-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ରାଜନୀତି

କିଏ ଧରିବ ମହାରଥୀଙ୍କ ଲିଗାସୀ ? ଟିକେଟ୍ ପାଇଁ ଇଚ୍ଛା କିନ୍ତୁ ବିବାଦକୁ ନା’, ଦଳର ସୁପ୍ରିମୋଙ୍କ ନିଷ୍ପତ୍ତି ମାନିନେବେ କହି କଥା କାଟୁଛନ୍ତି ମା’-ପୁଅ

28-Jan-2021



ଭୁବନେଶ୍ବର (ଶୁଭାଶିଷ ନାୟକ): ପିପିଲି ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ରାଜନୈତିକ ଉସ୍ମତା ଜୋର । ତେବେ ଏହି ଉସ୍ମତାର କେନ୍ଦ୍ରରେ ମହାରଥୀ ପରିବାର । କିଏ ସେ ଧରିବ ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ଲିଗାସି । ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀ ଖୁବ୍ ଶୀଘ୍ର ପିପିଲି ଉପନିର୍ବାଚନ ତାରିଖ ଘୋଷଣା ହେବା କହିବା ପରେ ପ୍ରମୁଖ ରାଜନୈତିକ ଦଳରେ ଅଘୋଷିତ ପ୍ରସ୍ତୁତ ଆରମ୍ଭ ହୋଇଯାଇଛି । ତେବେ ବିଜୁ ଜନତା ଦଳ ପକ୍ଷରୁ ପ୍ରତାପ ଦେବଙ୍କୁ ଦଳୀୟ ନିର୍ବାଚନ ପର୍ଯ୍ୟବେକ୍ଷକ ଘୋଷଣା କରାଯିବା ପରେ ଏବେ ଚର୍ଚ୍ଚାର କେନ୍ଦ୍ରର ମହାରଥୀଙ୍କ ପରିବାର । ଏପରିକି ଟିକେଟ୍ କୁ ନେଇ ସ୍ବର୍ଗତ ମହାରଥୀଙ୍କ ପତ୍ନୀ ଏବଂ ପୁଅଙ୍କ ମଧ୍ୟରେ ଟଣାଓଟରା ଲାଗିଥିବା ଚର୍ଚ୍ଚା ଆହୁରି ସରଗରମ ହୋଇଛି ।

ପିପିଲି ଉପନିର୍ବାଚନ ପାଇଁ ଅନ୍ୟ ରାଜନୈତିକ ଦଳ ଅପେକ୍ଷା ଶାସକ ବିଜେଡି ଗୋଟିଏ ପାଦ ଆଗରେ ଥିବା ମନେହେଉଛି । କାରଣ ଦଳ ତାର ପ୍ରକ୍ରିୟା ଆରମ୍ଭ କରିସାରିଲାଣି । ପିପିଲି ନିର୍ବାଚନ ପାଇଁ ବିଧାୟକ ତଥା ମୁଖପାତ୍ର ପ୍ରତାପ ଦେବଙ୍କୁ ଦଳ ପକ୍ଷରୁ ପର୍ଯ୍ୟବେକ୍ଷକ ଦାୟିତ୍ବ ପ୍ରଦାନ କରାଯାଇଛି । ପ୍ରତାପ ଦେବଙ୍କୁ ପର୍ଯ୍ୟବେକ୍ଷକ ଘୋଷଣା ପରେ ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ମହାରଥୀ ନିର୍ବାଚନ ଲଢିବାକୁ ଆଶାୟୀ ଥିବା ପରୋକ୍ଷରେ କହିଛନ୍ତି । ପୂର୍ବରୁ ସ୍ବର୍ଗତ ମହାରଥୀଙ୍କ ପ୍ରତିଭା ମହାରଥୀ ମଧ୍ୟ ସମାନ ଢଙ୍ଗରେ କହିଥିଲେ । ଉଭୟ ମା ଓ ପୁଅ ସିଧାସଳଖ ଦାବି ଜାହିର କରୁନଥିଲେ ମଧ୍ୟ ଦଳର ସୁପ୍ରିମୋଙ୍କ ନିର୍ଦ୍ଦେଶ ମାନିବେ ବୋଲି କହିବା ଛଳରେ ଯାହାବି କହୁଛନ୍ତି ସେଥିରୁ ସେମାନଙ୍କ ଭିତରେ ଟିକେଟ୍ ଆଶା ସ୍ପଷ୍ଟ ବୁଝିହେଉଛି ।

ଉଲ୍ଲେଖଯୋଗ୍ୟ ଯେ, ପିପିଲି ଆସନରୁ ବିଧାୟକ ଥିବା ପ୍ରଦୀପ ମହାରାଥୀଙ୍କ ମୃତ୍ୟୁ ପରେ ଏହି ଆସନଟି ଖାଲି ପଡିଛି । ବିଧାୟକ ପ୍ରଦୀପ ମହାରଥୀଙ୍କ ମୃତ୍ୟୁ ପରେ ପିପିଲି ଆସନ ଖାଲି ପଡିଛି । ପିପିଲିର ଲୋକପ୍ରିୟ ନେତା ଥିଲେ ପ୍ରଦୀପ ମହାରଥୀ । ପିପିଲି ଥିଲା ତାଙ୍କ କର୍ମକ୍ଷେତ୍ର । ପିପିଲିରୁ ୭ ଥର ନିର୍ବାଚିତ ହୋଇଥିଲେ ପ୍ରଦୀପ । ୧୯୮୫ ମସିହାରେ ପିପିଲି ନିର୍ବାଚନ ମଣ୍ଡଳୀରୁ ଜନତା ପାର୍ଟିର ଟିକେଟରେ ପ୍ରଥମ ଥର ପାଇଁ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୧୯୯୦ରେ ଜନତା ଦଳ ଟିକେଟରେ ବିଜୟୀ ହୋଇଥିବା ବେଳେ ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ରେ ବିଜୁ ଜନତା ଦଳ ଟିକେଟରେ ବିଧାୟକ ହୋଇଥିଲେ । ୨୦୧୧, ୨୦୧୪, ୨୦୧୭ରେ ସେ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ କୃଷି, ପଞ୍ଚାୟତିରାଜ ଭଳି ଦାୟିତ୍ବ ନେଇଥିଲେ । ପିପିଲି ଓ ଡେଲାଙ୍ଗ ବିକାଶରେ ତାଙ୍କର ଅବଦାନ ରହିଥିଲା । ତାଙ୍କ ମୃତ୍ୟୁ ଶୋଭାଯାତ୍ରା ତାଙ୍କ ଲୋକପ୍ରିୟତାକୁ ଜାହିର କରିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like