-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ଦେଶ ବିଦେଶ

ଫେସ୍‌ବୁକ ପୋଷ୍ଟରେ ପ୍ରଧାନମନ୍ତ୍ରୀଙ୍କ ପ୍ରତି ଆପତ୍ତିଜନକ ଟିପ୍ପଣୀ କରିଥିବା ଯୁବକ ଗିରଫ

28-Jan-2021



ନୋଏଡା(ପ୍ରେରଣା ଖବର) : ସୋସିଆଲ ମିଡିଆରେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପରେ ଆପତ୍ତିଜନକ ଟିପ୍ପଣୀ କରିବା ଯୁବକଙ୍କୁ ମହଙ୍ଗା ପଡ଼ିଲା। ଉତ୍ତରପ୍ରଦେଶର ନୋଏଡା ସ୍ଥିତି ଜେବର ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରଧାନମନ୍ତ୍ରୀଙ୍କ ଉପରେ ଅଶୋଭନୀୟ ଏବଂ ଆପତ୍ତିଜନକ ଟିପ୍ପଣୀ ଦେଇଥିବା ଯୁବକକୁ ଗିରଫ କରିଛି ପୋଲିସ। ପୋଲିସ ଅଭିଯୁକ୍ତର ମୋବାଇଲ ମଧ୍ୟ ଜବତ କରିଛି।

ଫେସବୁକ ପୋଷ୍ଟ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ନେଇ ଅଶାଳୀନ ମନ୍ତବ୍ୟ ଦେଇଥିବା ଅଭିଯୁକ୍ତ ସୁନୁ କୁମାର ବୋଲି ଜଣାପଡ଼ିଛି। ୨୫ ବର୍ଷୀୟ ଯୁବକର ଘର ଜେବରର ଦସ୍ତମପୁର।ଜେବର ଥାନାର ଏସଏଚଓ ଉମେଶ ବାହାଦୁର କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଉପରେ କୁମାର ଫେସବୁକ୍‌ ପୋଷ୍ଟରେ ଆପତ୍ତିଜନକ ଟିପ୍ପଣୀ କରିଥିବା ନେଇ ବିଜପେି ଯୁବ ମୋର୍ଚ୍ଚା ନେତା ମୋନୁ ଗର୍ଗ ଥାନାରେ ଅଭିଯୋଗ କରିଥିଲେ। ସୋମାବର ଦିନ ଏହି ପୋଷ୍ଟ କରାଯାଇଥିଲା। ପରେ ସ୍ଥାନୀୟ ଲୋକେ ମଧ୍ୟ ଥାନାରେ ଅଭିଯୋଗ କରିଥିଲେ।
ଅଭିଯୁକ୍ତ ଯୁବକ ବିରୋଧରେ ଆଇପିସି ୧୫୩-ଏ ଅନୁସାରେ ଦଫା ଲାଗିଥିବା ପୋଲିସ କହିଛି। ଅଭିଯୁକ୍ତର ଆଇପି ଆଡ୍ରେସ୍‌ ଟ୍ରାକ୍‌ କରି ପୋଲିସ ଧରିଥିବା ଉମେଶ କହିଛନ୍ତି। ବୁଧବାର ଅଭିଯୁକ୍ତକୁ ଗିରଫ କରିଥିବା ବେଳେ କୋର୍ଟ ଚାଲାଣ କରାଯାଇଥିଲା। ଏବେ ବିଚାର ବିଭାଗୀୟ ହାଜତରେ ଅଭିଯୁକ୍ତ ରହିଛି ବୋଲି ସେ କହିଛନ୍ତି।
ଏହା ପୂର୍ବରୁ ଜଣେ ମଧ୍ୟ ବୟସ୍କ ବ୍ୟକ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଉପରେ ଆପତ୍ତିଜନକ ଟିପ୍ପଣୀ କରିଥିଲା। ଫେସବୁକ୍‌ ମାଧ୍ୟମରେ ଏହି ପୋଷ୍ଟ କରାଯାଇଥିବା ବେଳେ ଏହାକୁ ନେଇ ଥାନାରେ ପହଞ୍ଚିଥିଲେ ବିଜେପି ନେତା। ମାମଲା ରୁଜୁ କରି ଅଭିଯୁକ୍ତ ୫୦ ବର୍ଷୀୟ ୟୋଗେଶ ଚୌଧୁରୀକୁ ଗିରଫ କରିଛି ପୋଲିସ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like