-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ପୁଇଁନ୍ତଲା ବ୍ଲକ ଯାଦବ ମହାସଭାର ନୂଆଁଖାଇ ଜୁହାର ଭେଟ

29-Sep-2025



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲାର ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ସିଲେଟପଡା ଠାରେ ଆଟଗାଁ ଗ୍ରାମ ପଞ୍ଚାୟତ ଯାଦବ ମହାସଭାର ଆୟୋଜନର କ୍ରମେ ପୁଇଁନ୍ତଲା ବ୍ଲକ ଯାଦବ ମହାସଭାର ନୂଆଁଖାଇ ଜୁହାର ଭେଟ କାର୍ଯ୍ୟକ୍ରମ ମହା ସମାରୋହ ଅନୁଷ୍ଠିତ ହୋଇଯାଇଛି ! ପ୍ରଥମେ ସମାଜର ଗଉଡବାଡି ଓ ମାଁ ଚଣ୍ଡୀ ସମଲେଇଙ୍କ ରଥକୁ ଗ୍ରାମ ପରିକ୍ରମା କରଯାଇଥିଲା l ସମାଜର ପତାକାକୁ ସମାଜର କର୍ମକର୍ତ୍ତା ମାନେ ଉତ୍ତୋଳନ କରିଥିଲେ ! ବ୍ଲକ ସଭାପତି ଅନିରୁଦ୍ଧ ବଗର୍ତ୍ତୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ନୂଆଖାଇ ଜୁହାର ଭେଟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯାଦବ ସମାଜ ଜିଲ୍ଲା ସଭାପତି ତଥା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଯୋଗଦେଇ ଶ୍ରୀକୃଷ୍ଣ ମହାପ୍ରଭୁ ଏବଂ ମାଁ ଚଣ୍ଡୀ ସମଲେଇଙ୍କ ଠାରେ ଦୀପ ପ୍ରଜ୍ୱଳ ଓ ପୁଷ୍ପ ମାଲ୍ୟ ଅର୍ପଣ କରିଵା ସହ ଯାଦବ ସମାଜକୁ 
ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ଯୁବ ଯାଦବ ମାନେ ଆଗେଇ ଆସିବାକୁ ଆହ୍ୱାନ ଦେଇଥିଲେ ! ସମାଜରେ ନାରୀ ଶିକ୍ଷାର ଉନ୍ନତି, ସ୍ୱାସ୍ଥ୍ୟ ସେବା ଓ ଅର୍ଥନୈତିକ ଅଭିବୃଦ୍ଧି ଉପରେ ସମସ୍ତେ ଗୁରୁତ୍ୱ ଦେବା ସମୟ ଆସିଛି ବୋଲି କହିଥିଲେ ! ସମାଜର ସାଙ୍ଗଠନିକ ଉନ୍ନତି ପାଇଁ ମୁଁ ସବୁ ବେଳେ ପ୍ରସ୍ତୁତ ଅଛି ବୋଲି ପ୍ରକାଶ କରିଥିଲେ ! ଏହି ନୂଆଁଖାଇ ଜୁହାର ଭେଟ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଉପ ସଭାପତି ପ୍ରଦୀପ କୁମାର ସେଲମା, ବ୍ଲକ କୋଷାଧ୍ୟକ୍ଷ ମହାଦେବ ବାଙ୍କ, ଜିଲ୍ଲା ଯୁବ ଯାଦବ ସଭାପତି ସୁବ୍ରତ ନାଗ, ଜିଲ୍ଲା ସଂପାଦକ ଖୁସିରାମ ଦୀପ, ବ୍ଲକ ଉପ ସଭାପତି ଚନ୍ଦ୍ରବଦନ ବଗର୍ତ୍ତୀ, ବ୍ଲକ ସହ ସଂପାଦକ ଜଗନ୍ନାଥ ଚନ୍ଦନ, ପୌରାଞ୍ଚଳ ସଭାପତି ସନ୍ଦୀପ ବାଗ, ଲୋଇସିଂହା ବ୍ଲକ ସଭାପତି ଉତ୍ତମ ହେର୍ଣ୍ଣା, ସଭା ନେତ୍ରୀ ମୃମୟୀ ଭୋଇ ପ୍ରମୁଖ ମଞ୍ଚାସୀନ ଥିଲେ ! ଆୟୋଜନ କମିଟିର ସଭାପତି ମନୋଜ ମାହାର ଓ ସଂପାଦକ ଭୋଜରାଜ କାଲସାଏ ଅତିଥି ମାନଙ୍କୁ ଉପଢୌକନ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ । ଶେଷରେ ଜିଲ୍ଲା ସହ ସଂପାଦକ ଦେବେନ୍ଦ୍ର ହାତୀ ଧନ୍ୟବାଦ ଅର୍ପଣ କରିଥିଲେ !  ସଭାକାର୍ଯ୍ୟ ପରେ ସମାଜର ଛାତ୍ରଛାତ୍ରୀ ମାନେ ବିଭିନ୍ନ ପ୍ରତିଯୋଗିତା ମୂଳକ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ  !


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like