-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ସିଦ୍ଧିଦାତ୍ରୀ ବେଶରେ ଦର୍ଶନ ଦେଲେ ମାଁ ଦୂର୍ଗା

30-Sep-2025



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ପୁରୁଣା ବସଷ୍ଟାଣ୍ଡ ସ୍ଥିତ ମାଁ ଦୂର୍ଗାଙ୍କ ଭବ୍ୟ ମନ୍ଦିରରେ ଚାଲିଥିବା ନବରାତ୍ର ପୂଜା ଅବସରରେ ଆଜି ନବମୀରେ ମାଁ ଦେବୀ ଦୁର୍ଗା ସିଦ୍ଧିଦାତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି।  ମାଁ ଙ୍କ ପୂଜାରେ ମୁଖ୍ୟ କର୍ତ୍ତା ଭାବେ ସୁନିଲ ପାତ୍ର ଓ ତାଙ୍କ ଧର୍ମପତ୍ନୀ ସୁକନ୍ୟା ପାତ୍ର ଦାୟିତ୍ଵ ନିର୍ବାହ କରିଥିବା ବେଳେ ସହଯୋଗୀ କର୍ତ୍ତା ଭାବେ ବୌଦ୍ଧ ଉପ ଜିଲ୍ଲାପାଳ ପ୍ରଭାସ ଦଣ୍ଡସନା ଓ ତାଙ୍କ ଧର୍ମପତ୍ନୀ ପ୍ରତିଭା ଦଣ୍ଡସନା ଉପସ୍ଥିତ ରହି ରୀତିନୀତି ଅନୁଯାୟୀ ପୂଜା କାର୍ଯ୍ୟ ତୁଲାଇଥିଲେ। ମାଁ ଙ୍କ ବେଶ ଓ ପୂଜା କାର୍ଯ୍ୟ ଦେଖିବା ପାଇଁ ସନ୍ଧ୍ୟାରେ ପୀଠରେ ହଜାର ହଜାର ଶ୍ରଦ୍ଧାଳୁ ଭକ୍ତଙ୍କ ଭିଡ଼ ଜମିଥିଲା ।ଅନୁଷ୍ଟିତ ଏହି ପୂଜାରେ ମୁଖ୍ୟ ପୂଜକ ଭାବେ ସୁବାସ ଚନ୍ଦ୍ର ବଡ଼ପଣ୍ଡା,ମନ୍ଦିର ପୂଜକ ଜନାର୍ଦ୍ଦନ ଆଚାର୍ଯ୍ୟ ପୂଜା କାର୍ଯ୍ୟ ତୁଲାଇଥିବା ବେଳେ ସହଯୋଗୀ ପୂଜକ ଭାବେ କିଶୋର ଚନ୍ଦ୍ର ନାୟକ,ସଞ୍ଜୀବ ପାଢ଼ୀ,ଦେବାଶିଷ ପୁରୋହିତ,ଶ୍ରୀନାଥ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ। ପଶ୍ଚିମ ଓଡ଼ିଶାର ବିଶିଷ୍ଟ କବି ହଳଧର ନାଗ ମାଁ ଙ୍କ ପୀଠକୁ ଦର୍ଶନ ପାଇଁ ଆଶୀର୍ବାଦ ନେଇଥିଲେ ।ଏହି ପରିପ୍ରେକ୍ଷୀରେ କମିଟି ସଭାପତି ସନ୍ତୋଷ ପଣ୍ଡାଙ୍କ ସହ କମିଟି ସଦସ୍ୟ ତାଙ୍କୁ ସ୍ବାଗତ କରିଥିଲେ।ସେହିପରି ଅନ୍ୟ ପକ୍ଷରେ ଶ୍ରଦ୍ଧାଳୁ ଭକ୍ତଙ୍କ ମନୋରଞ୍ଜନ ସକାଶେ କମିଟି ପକ୍ଷରୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ରାବଣ ଦରବାର ଅନୁଷ୍ଟିତ ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like