-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

କାଉଡୋଳା ଗ୍ରାମ ରେ ପ୍ରଥମ କରି ମା ଦୁର୍ଗା ଙ୍କ ପୂଜା ପାଇଁ କଳସ ଯାତ୍ରା ଓ ପୂଜାକାର୍ଯ୍ୟ ଅନୁଷ୍ଠିତ |

30-Sep-2025



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା କୋକସରାବ୍ଲକ କାଉଡୋଳାଗ୍ରାମ ଠାରେ ଆଜି ପ୍ରଥମ କରି ଜଗତଜନନୀ ମାଁ ଦୂର୍ଗା ଙ୍କ ପୂଜା ଅବସରରେ କଳସ ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମ  ସଂପୂର୍ଣ୍ଣ ଧାର୍ମିକ ରୀତିନୀତି ରେ ଶ୍ରୀ ଜଗନ୍ନାଥ ମନ୍ଦିର ରୁ ପବିତ୍ର କଳସ ଯାତ୍ରା ଅନୁଷ୍ଠିତ ହୋଇଥିଲା। ଦୂର୍ଗାପୂଜା କମିଟି ତରଫରୁ ଆୟୋଜିତ ଏହି କଳସ ଯାତ୍ରା ରେ କାଉଡୋଳା ଅଂଚଳର ମା ଭଉଣୀ ମାନେ ମୁଟୁରା ନଦୀ ଠାରୁ କଳସ ରେ ଜଳ ଧରି ଦୁର୍ଗା ମଣ୍ଡପ ନିକଟରେ ପହଞ୍ଚି ଥିଲେ। ସକାଳ ଏଗାର ଘଣ୍ଟା ସମୟରେ ପୂଜା କାର୍ଯ୍ୟକ୍ରମଅନୁଷ୍ଠିତ ହୋଇଥିଲା l ଏହି ଅବସରରେ ସଂପୂର୍ଣ୍ଣ ଧାର୍ମିକ ନିୟମ କୁ ଅନୁକରଣ କରା ଯାଇଛି।କଳସ ଯାତ୍ରା ପରେ ଆଜି ଠାରୁ ମା ଦୁର୍ଗାଙ୍କ ପୂଜା ସମ୍ପୂର୍ଣ୍ଣ ରୀତିନୀତିରେ ଆୟୋଜନ କରା ଯାଇଛି l

ଏଠାରେ ଯଜମାନ ଭାବରେ ଗୋବିନ୍ଦ ଚନ୍ଦ୍ର ପୁରୋହିତ ତାଙ୍କ ଧର୍ମ ପତ୍ନୀ ଗୀତାଞ୍ଜଳି ପୁରୋହିତ  ରହିଥିବା ବେଲେ ପୂଜକ ଉମାକାନ୍ତ ଦାସ ପୂଜା ଵିଧି କରିଥିବା ବେଲେ ଶ୍ରୀ ଜଗନ୍ନାଥ ମନ୍ଦିରପୂଜା କମିଟି ସଭାପତି ଶ୍ରୀଯୁକ୍ତ ବଂଶୀଧର ବେଶ୍ରା ସମ୍ପାଦକ ବିପ୍ର ନାୟକ,  କୋଷାଦକ୍ଷ ଲଷ୍ମୀ କାନ୍ତ ସରାବୁ ଓ ତାଙ୍କ ପୂଜା କମିଟି ସମସ୍ତ ବ୍ୟକ୍ତି  ମା ଦୁର୍ଗା ଙ୍କ ପୂଜା  ପରିଚାଳନା କରୁଥିବା ବେଲେ ଗ୍ରାମବାଶି ଏବଂ ପୂଜା କମିଟିର ଉଦ୍ୟମରେ ପୂଜା ଧୂମଧାମରେ ଅନୁଷ୍ଠିତ ହେଉଛି।ଏବର୍ଷର ମୁଖ୍ୟ ଆକର୍ଷଣ ହେବ କୋଟ ପାଡ଼ ସହର ରୁ ଆସିଥିବା କଳାକାର ମାନଙ୍କ ସଂକୃତିକ କାର୍ଯ୍ୟକ୍ରମ ଦର୍ଶକ ମାନଙ୍କୁ  ବେଶ ଆକର୍ଷଣ କରିଥିବା ଦେଖିବାକୁ ମିଳିଥିଲା। ଏହି କାର୍ଯ୍ୟକ୍ରମ ରେ ନାଟକ, ରେକର୍ଡ ଡ୍ୟାନ୍ସ, ଅନ୍ୟାନ୍ୟ ସଂସ୍କୃତି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ l ଏହି ଅଂଚଳ ର ସମସ୍ତ ଲୋକ ମାନଙ୍କୁ ପୂଜା କମିଟି ସଭାପତି ବଂଶୀ ଧର ବେଶ୍ରା ନିବେଦନ କରି କହିଛନ୍ତି ଯାତ୍ରା ଦେଖି ଆସିବା ପାଇଁ ଅନୁରୋଧ କରି ସ୍ୱାଗତ ଜଣାଇ ଛନ୍ତି ଓ ଆମେ ସମସ୍ତ ପୂଜା ରେ ସାମିଲ ହେବା ପାଇଁ ନିବେଦନ କରି ଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like