-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

କୋଶଲି ବାଲ୍ମିକୀ ଇନ୍ଦ୍ରମଣି ସାହୁଙ୍କୁ ମରଣୋତ୍ତର ପଦ୍ମଶ୍ରୀ ପାଇଁ ଉଠିଲା ଦାବି

29-Sep-2025



ବଲାଙ୍ଗିର(ପ୍ରେରଣା ଖବର): ସ୍ଥାନୀୟ ଯାଦବ ଭବନ ଠାରେ  ତହଁକ୍ କୁଟୁମ୍ ପକ୍ଷରୁ କୋସଲୀ ବାଲ୍ମିକୀ ଇନ୍ଦ୍ରମଣି ସାହୁଙ୍କ ଜୟନ୍ତି ପାଳନ ହୋଇଯାଇଛି । ଲେଖକ ପରିଷଦର ସମ୍ପାଦକ କପିଳେଶ୍ବର ଖମାରୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ଯଅତିଥି ଭାବେ କବି ଆନନ୍ଦଚନ୍ଦ୍ର ସାହୁ ଯୋଗଦେଇ କୋସଲି ବାଲ୍ମୀକି ଇନ୍ଦ୍ରମଣି ସାହୁଙ୍କ ଜୀବନି ଓ ତାଙ୍କର ଲେଖା ଗୁଡିକ କେମିତି ଅନ୍ୟ ଭାସାରେ ଅନୁବାଦ ହୋଇ ପାରିବ ସେଥିପ୍ରତି ଆମ ସମସ୍ତଙ୍କୁ ଧ୍ୟାନ ଦେଇ ଏ ଦିଗରେ କାମ କରିବା କୁ ପଡିବ ବୋଲି ମତ ପ୍ରକାଶ କରିଥିଲେ  । ଭାରତ ସରକାରଙ୍କ ନୂତନ ଶିକ୍ଷାନୀତି ଅନୁସାରେ କୋସଲି ଭାସାରେ ଆମ ଅଂଚଳର ଶିକ୍ଷାଦାନ କରାଗଲେ କୋସଲି ବାଲ୍ମିକୀକୁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହୋଇପାରିବ ବୋଳି ମୂଖ୍ଯ ବକ୍ତା

କବି ସୁଶାନ୍ତ ବାଗ ମତ ରଖିଥିଲେ । କବି ଗୋପାଳ ମେହେର, ଦିଲ୍ଲିପ ପୁରୋହିତ,  ଗୀତିକାର ବ୍ରହ୍ମାନନ୍ଦ ବନଛୋର, କୋସଲି ସଂଗଠନ ମଧୁସୁଦନ ଦାସ ସମ୍ମାନିତ ଅତିଥି ଭାବେ ଯୋଗଦେଇ କୋସଲି ଭାସାକୁ ଓଡିଶାର ଦୃତିୟ ସରକାରୀ ଭାସାର ମାନ୍ୟତା ଦେବାକୁ ଦାବି ରଖିଥିଲେ । ତହଁକ ସଂପାଦକ ରାଜେଶ ଦଣ୍ଡସେନା କବିଙ୍କୁ ମରଣୋତ୍ତର ପଦ୍ମଶ୍ରୀ ପ୍ରଦାନ ପାଇଁ ସରକାରଙ୍କୁ ଅନୁରୋଧ କରାଯିବା ପାଇଁ ପ୍ରସ୍ତାବ ରଖିଥିଲେ ଏହାକୁ ସମସ୍ତେ ସମର୍ଥନ କରିଥିଲେ । କବି ଅର୍ଜୁନ କୁମାର ସାହୁ ସଭା ସଂଯୋଜନା କରିଥିବା ବେଳେ କବି ମିଲନ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ । ଭରତ ମେହେର,  ତପସ୍ବିନୀ ପଶାୟତ,  ନିର୍ମାଲ୍ଯ ସ୍ଵାଇଁ, ନନ୍ଦିନୀ ସାହୁ, ଅଭିଜିତ ଫରିକାର ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like