-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME    ଅନ୍ୟାନ୍ୟ

ଚର୍ମ, କେଶ ଏବଂ ସ୍ବାସ୍ଥ୍ୟ ପାଇଁ ଲାଭଦାୟକ କଳା ଅଙ୍ଗୁର, ମିଳିବ ଏସବୁ ଫାଇଦା

28-Jan-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) : ଶୀତଦିନେ ପନିପରିବା ଏବଂ ଫଳ ଖାଇବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ । ଏହି ଦିନେ କଳା ଅଙ୍ଗୁରକୁ ସବୁଠାରୁ ଅଧିକ ପସନ୍ଦ କରାଯାଇଥାଏ । ଅନେକ ସମୟରେ ମନରେ ପ୍ରଶ୍ନ ଆସେ କଳା ଅଙ୍ଗୁର ଏବଂ ସବୁଜ ଅଙ୍ଗୁରୁ ମଧ୍ୟରୁ କେଉଁ ଅଙ୍ଗୁର ସବୁଠାରୁ ଅଧିକ ଲାଭଦାୟକ ହୋଇଥାଏ । ଗୁଣ ଅନୁସାରେ ଦୁଇଟିଯାକ ଲାଭଦାୟକ କିନ୍ତୁ କଳା ଅଙ୍ଗୁର ସ୍ବାସ୍ଥ୍ୟ ସହ ଚର୍ମ ପାଇଁ ମଧ୍ୟ ଉତ୍ତମ ହୋଇଥାଏ । 

କଳା ଅଙ୍ଗୁରର ପୋଷାକ ତତ୍ତ୍ବ :
ଅଙ୍ଗୁରରେ ଗ୍ଲୁକୋଜ୍, ମଗ୍ନେସିୟମ୍ ଏବଂ ସାଇଟ୍ରିକ୍ ଏସିଡ୍ ଭଳି ପୋଷାକ ତତ୍ତ୍ବ ଭରପୁର ରହିଥାଏ । ଅନେକ ରୋଗରୁ ଉପଶମ ପାଇବା ପାଇଁ ଅଙ୍ଗୁର ଖାଇବା ଲାଭଦାୟକ ହୋଇଥାଏ । ଟିବି, କ୍ୟାନ୍ସର ଏବଂ ରକ୍ତସଂକ୍ରମଣ ଭଳି ରୋଗ ପାଇଁ ଏହା ବିଶେଷ ସହାୟକ ହୋଇଥାଏ ।
ଚର୍ମ, କେଶ ଏବଂ ସ୍ବାସ୍ଥ୍ୟ ପାଇଁ ଲାଭଦାୟକ :
କଳା ଅଙ୍ଗୁର ଖାଇବା ଦ୍ବାରା ମଧୁମେହ ରୋଗ ଭଲ ହୋଇଥାଏ । ଏହି ଅଙ୍ଗୁରରେ ରେସଭେରାଟ୍ରଲ୍ ନାମକ ଏକ ପଦାର୍ଥ ରହିଥାଏ ଯାହା ରକ୍ତରେ ଇନ୍ସୁଲିନ୍ ବଢ଼ାଇଥାଏ । ଏହି ଉପାୟରେ ସୁଗାର୍ ର ସନ୍ତୁଳନ ଠିକ୍ ରହିଥାଏ । ଏହା ଶରୀରରେ ରକ୍ତ ପ୍ରବାହକୁ ବଢ଼ାଇଥାଏ । ଏଥିପାଇଁ ରକ୍ତଚାପ ସମସ୍ୟା ମଧ୍ୟ ରହିନଥାଏ ।

କଳା ଅଙ୍ଗୁରରେ ଥିବା ସାଇଟୋକେମିକଲ୍ସ ହୃତପିଣ୍ଡକୁ ସୁସ୍ଥ ରଖିଥାଏ । ଏହା ଶରୀରରେ କୋଲେଷ୍ଟ୍ରଲର ମାତ୍ରା ମଧ୍ୟ ନିୟନ୍ତ୍ରଣରେ ରଖିଥାଏ ।
ରେସଭେରାଟ୍ରଲ ତତ୍ତ୍ବ ବ୍ୟାକ୍ଟେରିଆ ଏବଂ ଫଙ୍ଗସକୁ ନଷ୍ଟ କରିଥାଏ । ଯାହାକି ଶରୀରରେ କୌଣସି ପ୍ରକାରର ସଂକ୍ରମଣ ସୃଷ୍ଟି କରିପାରେ । ଏହା ପୋଲିଓ ଏବଂ ହର୍ପ୍ସ ଭଳି ରୋଗ ସହ ଲଢିବାରେ ସାହାଯ୍ୟ କରିଥାଏ କାରଣ କଳା ଅଙ୍ଗୁରରେ ଭାଇରସ୍ ସହ ଲଢ଼ିବାର କ୍ଷମତା ରହିଥାଏ ।
କଳା ଅଙ୍ଗୁର ଚର୍ମକୁ ଲୋଚାକୋଚା ହେବାରୁ ଦୂରରେ ରଖିଥାଏ ଚର୍ମକୁ ଉଜ୍ଜ୍ବଳ ରଖିଥାଏ । ଏହାକୁ କ୍ରମାଗତ ଭାବରେ ଖାଇବା ଦ୍ବାରା ତ୍ବଚା ଉଜ୍ବଳ ହୋଇଥାଏ । ଏଥିରେ ଥିବା ଭିଟାମିନ୍-ସି ଚର୍ମ ସେଲକୁ ସୁସ୍ଥ ରଖିଥାଏ ।
ଏଥିରେ ଥିବା ଭିଟାମିନ୍-ଇ ରୁପି, କେଶ ଝଡ଼ିବା ବା ଧଳା ହେବାର ସମସ୍ୟା ଦୂର କରିଥାଏ । ମସ୍ତିସ୍କର ଚର୍ମ ଶକ୍ତ ହୋଇଥାଏ ଯାହା ଫଳରେ କେଶ ଘନ, ନରମ ଏବଂ ମଜବୁତ ହୋଇଥାଏ ।
ମାଇଗ୍ରେନ୍ ସମସ୍ୟା ଥିବା ଲୋକ କଳା ଅଙ୍ଗୁର ରସ ପିଇବା ଅତ୍ୟନ୍ତ ଲାଭଦାୟକ ହୋଇଥାଏ | କିଛି ଦିନ କଳା ଅଙ୍ଗୁର ରଶ ପିଇବା ଦ୍ବାରା ଏହି ସମସ୍ୟାରୁ ମୁକ୍ତି ମିଳିଥାଏ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like