-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ସିଦ୍ଧିଦାତ୍ରୀ ବେଶରେ ଦର୍ଶନ ଦେଉଛନ୍ତି ମା ସୁରେଶ୍ଵରୀ ଓ ଭଗବତୀ*

30-Sep-2025



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ)
 ନବରାତ୍ରର ନବମ ଦିନରେ ସୋନପୁରର ଇଷ୍ଟଦେବୀ ମା ସୁରେଶ୍ଵରୀଙ୍କ ପୀଠରେ ଭୋର ସମୟରୁ ମନ୍ଦିର ଖୋଲା ଯାଇ ଯଥା ବିଧି ପୂଜାର୍ଚ୍ଚନା ଶେଷ ହୋଇଥିବା ବେଳେ ଆଜି ସିଦ୍ଧିଦାତ୍ରୀ ବେଶରେ ମା ଉଭା ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି l ମନ୍ଦିରରେ ନବଦିନାତ୍ମକ ଚଣ୍ଡୀ ମହାଯଜ୍ଞର ନବମ ଦିବସରେ ସୂର୍ଯ୍ୟ ପୂଜା, ଗୋ ପୂଜା, ଗୁରୁ, ବ୍ରାହ୍ମଣ ପୁଜନମ ବିଭିନ୍ନ ଦେବା ଦେବୀଙ୍କ ପୂଜାପାଠ ସୁରେଶ୍ଵରୀଙ୍କ ଷୋଡଶ ଉପଚାର ପୂଜା ଆରତୀ ପୁଷ୍ପାଞ୍ଜଳି ସହ ଚଣ୍ଡୀଯଜ୍ଞ, ହବନ, ଆରତୀ, ପୁଷ୍ପାଞ୍ଜଳି ଓ ପ୍ରସାଦ ବଣ୍ଟନ ହେବା ନେଇ କମିଟି ପକ୍ଷରୁ ସୂଚନା ମିଳିଛି l ସେହିପରି ସହର ର ସର୍ବ ପୁରାତନ ମା ଭଗବତୀ ଙ୍କ ପୀଠରେ ମଧ୍ଯ ସିଦ୍ଧିଦାତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା ଭଗବତୀ l ସହରର ଗଡ଼ଭିତର ସ୍ଥିତ ଦୁର୍ଗା ମନ୍ଦିରରେ ମଧ୍ୟ ସିଦ୍ଧିଦାତ୍ରୀ ବେଶ ରେ ଦର୍ଶନ ଦେଉଛନ୍ତି ମା ଦୁର୍ଗା l ଆଜି ମା’ଙ୍କ ସିଦ୍ଧିଦାତ୍ରୀ ବେଶ ତେବେ ଆସନ୍ତୁ ଜାଣିବା ମା’ଙ୍କର ଏହି ବେଶ ମହାତ୍ମ୍ୟ ବିଷୟରେ l
ସିଦ୍ଧିଦାତ୍ରୀ’ ମା' ଦୁର୍ଗାଙ୍କର ନବମ ଶକ୍ତି I ‘ମାର୍କଣ୍ଡେୟ ପୁରାଣ’ରେ ଯେଉଁ ‘ଅଷ୍ଟ ସିଦ୍ଧି’ର ବର୍ଣନା ଅଛି ତାହା ହେଉଛି- ଅଣିମା, ମହିମା, ଗରିମା, ଲଘିମା, ପ୍ରାପ୍ତି, ପ୍ରକାମ୍ୟ, ଇଶିତ୍ୱ ଓ ବଶିତ୍ୱ ତେବେ ‘ବ୍ରହ୍ମବୈବର୍ତ୍ତ ପୁରାଣ’ରେ ଏହି ସିଦ୍ଧିର ସଂଖ୍ୟା ୧୮ ବୋଲି ବର୍ଣ୍ଣିତ ଅଛି। ଏହି ସକଳ ସିଦ୍ଧିର ଅଧିକର୍ତ୍ତୀ ଓ ଦାତ୍ରୀ, ଦେବୀ ‘ଦେବୀପୁରାଣ ଅନୁସାରେ, ଭଗବାନ ଶିବ ଏହାଙ୍କର କୃପାରେ ହିଁ ସକଳ ସିଦ୍ଧିପ୍ରାପ୍ତ ହୁଅନ୍ତି l ଦେବୀଙ୍କର ଅନୁକମ୍ପା ଫଳରେ ଶିବଙ୍କର ର ଅର୍ଦ୍ଧାଙ୍ଗ ଦେବୀଙ୍କର ହୋଇଥିଲା ଏବଂ ଶିବ ‘ଅର୍ଦ୍ଧନାରୀଶ୍ବର’ ଭାବରେ ପ୍ରସିଦ୍ଧ ହୋଇଥିଲେ l ଏହି ଦେବୀ ‘ନବରାତ୍ରି’ର ନବମ ତଥା ଶେଷଦିନର ଉପାସ୍ୟା । ସେ ଉଭୟ ସିଂହବାହନା ଓ ପଦ୍ମାସନା ରୂପରେ ପରିଲକ୍ଷିତ ହୁଅନ୍ତି ଏହି ଦେବୀ ଚତୁର୍ଭୁଜା ତାଙ୍କର ଦକ୍ଷିଣ ଦୁଇ ହସ୍ତରେ ଚକ୍ର ଓ ଗଦା ଏବଂ ବାମ ଦୁଇ ହସ୍ତରେ ଶଙ୍ଖ ଓ ପଦ୍ମ ଶୋଭାପାଏ l ତାହାଙ୍କର ପୂଜା କଲେ ଭକ୍ତ ଓ ସାଧକ ସିଦ୍ଧିର ଅଧିକାରୀ ହୁଅନ୍ତି l ସଂସାରର କିଛି ବି ତାଙ୍କପାଇଁ ଅଗମ୍ୟ ହୋଇ ରହେ ନାହିଁ l ସେ ବ୍ରହ୍ମାଣ୍ଡ ବିଜୟର କ୍ଷମତାଲାଭ କରନ୍ତି! ଏହିପରି ଭାବରେ, ନବରାତ୍ରିରେ ନବଦୁର୍ଗାଙ୍କର ଉପାସନା ଭକ୍ତ ଓ ସାଧକଙ୍କୁ କୃତାର୍ଥ କରିଥାଏ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like