-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   (02-May-2026)       ||      ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||     

HOME   ଜିଲ୍ଲା

ମାହେଶ୍ୱରୀ ଜି. ଏନ. ଏମ ନର୍ସିଂ କଲେଜ ପକ୍ଷରୁ ସୁସ୍ଥ ନାରୀ ଓ ସଶକ୍ତ ପରିବାର ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ 

28-Sep-2025



ଟିଟିଲାଗଡ଼(ପ୍ରେରଣା ଖବର):  ଟିଟିଲାଗଡ଼ ସ୍ଥିତ ମାହେଶ୍ୱରୀ ଯି.ଏନ.ଏମ. ନର୍ସିଂ କଲେଜ ପରିସରରେ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଆୟୋଜିତ ସୁସ୍ଥ ନାରୀ ଓ ସଶକ୍ତ ପରିବାର ଏକ ସଚେତନତା କାର୍ଯ୍ୟକ୍ରମ ମାହେଶ୍ୱରୀ ଜି. ଏନ. ଏମ କଲେଜର ନିର୍ଦ୍ଦେଶକ ଇ. ପ୍ରଦୀପ୍ତ କୁମାର ମିଶ୍ର ଙ୍କ ନେତୃତ୍ରେ ଅନୁଷ୍ଠିତ ହୋଇଥିଲା l ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଟିଟିଲାଗଡ଼ ନାରୀ ଶକ୍ତି ସଂଗଠନର ସଭାପତି ଅଞ୍ଜଳି ବେହେରା ଯୋଗ ଦେଇଥିବା ବେଳେ  ମୁଖ୍ୟବକ୍ତା ଭାବରେ ଅନୁଷ୍ଠାନର ଉପଦେଷ୍ଟା ଡ. ସିଦ୍ଧେଶ୍ବର

ମିଶ୍ର ସମ୍ମାନୀତ ଅତିଥି ଭାବରେ ଗୀତାଞ୍ଜଳି ଦାସ ଓ ଜିଲ୍ଲା ସାମ୍ବାଦିକ ସଂଘର ସଭାପତି ଶିବ ପ୍ରସାଦ ପରିଡା ଯୋଗଦେଇ ଥିଲେ l ଏହି କାର୍ଯ୍ୟକ୍ରମରେ ଅତିଥି ମାନେ ଆଜିର ସମାଜରେ ନାରୀ କିଭଳି ଭାବରେ ସଶକ୍ତ ହେଲେ ନିଜର ପରିବାର ଆଗକୁ ଯାଇ ପାରିବ ତାରି ଉପରେ ଆଲୋଚନା ହୋଇଥିଲା l କାର୍ଯ୍ୟକ୍ରମକୁ ଅନୁଷ୍ଠାନର ଅଧକ୍ଷ ପିଙ୍କୁ ସାହୁ ପରିଚଳନା କରିଥିବା ବେଳେ ମାହେଶ୍ୱରୀ ଆଇ. ଟି. ଆଇ. ର ଅଧକ୍ଷ ଇଂ. ଦେବବ୍ରତ ଛତ୍ତର ମଞ୍ଚାସୀନ ଥିଲେ l ସଭାରେ ଅଞ୍ଚଳର ଶତାଧିକ ମହିଳା ସମେତ ଛାତ୍ର ଛାତ୍ରୀମାନେ ଉପସ୍ଥିତ ଥିଲେ l ଆଶାଳତା ଭୋଇ, ପ୍ରୀତମ ନାଗ, ଗଜରା ରାଣୀ ସେଠ୍, ଅନୁପ ଭୋଇ, ଗୋବିନ୍ଦ ସାହୁ, ଅନିଲ ବେହେରା, ଗୋବିନ୍ଦ ଚନ୍ଦ୍ର ସାହୁ ପ୍ରମୁଖ ସହଯୋଗ କରିଥିଲେ l ସଭା ଶେଷରେ ଅନୁଷ୍ଠାନର ଅଧ୍ୟାପିକା ଗ୍ଲୋରି ଲୁହାର ଧନ୍ୟବାଦ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   02-May-2026
  ରାଜ୍ୟ  
ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   02-May-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   02-May-2026
  ରାଜ୍ୟ  
ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   02-May-2026
  ଜିଲ୍ଲା  
ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   02-May-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ   02-May-2026
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026

You Might Also Like