-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା ମହାସମାରୋହରେ ପାଳିତ

29-Sep-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ଥିବା ମାହେଶ୍ୱରୀ ପୀଠରେ ଦେବୀଙ୍କ ସ୍ନାନ ଯାତ୍ରା ଓ ମହାଷ୍ଟମୀ ପୂଜା ଧୂମଧାମରେ ପାଳିତ ହୋଇଯାଇଛି।ପ୍ରକାଶ ଥାଉ କି ଯେ ଦେବୀଙ୍କ ପୀଠରେ ଚଳିତ ପୁଅ ଜୁନ୍ତିଆ ଠାରୁ ଆରମ୍ଭ ହୋଇଥିବା ଷୋହଳ ପୂଜା ଆଜି ଅନ୍ତିମ ଦିନରେ ପହଞ୍ଚିଥିଲା ।ଏହି ପରିପ୍ରେକ୍ଷୀରେ ଫୁଲମୁଠି ଠାରେ ଅନୁଷ୍ଠିତ ମାହେଶ୍ୱରୀଙ୍କ ପୂଜା ଅନ୍ୟତମ ।ଆଜି ଅପରାହ୍ନରେ ଦେବୀ ମାହେଶ୍ୱରୀ ଓ ବାଡ଼ି ଦେବତାଙ୍କୁ ମନ୍ଦିର ଦେହେରୀ ଯଥାରିତ ପୂଜାର୍ଚ୍ଚନା କରିବା ପରେ ଜୟ ଜୟ ଧ୍ବନିରେ ମନ୍ଦିରରୁ ବାଡ଼ି ଦେବତା,ଛତର କୁ ବାହାର କରିଥିଲେ। ଏହି ଅବସରରେ ମନ୍ଦିର ସମ୍ଭୂଖ ପରିସରରେ ଥିବା ହଜାର ହଜାର ଶ୍ରଦ୍ଧାଳୁ ଦେବୀଙ୍କ ଦର୍ଶନ କରିବାର ସୁଯୋଗ ପାଇଥିଲେ।ହୁଳହୁଳି ସହ ଘଣ୍ଟବାଦ୍ୟର ତାଳେ ତାଳେ ବାଡ଼ି ଦେବତା,ଛତର କୁ ଏକ ଶୋଭାଯାତ୍ରାରେ ମନ୍ଦିର ସେବାୟତ ମାନେ ସ୍ନାନ ପାଇଁ ପୁଣ୍ୟତୋୟା ପାପକ୍ଷୟ ଅଭିମୁଖେ ଯାଇଥିଲେ । କଳାହାଣ୍ଡି ର ଘୁମୁରା ବାଦ୍ୟ ଭକ୍ତଙ୍କୁ ବାନ୍ଧି ରଖିଥିଲା ।ବାଡ଼ି ଦେବତା ସ୍ନାନ ସାରି ଫେରିବା ବେଳେ ଉରଲେ ସ୍ଥିତ ରଘୁନାଥ ମନ୍ଦିର ପ୍ରାଙ୍ଗଣରେ ଗ୍ରାମବାସୀଙ୍କ ତରଫରୁ ବିଧି ରୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇଥିଲା ।ପରେ ବାଡ଼ି ଦେବତା ନିଜ ଗ୍ରାମ ଅଭିମୁଖେ ଫେରି ଘର ଘର ପୂଜା ପାଇଥିଲେ ।ଏହି ଅବସରରେ ଭାଇର ଶୁଭ ମଙ୍ଗଳ ପାଇଁ ଉପବାସ କରିଥିବା ଭଉଣୀ ମା ମାହେଶ୍ୱରୀ ଦେବୀଙ୍କ ଠାରେ ପୂଜାର୍ଚ୍ଚନା ପୂର୍ବକ ଭାଇ ହାତରେ ଜୁନ୍ତିଆ ବାନ୍ଧି ଥାନ୍ତି।ବ୍ଲକର ଡ଼ଭଲା, ଅରିଗାଁ,ବଲାରଙ୍ଗା,ଭଣ୍ଡାର,ଗୁଲୁଣ୍ଡା, କର୍ତଙ୍ଗ ପ୍ରଭୃତି ସ୍ଥାନରେ ମାହେଶ୍ୱରୀ ଙ୍କ ସ୍ନାନ ଯାତ୍ରା ଆନନ୍ଦ ଉଲ୍ଲାସ ମଧ୍ୟରେ ପାଳିତ ହୋଇଥିବା ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like