-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ନୀଳଜୀ ସରସ୍ବତୀ ଶିଶୁମନ୍ଦିର ଠାରେ ବିଜୟା ଦଶମୀ ଉତ୍ସବ ଆୟୋଜିତ

28-Sep-2025



ସିନାପାଲି ( ଚିନ୍ତାମଣି ନେତାମ )ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ନୀଳଜୀ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଠାରେ ଭାରତ ବର୍ଷର ସର୍ବପୁରାତନ ସ୍ବେଛାସେବୀ ଅନୁଷ୍ଠାନ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ଏକଶହ ବର୍ଷ ପୂର୍ତ୍ତି ଉପଲକ୍ଷେ ସିନାପାଲି ପ୍ରଖଣ୍ଡ ନୀଳଜୀ ମଣ୍ଡଳର ବିଜୟା ଦଶମୀ ଉତ୍ସବ ଯଥାରୀତି ଆୟୋଜିତ ହୋଇଯାଇଛି l ଏହି ଅବସରରେ ଅନୁଷ୍ଠିତ ସଭାକାର୍ଯ୍ୟରେ ସ୍ଥାନୀୟ ଶିଶୁମନ୍ଦିର ପରିଚାଳନା ସମିତିର ସଭାପତି ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର ସଭାପତିତ୍ୱ କରିଥିବାବେଳେ ମୁଖ୍ୟ ଅତିଥିଭାବରେ ସମାଜ ସେବୀ   ଶ୍ରୀଯୁକ୍ତ ଦେବ ଦେବ ସିଂ ଦେଓ, ବିଶିଷ୍ଟ ଅତିଥିଭାବରେ ସମାଜସେବୀ ଶ୍ରୀଯୁକ୍ତ ଲମ୍ବୋଦର ନିଆଲ ଓ ସିନାପାଲି ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀ  ଶ୍ରୀମତୀ କାର୍ମି ଓରାମ, ମୁଖ୍ୟ ବକ୍ତା ଭାବରେ ବିଶ୍ୱହିନ୍ଦୁ ପରିଷଦ ଓଡିଶା ପଶ୍ଚିମପ୍ରାନ୍ତ ସହସମ୍ପାଦକ  ଶ୍ରୀଯୁକ୍ତ ମୋହନ ଚରଣ ଦାସ, ସମ୍ମାନିତ ଅତିଥିଭାବରେ ପୃଥ୍ୱୀରାଜ ମହାନ୍ତି,ଫରସ ରାମ ସା,ଦେବେନ୍ଦ୍ର କୁମାର ଖମାରୀ ଓ ଖଡ଼ିଆଳ ସାଂସଦ ପ୍ରତିନିଧି ଜ୍ଞାନ ରଞ୍ଜନ ମେଘ ତଥା ସମ୍ପାଦକ ଲକ୍ଷ୍ମଣ ପ୍ରଧାନ  ମଞ୍ଚାସିନ ଥିଲେ l ପ୍ରଧାନ ଆଚାର୍ଯ୍ୟ ତଥା ସ୍ୱୟଂ ସେବକ ପ୍ରଶାନନ୍ଦ କୁମ୍ଭାର ଅତିଥିଗଣଙ୍କ ପରିଚୟ ପ୍ରଦାନ କରିବା ପୂର୍ବକ ମଞ୍ଚକୁ ସ୍ୱାଗତ କରିଥିଲେ l ଅତିଥିଗଣଙ୍କୁ ଫୁଲ, ଚନ୍ଦନ ଓ ଉପଢୌକନ ଦେଇ ସମ୍ମର୍ଦ୍ଧିତ କରାଯାଇଥିଲା  l ମୁଖ୍ୟ ବକ୍ତା, ସଭାପତି ଓ ଅତିଥିଗଣ ସ୍ୱୟଂ ସେବକ ସଂଘ ଗଠନର ମହାନ ଲକ୍ଷ ଓ ଉଦେଶ୍ୟ ବିଷୟରେ ଉଦବୋଧନ ଦେଇଥିଲେ l ଭାରତ ବର୍ଷରେ ହିନ୍ଦୁମାନଙ୍କ ମଧ୍ୟରେ ଏକତା ଓ ସଂହତି ରକ୍ଷା, ସାମାଜିକ ସମରସତା, ନିଶାମୁକ୍ତ ଅଭିଯାନ ପର୍ଯ୍ୟା ବରଣ ସୁରକ୍ଷା, କୁସଂସ୍କାର ଦୂରୀକରଣ, ନାରିଜାଗରଣ,ଆତ୍ମ ନିଯୁକ୍ତି,ପ୍ରାକୃତିକ ବିପର୍ଯୟ ଓ ଆବଶ୍ୟକ ସ୍ଥଳରେ ସେବାକାର୍ଯ୍ୟ, ସଂସ୍କାର ଧର୍ମୀ ଶିକ୍ଷାର ପ୍ରସାର, ସ୍ଵଦେଶୀ ଦ୍ରବ୍ୟ ବ୍ୟବହାର ତଥା ପ୍ରାଚୀନ ସଂସ୍କୃତି ଓ ପରମ୍ପରାର ସୁରକ୍ଷା ଦିଗରେ ସଂଘ ଉତ୍ସର୍ଗୀ କୃତ ଭାବରେ କାର୍ଯ୍ୟ ଅନବରତ କରିଆସୁଛି ବୋଲି ମତ ବ୍ୟକ୍ତ କରିଥିଲେ l ସଭା ଶେଷରେ ସ୍ୱୟଂ ସେବକ ଧୀରେନ୍ଦ୍ର କୁମାର ସା ଅତିଥିଗଣଙ୍କୁ ଧନ୍ୟବାଦ ଦେଇଥିଲେ l  ଧ୍ୱଜ ପ୍ରାର୍ଥନା ଓ ପ୍ରଣାମ ପରେ  ସଭା ସାଙ୍ଗ ହୋଇଥିଲା  l ସଭାରେ ପୂର୍ବତନ ଓ ବର୍ତମାନର ପରିଚାଳନା ସମିତିର ସଭ୍ୟ/ ସଭ୍ୟା  ସଂସ୍କୃତି ପ୍ରେମୀ,ସୀତାରାମ ସା,ଖେଜା ସା,ସ୍ୱୟଂ ସେବକ ଦୀପକ ସା, ଅରବିନ୍ଦ ହୋତା,ତ୍ରିନାଥ ନାଗ,ଗଜମନ ନିଆଲ,ତାରାଚନ୍ଦ୍ର ପ୍ରଧାନ ଓ ସମସ୍ତ ଆଚାର୍ଯ୍ୟ / ଆଚାର୍ଯ୍ୟା ଉପସ୍ଥିତ ଥିଲେ l ଦ୍ଵିତୀୟ ପର୍ଯ୍ୟାୟର "ମାଆ ପାଇଁ ଗଛଟିଏ "କାର୍ଯ୍ୟକ୍ରମରେ ଅତିଥିଗଣ ଶିଶୁମନ୍ଦିର ପରିସରରେ ବୃକ୍ଷ ରୋପଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like