-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||     

HOME   ଜିଲ୍ଲା

ମହାଗୌରୀ ବେଶରେ ଦର୍ଶନ ଦେଉଛନ୍ତି ମା ସୁରେଶ୍ଵରୀ ଓ ଭଗବତୀ*

29-Sep-2025



ସୁବର୍ଣ୍ଣପୁର,( ମନୋରଞ୍ଜନ ତ୍ରିପାଠୀ)
 ନବରାତ୍ରର ଅଷ୍ଟମ ଦିନରେ ସୋନପୁରର ଇଷ୍ଟଦେବୀ ମା ସୁରେଶ୍ଵରୀଙ୍କ ପୀଠରେ ଭୋର ସମୟରୁ ମନ୍ଦିର ଖୋଲା ଯାଇ ଯଥା ବିଧି ପୂଜାର୍ଚ୍ଚନା ଶେଷ ହୋଇଥିବା ବେଳେ ଆଜି ମହଗୌରୀ ବେଶରେ ମା ଉଭା ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି l ମନ୍ଦିରରେ ନବଦିନାତ୍ମକ ଚଣ୍ଡୀ ମହାଯଜ୍ଞର ଅଷ୍ଟମ ଦିବସରେ ସୂର୍ଯ୍ୟ ପୂଜା, ଗୋ ପୂଜା, ଗୁରୁ, ବ୍ରାହ୍ମଣ ପୁଜନମ ବିଭିନ୍ନ ଦେବା ଦେବୀଙ୍କ ପୂଜାପାଠ ସୁରେଶ୍ଵରୀଙ୍କ ଷୋଡଶ ଉପଚାର ପୂଜା ଆରତୀ ପୁଷ୍ପାଞ୍ଜଳି ସହ ଚଣ୍ଡୀଯଜ୍ଞ, ହବନ, ଆରତୀ, ପୁଷ୍ପାଞ୍ଜଳି ଓ ପ୍ରସାଦ ବଣ୍ଟନ ହେବା ନେଇ କମିଟି ପକ୍ଷରୁ ସୂଚନା ମିଳିଛି l ସେହିପରି ସହର ର ସର୍ବ ପୁରାତନ ମା ଭଗବତୀ ଙ୍କ ପୀଠରେ ମଧ୍ଯ ମହଗୌରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା ଭଗବତୀ l ସହରର ଗଡ଼ଭିତର ସ୍ଥିତ ଦୁର୍ଗା ମନ୍ଦିରରେ ମଧ୍ୟ ମହଗୌରୀ ବେଶ ରେ ଦର୍ଶନ ଦେଉଛନ୍ତି ମା ଦୁର୍ଗା l ଆଜି ମା’ଙ୍କ ମହଗୌରୀ ବେଶ ତେବେ ଆସନ୍ତୁ ଜାଣିବା ମା’ଙ୍କର ଏହି ବେଶ ମହାତ୍ମ୍ୟ ବିଷୟରେ l
ମହାଗୌରୀ: ‘ମହାଗୌରୀ' ମା' ଦୁର୍ଗାଙ୍କର ଅଷ୍ଟମ ଶକ୍ତି l ଶରୀରର ବର୍ଣ୍ଣ ଗୌର ହେତୁ ତାଙ୍କର ନାମ 'ମହାଗୌରୀ’ l ଶଙ୍ଖ, ଚନ୍ଦ୍ର ଓ କୁନ୍ଦପୁଷ୍ପ ସହିତ ତାଙ୍କର ଶରୀରର ବର୍ଣ୍ଣ ର ତୁଳନା କରାଯାଏ l ଶାସ୍ତ୍ରୋକ୍ତି ଅଛି "ଅଷ୍ଟବର୍ଷା ଭବେଦ୍ ଗୌରୀ” ଅର୍ଥାତ୍-ତାଙ୍କୁ ଆଠବର୍ଷ ବୟସ ବୋଲି ମନେକରାଯାଏ l ଦେବୀ ଶ୍ଵେତବସନା ଏବଂ ଶ୍ବେତବୃଷଭ ବାହନା l ଚତୁର୍ଭୁଜା ଏହି ଦେବୀଙ୍କର ଦକ୍ଷିଣ ଦୁଇ ଭୁଜରେ ଅଭୟ ମୁଦ୍ରା ଓ ତ୍ରିଶୂଳ ଏବଂ ବାମ ଦୁଇ ଭୁଜରେ ବରଦ ମୁଦ୍ରା ଓ ଡମ୍ବରୁ ଶୋଭାପାଏ l ଭାବଭଙ୍ଗୀରେ ଏହି ଦେବୀ ଶାନ୍ତ l 'ମହାଗୌରୀ' ନବରାତ୍ରିର ଅଷ୍ଟମ ଦିନର ଉପାସ୍ୟା ତାଙ୍କର ଶକ୍ତି ଅମୋଘ ଓ ଫଳପ୍ରଦ ତାଙ୍କର ଉପାସନା ଭକ୍ତ ଓ ସାଧକଙ୍କର ସକଳ କଳୁଷ ନାଶ କରେ l ଭବିଷ୍ୟତରେ ମଧ୍ୟ ଭକ୍ତ ଓ ସାଧକଙ୍କର କୌଣସି ପାପ, ସନ୍ତାପ, ଦୁଃଖେ, ଦୈନ୍ୟ ରହେ ନାହିଁ ସେ ପର୍ବତୋଭାବେ ପବିତ୍ର ଓ ଅକ୍ଷୟ ପୁଣ୍ୟର ଅଧିକାରୀ ହୁଅନ୍ତି l ଦେବୀଙ୍କର କୃପା ଫଳରେ ଅଲୌକିକ ସିଦ୍ଧି ଲାଭ ହୁଏ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026

You Might Also Like