-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||     

HOME   ଜିଲ୍ଲା

ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ବିଜୟା ଦଶମୀ ପାଳିତ

28-Sep-2025



ବୀରମହାରାଜପୁର,‌(ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡର ଉଲୁଣ୍ଡା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ରବିବାର ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ବିଜୟା ଦଶମୀ ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ୭୦ ଜଣ ସ୍ବୟଂ ସେବକ ସରସ୍ବତୀ ଶିଶୁମନ୍ଦିର ଠାରୁ ସଞ୍ଚଳନ ଆରମ୍ଭ କରି ଉଲୁଣ୍ଡା ନଗର ଦେଇ ପୁନଶ୍ଚ ଶିଶୁମନ୍ଦିର ରେ ସମାପନ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଶିରିଶ୍ କୁମାର ଦାସ, ଜିଲ୍ଲା ସଂଘଚାଳକ ଦିଲ୍ଲୀପ କୁମାର ତ୍ରିପାଠୀ, ମୁଖ୍ୟ ବକ୍ତା ଭାବରେ ନାରାୟଣ ସାହୁ, ଉଲୁଣ୍ଡା ଖଣ୍ଡ କାର୍ଯ୍ୟବାହ ହୃଷିକେଶ ଦେହେରୀ ମଞ୍ଚାସିନ ଥିଲେ। ମୂଖ୍ୟବକ୍ତା ତାଙ୍କ ବକ୍ତବ୍ୟ ରେ ସଂଘ ପ୍ରତିଷ୍ଠାତା କେଶବ ବଳିରାମ ହେଡଗେଓ୍ବାର ଙ୍କ ଜୀବନି, ସଂଘର କଠିନ ପରିସ୍ଥିରେ ଗତି କରିଥିବା ସମୟର୍ ସ୍ଥିତି, ସଂଘର ଲକ୍ଷ୍ୟ ଭାରତକୁ ପରମ ବୈଭବଶାଳୀ ରାଷ୍ଟ୍ର ତିଆରି କରିବା ଗୌରବକୁ ଫେରାଇ ଆଣିବା, ପରିବର୍ତ୍ତିତ ଆମର ମହାନ ଶିକ୍ଷା ବ୍ୟବସ୍ଥା କୁ ଫେରାଇ ଆଣିବା, ପଞ୍ଚ ପରିବର୍ତ୍ତନ କଥା (କୁଟୁମ୍ବ, ପ୍ରବେଧନ, ପର୍ଯ୍ୟାବରଣ, ସାମାଜିକ ସମରସତା, ସ୍ବଦେଶୀ, ନାଗରିକ କର୍ତ୍ତବ୍ୟ) । ଉତ୍ତମ ନାଗରିକ ହେବା ପାଇଁ ଆଦର୍ଶ ସଂସ୍କାର କୁ ପାଳନ କରିବା, ଆମ ସଂସ୍କୃତି କୁ ସମ୍ମାନ ଦେବା ପାଇଁ ପ୍ରଚଷ୍ଟା କରିବା, ଋତୁ ଅନୁସାରେ ମିଳୁଥିବା ଖାଦ୍ୟ ଭେ।ଜନ କରିବା ତା ପରେ ହିଁ ପର୍ଯ୍ୟାବରଣ ସୁରକ୍ଷିତ ରହି ପାରିବ, ପ୍ରକୣତି ଆମର ମାଁ କିପରିସଂରକ୍ଷଣ ତାହା ବିଷୟରେ ବିଷଦ ବିନ୍ଦୁ ରଖିଥିଲେ। ବ୍ୟକ୍ତି ନିର୍ମାଣ ରେ ହିଁ ରାଷ୍ଟ୍ର ନିର୍ମାଣ କଥା ମଧ୍ୟ କହିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା କାର୍ଯ୍ୟବହ ଧର୍ମେନ୍ଦ୍ର ବଡମାଳି, ସହ ଜିଲ୍ଲା କାର୍ଯ୍ୟବାହ ହୃଷୀକେଶ ଭୋଇ, ଜିଲ୍ଲା ପ୍ରଚାର ପ୍ରମୁଖ ରଶ୍ମି ରଞ୍ଜନ ଦାସ, ଧର୍ମ ନିରଞ୍ଜନ ପଣ୍ଡା, ଯୁଧିଷ୍ଠିର ଖମାରୀ, ଚନ୍ଦନ ପ୍ରହରାଜ, ସହ ଶତାଧିକ ସ୍ଵୟଂସେବକ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026
  ଜିଲ୍ଲା  
ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି   01-May-2026
  ଜିଲ୍ଲା  
ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ   01-May-2026
  ଜିଲ୍ଲା  
ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ   01-May-2026
  ଜିଲ୍ଲା  
ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   01-May-2026

You Might Also Like