-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||     

HOME   ଜିଲ୍ଲା

ମହାଗୌରୀ ବେଶରେ ଦର୍ଶନ ଦେଲେ ମାଁ ଦୂର୍ଗା

29-Sep-2025



ବିନିକା(ହିମାଂଶୁ ଶେଖର ପୁଟେଲ) ଯା ଦେବୀ ସର୍ବ ଭୂତେଶୁ,ମା ମହାଗୌରୀ ରୁପେଣ ସଂସ୍ଥିତା, ନମସ୍ତେସ୍ୟ ନମସ୍ତେସ୍ୟ ନମସ୍ତେସ୍ୟ ନମସ୍ତେସ୍ୟ ନମୋ ନମଃହ ଧ୍ବନିରେ ମନ୍ଦିର ପରିସର ପ୍ରକମ୍ବିତ ହୋଇ ଉଠୁଛି।ଧରାପୃଷ୍ଠରେ ଭକ୍ତଙ୍କୁ ଦର୍ଶନ ଦେବା ପାଇଁ ଅବତରଣ କରିଥିବା  ଜଗତଜନନୀ ମାଁ ଦୂର୍ଗାଙ୍କ ନବରାତ୍ର ପୂଜା ଅବସରରେ ମାଁ ଦେବୀ ଦୁର୍ଗା ଅଷ୍ଟମୀ ତିଥିରେ ମହାଗୌରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ବିନିକା ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଭବ୍ୟ ଦୁର୍ଗା ମନ୍ଦିରରେ ଚାଲିଥିବା ନବରାତ୍ର ପୂଜାର ଆଜି ସୋମବାର ଅଷ୍ଟମୀ ତିଥିରେ ମାଁ ଙ୍କ ପୂଜାରେ ମୁଖ୍ୟ କର୍ତ୍ତା ଭାବେ ସୁନିଲ ପାତ୍ର ଓ ତାଙ୍କ ଧର୍ମପତ୍ନୀ ସୁକନ୍ୟା ପାତ୍ର ଦାୟିତ୍ଵ ନିର୍ବାହ କରିଥିବା ବେଳେ ସହଯୋଗୀ କର୍ତ୍ତା ଭାବେ ଚନ୍ଦ୍ରଶେଖର ପାଣ୍ଡେ ଓ ତାଙ୍କ ଧର୍ମପତ୍ନୀ ଦୁହିତା ପାଣ୍ଡେ,କ୍ଷୀରୋଦ ଚନ୍ଦ୍ର ସାମନ୍ତରାୟ ଓ ତାଙ୍କ ଧର୍ମପତ୍ନୀ ମୌସୁମୀ ରାଣୀ ମିଶ୍ର ଉପସ୍ଥିତ ରହି ରୀତିନୀତି ଅନୁଯାୟୀ ପୂଜା କାର୍ଯ୍ୟ ତୁଲାଇଥିଲେ।ପୌରାଣିକ ତଥ୍ୟ ଅନୁସାରେ ରକ୍ତବିଜକୁ ବଧ କରିବା ପରେ ମାଁ ଦୂର୍ଗାଙ୍କ ଶରୀର କାଲା ହୋଇଯାଇଥିଲା ମାଁ ଦୁର୍ଗା ନିଜର ସୋନ୍ଦର୍ଯ୍ୟତା କୁ ଫେରାଇ ଆଣିବାକୁ ଯାଇ ମାନ ସରୋବରରେ ସ୍ନାନ କରିବା ପରେ  କୌସିକି ସ୍ତ୍ରୀ ନାମରେ ପରିବର୍ତନ ହୋଇ ଶୁମ୍ଭ ଓ ନିଶୁମ୍ଭ ରାକ୍ଷାସକୁ ବଧ କରିଥିଲେ ।ମହାଗୋରୀଙ୍କ ବର୍ଣ୍ଣ ଚନ୍ଦ୍ରମା ପରି ଉଜ୍ଜଳ ରହିବାରୁ ମାଁ ଆଜି ମହାଗୌରୀ ବେଶରେ ପୂଜା ପାଉଛନ୍ତି । ଅନ୍ୟ ପକ୍ଷରେ ଭାଇର ଶୁଭ ମନାସି ପାଇଁ ଭଉଣୀ ମାନେ ଉପବାସ କରି ମାଁ ଙ୍କ ଠାରେ ରୀତି ନୀତି ଅନୁଯାଇ ପୂଜା କରୁଥିବା ଦେଖିବାକୁ ମିଳିଥିଲା  l ପୂଜାରେ ମୁଖ୍ୟ ପୂଜକ ଭାବେ ସୁବାସ ଚନ୍ଦ୍ର ବଡ଼ପଣ୍ଡା,ମନ୍ଦିର ପୂଜକ ଜନାର୍ଦ୍ଦନ ଆଚାର୍ଯ୍ୟ ପୂଜା କାର୍ଯ୍ୟ ତୁଲାଇଥିବା ବେଳେ ସହଯୋଗୀ ପୂଜକ ଭାବେ କିଶୋର ଚନ୍ଦ୍ର ନାୟକ,ସଞ୍ଜୀବ ପାଢ଼ୀ,ଦେବାଶିଷ ପୁରୋହିତ,ଶ୍ରୀନାଥ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026

You Might Also Like