-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଭାରୋତ୍ତଳନ ପ୍ରତିଯୋଗିତାରେ ସଫଳତା ରଚିଲା ଭଣ୍ଡାରୀଗୁଡା ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ

27-Sep-2025



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର)
ଉମରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ,ଭଣ୍ଡାରୀଗୁଡାର +୨ କଳା ପ୍ରଥମ ବର୍ଷର ଦୁଇ ଛାତ୍ର ଆୟାନ ପ୍ରିୟଦର୍ଶୀ ମୁଦୁଲି ଓ ମାଧବ ସାନ୍ତା ବ୍ରହ୍ମପୁର ଠାରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ଭାରୋତ୍ତଳନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରି ଜାତୀୟ ସ୍ତରୀୟ ପ୍ରତିଯୋଗିତା ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। under -୧୭  ବର୍ଗରେ ୮୦ କେଜି ପାଇଁ ଆୟାନ ମୁଦୁଲି  ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସେହିପରି under -17 ବର୍ଗ ରେ 56 kg ପାଇଁ ମାଧବ ସାନ୍ତା ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଦୁଇ ଛାତ୍ରଙ୍କ ଏହି ସଫଳତା ପାଇଁ  ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଛତ୍ରପତି ସାହୁ, କ୍ରୀଡା ନିରୀକ୍ଷକ ଶ୍ରୀ ପ୍ରଭାତ ପଟ୍ଟନାୟକ, ଭାରୋତ୍ତଳନ ପ୍ରତିଯୋଗିତାର ସଂଯୋଜକ ତଥା ବିଶିଷ୍ଟ କ୍ରୀଡା ଶିକ୍ଷକ ବ୍ରଜବନ୍ଧୁ କାଣ୍ଡି, ଭରୋତ୍ତଳନର କୋଚ ଶ୍ରୀ ସଞ୍ଜୀବ ସାହୁ,ଉମରକୋଟ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ଅସୀମ ବିଶ୍ୱାସ,ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ବାବୁରାମ ସାହୁ, କ୍ରୀଡା ଶିକ୍ଷକ ଶ୍ରୀ ପରେଶ କୁମାର ମହାପାତ୍ର ଓ ଅଧ୍ୟାପକ ଶ୍ରୀ ରଞ୍ଜୀତ ମଜୁମଦାର, ଉମରକୋଟର ସୁପରିଚିତ କ୍ରୀଡା ଶିକ୍ଷକ ଏମ. ବିଜୟ କୁମାର ସେମାନଙ୍କୁ ଅଭିନନ୍ଦନ ଜଣାଇବା ସହ ଜାତୀୟ ସ୍ତରୀୟ ପ୍ରତିଯୋଗିତା ପାଇଁ ଶୁଭେଚ୍ଛା ଜଣାଇଛନ୍ତି।  ଛାତ୍ର ଦୁହିଁଙ୍କ ସଫଳତା ପାଇଁ  ଉମରକୋଟ ସହରରେ ଖୁସିର ଲହରୀ ଖେଳିଯାଇଛି। ଆୟାନ ଙ୍କ ବାପା ଶ୍ରୀ ପ୍ରତାପ କୁମାର ମୁଦୁଲି,ମାତା ଶ୍ରୀମତୀ ଦୀପା ମୁଦୁଲି ଓ ମାଧବଙ୍କ ବାପା ଜାରିଆ ସାନ୍ତା, ମାତା ଲଷ୍ମୀ ସାନ୍ତା ପୁଅର ସଫଳତା ପାଇଁ ଖୁସି ବ୍ୟକ୍ତି କରିବା ସହ ବିଦ୍ୟାଳୟର ଅଧକ୍ଷ ଓ ଜିଲ୍ଲା କ୍ରୀଡା ବିଭାଗକୁ ଧନ୍ୟବାଦ ଜଣାଇଛନ୍ତି।ନବରଙ୍ଗପୁର ଜିଲ୍ଲା କ୍ରୀଡା ବିଭାଗ ପ୍ରତିଯୋଗୀ ଦ୍ବୟଙ୍କ ଉତ୍ତରୋତ୍ତର ଉନ୍ନତି କାମନା କରିଛି। ଜାତୀୟ ସ୍ତରରେ ଅନୁରୂପ ସଫଳତା ପାଇଁ ସବୁ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like