଲାଙ୍ଗୀର(ପ୍ରେରଣା ଖବର)  ବଲାଙ୍ଗୀରର ବହୁପ୍ରତୀକ୍ଷିତ ବାଇପାସ୍ ରାସ୍ତା ନିର୍ମାଣକୁ ଶୀଘ୍ର ସମାପ୍ତ କରାଯାଉ। ସରକାରଙ୍କ ପ୍ରସ୍ତାବିତ ବଲାଙ୍ଗୀର-ନୂଆପଡା ଭାୟା ପାଟଣାଗଡ଼ ରେଳପଥ ନିର୍ମାଣ କାମକୁ ସରକାର ପ୍ରାଥମିକତା ଦିଅନ୍ତୁ। ଏଥିସହ କଂଟାବାଞ୍ଜିରେ ରେଳ ୱାଗନ କାରଖାନା ନିର୍ମାଣ କାର୍ଯ୍ୟର ଅଗ୍ରଗତି ସଂପକରେ ଦିଆଯାଇଥିବା ବିଭିନ୍ନ ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା।

  ବଲାଙ୍ଗୀର ସହରର ରାସ୍ତାରେ ବୁଲା ଗାଈଗୋରୁ ଓ କୁକୁର ମାନଙ୍କ ଅବାଧ ବିଚରଣ ଯୋଗୁଁ ରାସ୍ତା ଦୁର୍ଘଟଣା ଓ ଧନଜୀବନ ନଷ୍ଟ ହେଉଛି  । ଏମାନଙ୍କୁ ଦମନ କରିବା ଦିଗରେ ପ୍ରଶାସନ ପଦକ୍ଷେପ ଗ୍ରହଣ କରିବବାର ଆବଶ୍ୟକତା ରହିଛି । 
    ଆଜି ବଲାଙ୍ଗୀର ବିଜେପି ପକ୍ଷରୁ ଅନୁଷ୍ଠିତ ଏକ ବୁଦ୍ଧିଜୀବୀ ସମ୍ମିଳନିରେ ସହରର ବହୁ ସଚେତନ ନାଗରିକ, ବୁଦ୍ଧିଜୀବୀ, ଆଇନଜୀବୀ ଓ ସାମ୍ବାଦିକ ଯୋଗ ଦେଇ ଏହି ସବୁ ସମସ୍ୟା ଉପରେ ବିଚାର ଆଲୋଚନା କରି ବଲାଙ୍ଗୀର ଜିଲ୍ଲାର ବିକାଶ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଯୋଜନାର କିପରି ସଫଳ ରୂପାୟନ ହୋଇପାରିବ ସେ ସଂପର୍କରେ ବିଭିନ୍ନ ଗଠନମୂଳକ ପ୍ରସ୍ତାବ ଦେଇଥିଲେ । ଲୋକଙ୍କ ସୁବିଧାଦୃଷ୍ଟିରୁ ବଲାଙ୍ଗୀରରୁ ଦିଲ୍ଲୀ ପର୍ଯ୍ୟନ୍ତ ସିଧାସଳଖ ଟ୍ରେନ ଚଳାଚଳ ଓ ବଲାଙ୍ଗୀରରେ କୃଷିବିଦ୍ୟାଳୟ ସ୍ଥାପନ, ବଲାଙ୍ଗୀରରେ ସ୍ୱାସ୍ଥ୍ୟ ସୁବିଧା ଦୃଷ୍ଟିରୁ ଟ୍ରମା ସେଂଟର ସ୍ଥାପନ, ଜଳସେଚନ ଓ ରାଜେନ୍ଦ୍ର କଲେଜରେ ଅଧ୍ୟାପକ ପଦବୀ ପୂରଣ ପ୍ରସଙ୍ଗ ଉପରେ ଉପସ୍ଥିତି ବୁଦ୍ଧିଜୀବୀ ମାନେ ନିଜର ମତାମତ ପ୍ରଦାନ କରିଥିଲେ । ବରିଷ୍ଠ ବିଜେପି ନେତା ଗୋପାଳଜୀ ପାଣିଗ୍ରହୀଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ସଭାକୁ ବିଜେପି ଜିଲ୍ଲା ସଭାପତି ଶ୍ରୀବତ୍ସ ବେହେରା ପରିଚାଳନା କରିଥିବା ବେଳେ ସାଂସଦ ପ୍ରତିନିଧି ଦିନେଶ ଶର୍ମା ମଂଚାସୀନ ଥିଲେ । ଏହି ବୁଦ୍ଧିଜୀବୀ ସମ୍ମିଳନୀରେ ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂଦେଓ ଯୋଗ ଦେଇ ନିଜ ଉଦ୍‌ବୋଧାନରେ ଆତ୍ମନିର୍ଭରଶୀଳ ଭାରତ ଗଠନରେ କେନ୍ଦ୍ର ଓ ରାଜ୍ୟ ନେତୃତ୍ୱାଧୀନ ବିଜେପି ସରକାର ବଦ୍ଧପରିକାର ବୋଲି କହିଥିଲେ । ରାଜନୀତିରୁ ଉର୍ଦ୍ଧ୍ୱରେ ରହି ଜିଲ୍ଲାର ସଚେତନ ନାଗରିକ ଓ ବୁଦ୍ଧିଜୀବୀ ମାନଙ୍କ ସହଯୋଗ ମତେ ଜିଲ୍ଲାର ବିକାଶ ଦିଗରେ କାମ କରିବାକୁ ସହାୟକ ହୋଇପାରିବ ବୋଲି ଶ୍ରୀମତୀ ସିଂଦେଓ କହିଥିଲେ । ବିଜେପିର କାର୍ଯ୍ୟ ଶୈଳୀ ଅନ୍ୟ ଦଳ ଠାରୁ ଅଲଗା , କେନ୍ଦ୍ରରେ ମୋଦୀ ସରକାରଙ୍କ ନିର୍ଦ୍ଦେଶରେ ଆମେ ବର୍ଷତମାମମ ସାଧାରଣ ଜନତାଙ୍କ ପାଇଁ କାମ କରୁଛୁ ଏବଂ ଏହି ପରିପ୍ରେକ୍ଷୀରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଓ ଯୋଜନା ପାଇଁ ଦିଆଯାଉଥିବା ଅର୍ଥର କିପରି ସଠିକ ବିନିଯୋଗ ହୋଇପାରିବ ତା ଉପରେ ଶ୍ରୀମତୀ ସିଂଦେଓ ଜୋର୍ ଦେଇଥିଲେ ।  ବଲାଙ୍ଗୀର ଜିଲ୍ଲାର ସବୁବର୍ଗର ଲୋକଙ୍କ ବିକାଶ  ପାଇଁ ଡବଲ୍ ଇଞ୍ଜିନ୍ ସରକାର ବଦ୍ଧପରିକର ବୋଲି ଶ୍ରୀମତୀ ସିଂହଦେଓ ଦୃଢୋକ୍ତି ପ୍ରକାଶ କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ଶିକ୍ଷାବିତ୍ ଶ୍ରୀକର ମିଶ୍ର, ମନୋରଂଜନ ସାହୁ, ଆଇନଜୀବୀ ଭବାନୀ ଶତପଥୀ, ରତନ ମହାରଣା, ସତ୍ୟନାରାୟଣ ଥାର୍ଟି, ଦେବେନ ପାଣିଗ୍ରାହୀ, ସୁଧାଂଶୁ ଦେଓ, ବରିଷ୍ଠ ନାଗରିକ ବେଲାରସିଂ ଭୋଇ, ନୀଳମଣି ମିଶ୍ର, ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା, ବୀରେନ୍ଦ୍ର ଝାଙ୍କର ପ୍ରମୁଖ ଯୋଗ ଦେଇ ଜିଲ୍ଲାର ବିକାଶକୁ ନେଇ ବିଭିନ୍ନ ପ୍ରସ୍ତାବ ଦେଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like