-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||     

HOME   ଜିଲ୍ଲା

ବଶିଷ୍ଠ ଓ ସୁଧାଂଶୁ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ,,,,, ମେଣ୍ଡିଲିପାଲି କୁ ହରାଇ ବହଳପଦର ସେମି ଫାଇନାଲ ରେ

29-Sep-2025



ବୀରମହାରାଜପୁର,(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଲୁତୁରପଙ୍କ ହାଇସ୍କୁଲ ପଡ଼ିଆରେ ହେଉଥିବା ପ୍ରଥମ ବଶିଷ୍ଠ ଓ ସୁଧାଂଶୁ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟର ସୋମବାର ମ୍ୟାଚ୍ ରେ ମେଣ୍ଡିଲିପାଲି କୁ ହରାଇ ବହଳପଦର ବିଜୟୀ ହୋଇ ସେମିଫାଇନାଲ ରେ ପ୍ରବେଶ କରିଛି। ପ୍ରଥମ ମ୍ୟାଚ ରେ ତେଲିପାଲି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୦ ଓଭର ରେ ୭ ଉଇକେଟ ହରାଇ ୯୫ ରନ କରିଥିଲା। ଜବାବରେ ବହଳପଦର ୭.୪ ଓଭର ରେ ୩ ଉଇକେଟ ହରାଇ ୯୬ ରନ କରି ବିଜୟୀ ହୋଇଥିଲା। ଦ୍ଵିତୀୟ ମ୍ୟାଚ୍ ରେ ମେଣ୍ଡିଲିପାଲି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୦ ଓଭର ରେ ୫ ଉଇକେଟ ହରାଇ ୭୯ ରନ କରିଥିବା ବେଳେ ଭଲିଆପଦର ୯.୩ ଓଭର ରେ ସମସ୍ତ ଉଇକେଟ ହରାଇ ୫୧ ରନ କରି ପରାସ୍ତ ହୋଇଥିଲା। ତୃତୀୟ ମ୍ୟାଚ୍ ରେ ମେଣ୍ଡିଲିପାଲି ପ୍ରଥମେ ବ୍ୟାଟିଂ କରି ୭.୩ ଓଭର ରେ ସମସ୍ତ ଉଇକେଟ ହରାଇ ୪୪ ରନ କରିଥିଲା। ଜବାବରେ ବହଳପଦର ଦଳ ୬.୫ ଓଭର ରେ ୪ ଉଇକେଟ ହରାଇ ୪୫ ରନ କରି ବିଜୟୀ ହୋଇ ସେମିଫାଇନାଲ ରେ ପ୍ରବେଶ କରିଛି। ମ୍ୟାଚ୍ ଗୁଡିକରେ ଟୁଟୁ ମହାକୁର ଓ ଆଶିଷ ମେହେର ଆମ୍ପାୟାର, କାହ୍ନା ପ୍ରଧାନ ସ୍କୋରିଙ୍ଗ ଏବଂ ବୁଲୁ ପାତ୍ର ଧାରାବିବରଣୀ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026

You Might Also Like