-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ସଡ଼କ ସୁରକ୍ଷା ଜୀବନ ରକ୍ଷା" ନାରାରେ କମ୍ପିଲା ବିନିକା ସହର

27-Sep-2025



ବିନିକା(ହିମାଂଶୁ ଶେଖର ପୁଟେଲ) ସଡ଼କ ସୁରକ୍ଷା ଜୀବନ ରକ୍ଷା ନାରାରେ କମ୍ପିଲା ସହର ।ଆଜି ବିନିକା ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ହାତରେ ପ୍ଲା କାର୍ଡ,ବେନର ଧରି ଏକ ବିରାଟ ଶୋଭଯାତ୍ରାରେ  ସହର ପରିକ୍ରମା କରି ସଡ଼କ ସୁରକ୍ଷା ଉପରେ ଲୋକଙ୍କୁ ସଚେତନ କରିଥିଲେ । ଅଧ୍ୟକ୍ଷା ରେଖା ପ୍ରଧାନଙ୍କ ପରାମର୍ଶ କ୍ରମେ ଓ ଖେଳ ଶିକ୍ଷକ ନାରାୟଣ ଚୌଧୁରୀଙ୍କ ପରିଚାଳନାରେ ଅନୁଷ୍ଠିତ ଏହି ଶୋଭାଯାତ୍ରାରେ ୧୫୦ରୁ ଉର୍ଦ୍ଧ୍ବ ସ୍ୱେଚ୍ଛାସେବୀ ସାମିଲ ହୋଇଥିଲେ।ଜାତୀୟ ସେବା ଯୋଜନା ଅଧିକାରୀ ରୋହିତ ଧରୁଆ ଓ ରେଡ କ୍ରସ କାଉନସିଲର ଧନେଶ୍ଵର ସାହୁଙ୍କ ନେତୃତ୍ୱରେ ସ୍ୱେଚ୍ଛାସେବୀ ମାନେ ରାସ୍ତାରେ ଯିବା ଆସିବା କରୁଥିବା ଗାଡ଼ି ଚାଲକ ମାନଙ୍କୁ ଅଟକାଇ ମୁଣ୍ଡରେ ହେଲମେଟ,ସିଟବେଲ୍ଟ ବ୍ୟବହାର ପୂର୍ବକ ସରକାର ଜାରି କରିଥିବ ନିୟମ ପାଳନ କରିବାକୁ ଅନୁରୋଧ କରିଥିଲେ ।ସ୍ଥାନୀୟ ପେଟ୍ରୋଲ ପମ୍ପ ଠାରେ ଅଧ୍ୟକ୍ଷା ଶ୍ରୀମତୀ ପ୍ରଧାନ ଉପସ୍ଥିତ ସ୍ୱେଚ୍ଛାସେବୀ,ସାଧାରଣ ଲୋକଙ୍କୁ ଦୁର୍ଘଟଣାରୁ ବର୍ତିବା ପାଇଁ ନିଜ ଜୀବନ ରକ୍ଷା ସକାଶେ ରାସ୍ତାରେ ଯିବା ଆସିବା ବେଳେ ସମ୍ପୂର୍ଣ୍ଣ ଭାବେ ସଚେତନତା ଅବଲମ୍ବନ କରିବାକୁ ଆହ୍ବାନ ଦେଇଥିଲେ ।ଅନୁଷ୍ଟିତ ଏହି ସଚେତନତା ଶୋଭାଯାତ୍ରାରେ ସଚେତନ ନାଗରିକ ମନୋରଞ୍ଜନ ମିଶ୍ର, ଜୟାନନ୍ଦ ପାଣିଗ୍ରାହୀ,ଆଦିକନ୍ଦ ପୂଜାରୀ,ଅଧ୍ୟାପକ ନୀଳମାଧବ ଛତ୍ର,ଝଲକ ମିଶ୍ର,ମନିସ ଆଚାର୍ଯ୍ୟ,ଆଶୀର୍ବାଦ ପ୍ରଧାନ,ମନୋଜ ମେହେର,ଯତୀନ୍ଦ୍ର ଦଣ୍ଡସନା,ପ୍ରଦୀପ ନାୟକ,ଆଲୋକ ସେଠୀ,ଆକାଶ ପ୍ରଧାନି,ସୁବଳ ପ୍ରଧାନ,ଦେବେଶ ଗଡ଼ନାୟକ,ବିଶ୍ୱମୟ ଗୁରୁ,ଅଧ୍ୟାପିକା ତୁଳସୀ ରାୟ, ଗ୍ରନ୍ଥାଗରିକ ଗରିବ ସାଳମା ପ୍ରମୁଖଙ୍କ ସହ ବିଦ୍ୟାଳୟ ଷ୍ଟାଫ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like