-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ପୂର୍ବତନ ମାରୱାଡି ସମ୍ମିଳନର ଅଧ୍ୟକ୍ଷ ଗିରିଧାରିଲାଲଙ୍କ ପରଲୋକ

27-Sep-2025



ତୁଷୁରା (ପଞ୍ଚାନନ ନାଏକ) ବଲାଙ୍ଗୀର ଜିଲ୍ଲା ତୁଷୁରା ସହରର ପୂର୍ବତନ ମାରୱାଡି ସମ୍ମିଳନୀର ଅଧ୍ୟକ୍ଷ ଓ ବିଶିଷ୍ଠ ଶିଳ୍ପପତି ଗିରିଧାରିଲାଲ କେଡିଆଙ୍କ ୮୪ବର୍ଷ ବୟସରେ ପରଲୋକ ହୋଇ ଯାଇଛି। ସେ ଏକାଧାରରେ ତୁଷୁରା ସହରର ଇଷ୍ଟ ଦେବୀ ମାଁ ସମଲେଶ୍ଵରୀଙ୍କ ମନ୍ଦିର ନିର୍ମାଣ କମିଟିର ଅଧ୍ୟକ୍ଷ, ତୁଷୁରା ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ, ଅଗ୍ରସେନ ଭବନ ପରିଚାଳନା କମିଟିର ଅଧ୍ୟକ୍ଷ, ରାମ ମନ୍ଦିର ଓ ମାଁ ଗାୟତ୍ରୀ ଶକ୍ତିପୀଠ ପରିଚାଳନା କମିଟିର ଅଧ୍ୟକ୍ଷ ଭାବରେ ବହୁ ଥର ରହିଥିବା ବେଳେ ଆଖପାଖ ଅଞ୍ଚଳର ବହୁ ସଂଗଠନ ସହ ଜଡିତ ରହି ଅଞ୍ଚଳର ସାମାଜିକ, ଧାର୍ମିକ ଓ ଶୈକ୍ଷିକ ଉନ୍ନତି ପାଇଁ କାର୍ଯ୍ଯ କରୁଥିଲେ। ସେ ତା୨୫.୦୨.୧୯୪୨ ମସିହାରେ କେଡିଆ ପରିବାରରେ ଜନ୍ମ ଗ୍ରହଣ କରିଥିଲେ। କିଛି ଦିନ ତଳେ କେଡିଆଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବମ୍ବେର ଲିଲାବତି ହସ୍ପିଟାଲରେ ଚିକିତ୍ସା କରା ଯାଉଥିଲା। ଗୁରୁବାର ବିଳମ୍ବିତ ରାତ୍ରୀରେ ଡାକ୍ତର ମାନେ ତାଙ୍କୁ ମୃତ ଘୋଷଣା କରିଥିଲେ। ଶୁକ୍ରବାର ତାଙ୍କର ପ୍ରାର୍ଥୀବ ଶରୀରକୁ ତୁଷୁରା ସହର ସ୍ଥିତ ନିଜ ବାସଗୃହକୁ ଅଣାଯିବା ପରେ ବନ୍ଧୁ ପରିଜନ, ବୁଦ୍ଧିଜିବୀ ତଥା ଶୁଭେଚ୍ଛୁ ବୃନ୍ଦ ତାଙ୍କର ଶେଷ ଦର୍ଶନ କରିଥିଲେ। ଆଜି ସ୍ଥାନୀୟ ସୋନଗଡ ନଦୀ ଠାରେ ଥିବା ମୁକ୍ତିଧାମରେ ଶେଷକୃତ ସମ୍ପନ୍ନ କରା ଯାଇଥିଲା। ତାଙ୍କର ବଡ ପୁଅ ଜୟଦୟାଲ କେଡିଆ ମୁଖାଗ୍ନି ଦେଇ ଥିଲେ। ତାଙ୍କର ୬ ପୁଅ ଓ ଗୋଟିଏ ଝିଅ ରହିଥିବା ବେଳେ ତାଙ୍କର ପୁଅ ଦୀନଦୟାଲ କେଡିଆ ଉତ୍କଳ ପ୍ରାଦେଶିକ ମାରୱାଡି ସମ୍ମିଳନର ଉପାଧ୍ୟକ୍ଷ ଓ ଶିବ ଦୟାଲ କେଡିଆ ଡାକ୍ତର ଥିବା ବେଳେ ପ୍ରେମ ଦୟାଲ କେଡ଼ିଆ, ଇଶ୍ବର ଦୟାଲ କେଡ଼ିଆ ଓ ଉଗତ ଦୟାଲ କେଡ଼ିଆ ପୁଅ ରହିଛନ୍ତି। 
ଉତ୍କଳ ପ୍ରାଦେଶିକ ମାରୱାଡ଼ି ସମ୍ମିଳନର ରାଜ୍ୟ ସଭାପତି ଦିନେଶ ଅଗ୍ରୱାଲ,ପ୍ରାଦେଶିକ ମାରୱାଡ଼ି ସମ୍ମିଳନ ପ୍ରାନ୍ତୀୟ ରାଜନୈତିକ ଚେୟାରମେନ ବିଷ୍ଣୁ ପ୍ରସାଦ କେଡିଆ, ପ୍ରାଦେଶିକ ମାରୱାଡ଼ି ସମ୍ମିଳନର କର୍ଣ୍ଣାଟକ ରାଜ୍ୟ ସଭାପତି ସୀତାରାମ ଅଗ୍ରୱାଲ,ବଲାଙ୍ଗୀର ଉତ୍କଳ ପ୍ରାଦେଶିକ ମାରୱାଡ଼ି ସମ୍ମିଳନ ସଭାପତି ସଂଜୟ ଅଗ୍ରୱାଲ (ଅନ୍ନୁ) ପ୍ରାନ୍ତୀୟ ମିଡ଼ିଆ ପ୍ରଭାରୀ ସାମ୍ୱାଦିକ ପୱନ ଅଗ୍ରୱାଲ , ଜୈନ ଶ୍ବେତାମ୍ବର ତେରାପନ୍ଥ ରାଜ୍ୟ ସଭାପତି ମନୋଜ ଜୈନ,ବଲାଙ୍ଗୀର ବଣିକ ସଂଘର ସଭାପତି ପରେଶ ମେହେର, ବିଶିଷ୍ଟ ଶିକ୍ଷାବିତ୍ ଶେଷଦେବ ପଟ୍ଟନାୟକ, ଡା.ଆକାଶ ଜୈନ, ଜୈନ ସ୍ବେତାମ୍ବର ତେରାପନ୍ଥ ସଭାର ମିଡିଆ ପ୍ରଭାରୀ ମନୋଜ କୁମାର ଜୈନ ପ୍ରମୁଖ ଉପସ୍ଥିତ ରହିଥିବା ଟିଟିଲାଗଡ ବିଧାୟକ ନବୀନ ଜୈନ, ପୂର୍ବତନ ମନ୍ତ୍ରୀ ଟୁକୁନୀ ସାହୁ, ପୂର୍ବତନ ଜୈନ ସ୍ବେତାମ୍ବର ତେରାପନ୍ଥ ସଭାର ରାଜ୍ୟ ସଭାପତି ମୁକେଶ ଜୈନ, ପୂର୍ବତନ କେନ୍ଦ୍ର ସମବାୟ ବ୍ୟାଙ୍କ ନିଦ୍ଦେର୍ଶକ ଅଶୋକ ଚନ୍ଦ୍ର ଦୋରା, ତୁଷୁରା ଏନଏସି ଅଧ୍ୟକ୍ଷ ଅଜୟ କୁମାର ଜୟଶ୍ବାଳ, ଆଶୁ କବି ଡା.ହେମନ୍ତ ଦାସ ଆଦି ବହୁ ଗଣମାନ୍ୟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like