-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଶାରଦୀୟ ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର କଣ୍ଟାମାଳ, ବସଷ୍ଟାଣ୍ଡର ରାବଣଦରବାର ଓ ବ୍ଲକ ଛକର ନାମଯଜ୍ଞ ମୁଖ୍ୟଆକର୍ଷଣ

30-Sep-2025



କଣ୍ଟାମାଳ(ଜୟ କୁମାର ମହାରଣା): ଶାରଦୀୟ ଦୁର୍ଗା ପୂଜା ପାଇଁ ଚଳଚଞ୍ଚଳ ହୋଇ ଉଠିଛି ସମଗ୍ର କଣ୍ଟାମାଳ ବ୍ଲକ ଅଂଚଳ । ଆଜି ରୀତିନୀତି ସହକାରେ ମାଆ ଙ୍କ ମହାସପ୍ତମୀ ପୂଜା, ଚଣ୍ଡିପାଠ,ହୋମ ଯଜ୍ଞ ଲାଗିରହିଛି କଣ୍ଟାମାଳ ବ୍ଲକ ଛକ ଓ ବସଷ୍ଟାଣ୍ଡ ଦୂର୍ଗାପୂଜା ମଣ୍ଡପରେ । ଶଙ୍ଖ ଘଣ୍ଟ ପୁରୋହିତଙ୍କ ବେଦମନ୍ତ୍ର ପାଠ, ସୁଗନ୍ଧିତ ଧୂପ ଦୀପ ର ମହମହ ବାସ୍ନାରେ ଏକ ଅପୂର୍ବ ଭାବମୟ ପରିବେଶ ସୃଷ୍ଟି ହେଉଛି। ସଂନ୍ଧ୍ୟାରେ ଦେବୀଙ୍କ ପୀଠରେ ମହାଷ୍ଟମୀ ପୂଜା ଅବସରରେ ଭାଇ ଜିଉଁନ୍ତିଆ ବ୍ରତଧାରୀ ମହିଳାମାନଙ୍କ ସମାଗମ ହୋଇଥିଲା  l  ରବିବାର ମାଁ ଦୁର୍ଗା କାଳରାତ୍ରୀ ବେଶରେ ପୂଜା ପାଇଥିଲେ। ଚଳିତବର୍ଷ ବ୍ଲକର ବସଷ୍ଟାଣ୍ଡ ଦୁର୍ଗାପୂଜା ୫୧ବର୍ଷ ପୂର୍ତ୍ତି ପାଳନ କରୁଛି  l  ଏହି ଉପଲକ୍ଷେ ବିରାଟ ବୈଦ୍ୟୁତିକ ତୋରଣ, ସୁନ୍ଦର କାରୁକାର୍ଯ୍ୟ ମେଢ଼, ମୂର୍ତ୍ତି ସହ ମିନlବଜାର ଓ ରାବଣ ଦରବାରରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି l  ପୂଜାରେ ସାନନ୍ଦ ମହାକୁର ଓ ପତ୍ନୀ ମୀରାବାଈ ମହାକୁର କର୍ତ୍ତା ଏବଂ ସୁବାସ ରଥ ମୁଖ୍ୟ ପୂଜକ ଦାୟିତ୍ୱ ତୁଲାଇଥିବା ବେଳେ ସୋମନାଥ ଗୁରୁ ପୂଜାରେ ସହଯୋଗ କରିଥିଲେ  l  ସେହିପରି ବ୍ଲକଛକ ଦୁର୍ଗାପୂଜା ରେ ଆଚାର୍ଯ୍ୟ ବଳରାମ ଦାଶ ମୁଖ୍ୟପୂଜକ ଓ ସାନୁଜିତ ନନ୍ଦ -ବ୍ରହ୍ମା ଏବଂ ପଦ୍ମନାଭ ମିଶ୍ର ସଦସ୍ୟ ଭାବେ ପୂଜା ଦାୟିତ୍ୱ ତୁଲାଇଥିବା ବେଳେ ଭୀମସେନ ସ୍ୱାଇଁ ସସ୍ତ୍ରିକ କର୍ତ୍ତା ଦାୟିତ୍ୱ ତୁଲାଇଛନ୍ତି  l  ଚଳିତ ବର୍ଷ ବ୍ଲକଛକ ଦୁର୍ଗାପୂଜା ୩୭ବର୍ଷରେ ପଦାର୍ପଣ କରିଥିବା ବେଳେ ଅଷ୍ଟପ୍ରହରୀ ନାମଯଜ୍ଞ  ଏହାର ମୁଖ୍ୟ ଆକର୍ଷଣ ରହିଛି  l   ଏହିଅବସରରେ ରଙ୍ଗବେରଙ୍ଗ ଆଲୋକମାଳା, ସୁସଜ୍ଜିତ ତୋରଣ ସହ ଦୈନିକ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭକ୍ତ ଓ ଶ୍ରଦ୍ଧାଳୁ ଙ୍କ ସମାଗମ ଦେଖିବାକୁ ମିଳୁଛି  l  ଉଭୟ ଦୁର୍ଗାପୂଜା ପାଇଁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଗହଳିରେ ଚଳଚଞ୍ଚଳ ହୋଇଛି ସମଗ୍ର କଣ୍ଟାମାଳ ବ୍ଲକ ଅଞ୍ଚଳ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like