-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଜାତୀୟ ସେବା ଯୋଜନାର ସ୍ୱତନ୍ତ୍ର ଶିବିର ଉଦ୍‌ଯାପିତ

26-Sep-2025



ବଲାଙ୍ଗିର(ଦେବାଶିଷ ବହିଦାର): ନିଃସ୍ୱାର୍ଥପର ସେବା, ଗଣତାନ୍ତ୍ରିକ ମୂଲ୍ୟବୋଧ ପ୍ରତିଷ୍ଠା ତଥା ସର୍ବବିଧ ସାମାଜିକ ଉନ୍ନତିକୁ ହିଁ ପ୍ରାଥମିକ ଦେବାର ସଂକଳ୍ପ ଜାତୀୟ ସେବା ଯୋଜନାର ଲକ୍ଷ୍ୟ ଓ ଉଦ୍ଦେଶ୍ୟ I ଏହି ଲକ୍ଷ୍ୟ ପୂରଣ ନେଇ ବଲାଙ୍ଗିର ସରକାରୀ ମହିଳା ମହାବିଦ୍ୟାଳୟର ଜାତୀୟ  ସେବା ଯୋଜନାର ସ୍ୱତନ୍ତ୍ର ଶିବିର ଉଦ୍‌ଯାପିତ ହୋଇଯାଇଛି  I
   ପ୍ରାପ୍ତ ସୂଚନା ଅନୁସାରେ ଗନ୍ଧରେଲଠାରେ ସମ୍ପୃକ୍ତ ସ୍ୱତନ୍ତ୍ର ଶିବିରଟି ଆୟୋଜିତ ହୋଇଥିଲା I  ବିଗତ ବର୍ଷରୁ ଉକ୍ତ ଅଞ୍ଚଳଟିକୁ ପୋଷ୍ୟ ଗ୍ରାମ ଭାବରେ ଗ୍ରହଣ କରାଯାଇଛି I  ଚଳିତ ବର୍ଷ ମଧ୍ୟ ଏକ  ସ୍ୱତନ୍ତ୍ର ଶିବିରର  ଆୟୋଜନ କରାଯାଇ ବୃକ୍ଷରୋପଣ, ସଡ଼କ ସୁରକ୍ଷା, ସ୍ୱଚ୍ଛତା ଅଭିଯାନ, ନାରୀଶିକ୍ଷାର ଗୁରୁତ୍ୱ, ନିଶାମୁକ୍ତି ଅଭିଯାନ  ଇତ୍ୟାଦି  ସମ୍ପର୍କରେ ଜନଜାଗରଣର ପ୍ରୟାସ କରାଯାଇଥିଲା I ଆଜି ଉକ୍ତ ସପ୍ତାହବ୍ୟାପୀ ଶିବିରର  ଉଦଯାପନୀ ଦିନ ଥିଲା I  ଏହି ସଭାରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ଅରବିନ୍ଦ କୁମାର ଓଝା ଅଧ୍ୟକ୍ଷତା କରିଥିଲେ I ମୁଖ୍ୟ ଅଧିକାରୀ ଭାବରେ ଜିଲ୍ଲା କାର୍ଯ୍ୟକ୍ରମ ଅଧିକାରୀ ଡଃ ଅଜିତ କୁମାର ଭୋଇ ଉପସ୍ଥିତ ରହିଥିଲେ I ଭାରପ୍ରାପ୍ତ ଅଧିକାରୀ ଡଃ ମିନତୀ ଦେବତା ଆମୂଳଚୂଳ କାର୍ଯ୍ୟକ୍ରମର ସଂଚାଳନ କରିଥିବାବେଳେ ଡଃ ଭୁବନେଶ୍ୱର ଛତ୍ରିଆ ଧନ୍ୟବାଦ ଅର୍ପଣ କରିଥିଲେ  I ଏ ଅବକାଶରେ ମହାବିଦ୍ୟାଳୟର   ସ୍ବେଚ୍ଛାସେବୀମାନେ  ‘ନିଶା ହିଁ ଦଶା’ ଶୀର୍ଷକ ଏକ ନାଟକ ପ୍ରଦର୍ଶନ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like