-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||      ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା    (30-Apr-2026)       ||      ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   (30-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ    (30-Apr-2026)       ||      ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ    (29-Apr-2026)       ||      ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||      ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ    (29-Apr-2026)       ||      ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   (29-Apr-2026)       ||      ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||      ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   (29-Apr-2026)       ||      ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   (29-Apr-2026)       ||      ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    (29-Apr-2026)       ||      *ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   (29-Apr-2026)       ||      ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   (29-Apr-2026)       ||      ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   (29-Apr-2026)       ||      ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   (29-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର   (29-Apr-2026)       ||      ନାରୀଶକ୍ତି ବନ୍ଦନ ଅଧିନିୟମ ଶୀର୍ଷକ ଆଲୋଚନାଚକ୍ର   (29-Apr-2026)       ||      *ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   (29-Apr-2026)       ||     

HOME   ଜିଲ୍ଲା

ଧର୍ମ ପରାୟଣା ମହିଳାଙ୍କ ବିୟୋଗ ଶୋକସଭା ଅନୁଷ୍ଠିତ

30-Sep-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଟିକିରିପଡ଼ା ନିବାସୀ ଲକ୍ଷ୍ମୀ ନାରାୟଣ ସାହୁ ଙ୍କ ଧର୍ମପତ୍ନୀ ଉର୍ମିଳା ସାହୁ (ରେଣୁ) ଙ୍କ ୬୧ ବର୍ଷ ବୟସରେ ଗତ ୨୬ ତାରିଖ ରାତି ହୃଦଘାତରେ ଦେହାନ୍ତ ଖବର ଜଣା ପଡ଼ିବା ପରେ ସୋନପୁର ସହର ରେ ଶୋକ ର ଛାୟା ଖେଳିଯାଇଛି l ପ୍ରକାଶ ଥାଉ କି ସୋନପୁରର ବରିଷ୍ଠ ସାମ୍ବାଦିକ ଗୋରେଖ ନାଥ ସାହୁ ଙ୍କ ସାନ ଭାଇ ଲକ୍ଷ୍ମୀ ନାରାୟଣ ଙ୍କ ପତ୍ନୀ ଅଟନ୍ତି ସ୍ବର୍ଗତ ଉର୍ମିଳା ସାହୁ l ସ୍ବର୍ଗତ ଉର୍ମିଳା ଜଣେ ଧର୍ମ ପରାୟଣ, ଅତ୍ୟନ୍ତ ମେଳାପୀ, ସବୁବେଳେ ବେଶ ହସଖୁସି ଚେହେରା ତଥା ସମାଜସେବୀ ଭାବରେ ଜଣାଶୁଣା ଥିଲେ l ସହର ର ଜଣାଶୁଣା ମହିଳା ସ୍ବେଚ୍ଛାସେବୀ ଅନୁଷ୍ଠାନ ସୁବର୍ଣ୍ଣା ନାରୀ ଜାଗରଣ କେନ୍ଦ୍ର ର ଜଣେ ପ୍ରତିଷ୍ଠାତା ସଭ୍ୟ ଥିଲେ l ତାଙ୍କର ଆକସ୍ମିକ ଦେହାନ୍ତ ଅବସର ରେ ଆଜି ସୋନପୁର ଶ୍ରୀ ଗୋପାଳଜୀ ଯୋଗାଳୟ ରେ ଏକ ଶୋକ ସଭା ଅନୁଷ୍ଠିତ ହୋଇଯାଇଛି l ଡ. ସନ୍ତୋଷ କୁମାର ପାଢୀ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଶୋକସଭା ରେ ଜ୍ୟୋତି ରଞ୍ଜନ ପଟ୍ଟନାୟକ, ଆର୍ତ୍ତତ୍ରାଣ ବାବୁ, ପ୍ରଦୀପ ପୁରୋହିତ ଙ୍କ ସମେତ ଅନେକ ସଦସ୍ୟ ଉପସ୍ଥିତ ଥିଲେ l ଏହି ଅବସରରେ ସ୍ୱର୍ଗତା ଉର୍ମିଳା ସାହୁ ଙ୍କ ଅମର ଆତ୍ମା ର ସଦଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   30-Apr-2026
  ଜିଲ୍ଲା  
ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା   30-Apr-2026
  ରାଜ୍ୟ  
ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   30-Apr-2026
  ରାଜ୍ୟ  
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ   29-Apr-2026
  ଜିଲ୍ଲା  
ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   29-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    29-Apr-2026
  ରାଜ୍ୟ  
ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ   29-Apr-2026
  ରାଜ୍ୟ  
ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   29-Apr-2026
  ଜିଲ୍ଲା  
ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   29-Apr-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   29-Apr-2026
  ଜିଲ୍ଲା  
ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   29-Apr-2026

You Might Also Like