-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

*ଡାବୁଗାଁର ସମାଜସେବି ତଥା କଳାକାର ସଞ୍ଜୟ ଶତପତିଙ୍କ ଅକାଳ ବିୟୋଗ*

30-Sep-2025



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ସଦର ମହକୁମା ସ୍ଥିତ ନୂଆଗୁଡା ନିବାସୀ ସଞ୍ଜୟ ଶତପଥୀ ଙ୍କ ଅକାଳ ବିୟୋଗରେ ଡାବୁଗାଁ ରେ ଏକ ଶୋକର ବାତାବରଣ ସୃଷ୍ଟି ହେଇଯାଇଛି। ସୂଚନା ଅନୁଯାୟୀ ଆଜି ଅପରାହ୍ଣ ୧ ଘଣ୍ଟା ୩୦ ମିନିଟ୍ ସମୟରେ ନିଜ ଦୋକାନରେ ବସିଥିବା ବେଳେ ହଠାତ୍ ତଳେ ପଡି ଯାଇଥିଲେ l ତାଙ୍କୁ ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର କୁ ଆଣିଥିଲେ  ସ୍ଥାନୀୟ ବାସିନ୍ଦା ମାନେ ସେଠାରେ ଡାକ୍ତର୍ ତାଙ୍କୁ ମୃତ ଘୋଷଣା କରିଥିଲେ l ସଞ୍ଚୟ ଶତପଥୀ ଡାବୁଗାଁର ବିଭିନ୍ନ ପୂଜା ଓ ପର୍ବ ପର୍ବାଣୀ ମାନଙ୍କରେ କେବେ ଜମରାଜ, ତୋ କେବେ କୃଷ୍ଣ, ତୋ  ଆଉ କେବେ ଶ୍ରୀ ରାମ ଏପରି ବିଭିନ୍ନ ରୂପ ଭେଷ ହୋଇ ଠାକୁର ଭସାଣୀ ସମୟରେ ଡାବୁଗାଁ ସହରର ପ୍ରତ୍ୟେକ ଗଳି କନ୍ଦିରେ ବୁଲି ସମସ୍ତଙ୍କର ଅତି ନିକଟବର୍ତ୍ତୀ ହୋଇ ବେଶ୍ ସୁନାମ ଅର୍ଜନ କରି ସମସ୍ତଙ୍କ ସହିତ ପ୍ରିୟ ପାତ୍ର ହୋଇ ଉଠି ଥିଲେ l ତାଙ୍କର ଅକାଳ ବିୟୋଗରେ ଡାବୁଗାଁ ଜନସାଧାରଣ ରେ ଏକ ଶୋକ ର ଛାୟା ଖେଳେଯାଇଛି lପର୍ବ ପର୍ବାଣୀରେ ଆଗୁଆ ହୋଇ ସାମାଜିକ କାର୍ଯ୍ୟ କରିବାରେ ସେ ଥିଲେ ଧୂରନ୍ଧର l ତାଙ୍କୁ ହରାଇ ଡାବୁଗାଁ ର ସମସ୍ତ ଜନସାଧାରଣ ଶୋକାକୁଳ ପରିବେଶ ରେ ରହିଛନ୍ତି।ତାଙ୍କ ବିୟୋଗରେ ଡାବୁଗାଁ ଅଞ୍ଚଳ ରେ ଅପୂରଣୀୟ କ୍ଷତି ହୋଇ ରହିଗଲା lଅପରାହ୍ନ ରେ ତାଙ୍କର ପରିବାର ସହ ବନ୍ଧୁ ବାନ୍ଧବ, ସାଙ୍ଗ ସାଥିମାନେ ତାଙ୍କ ମର ଶରୀରକୁ ଉମରାହାଣ୍ଡି ନଦୀ ନିକଟସ୍ଥ ଶ୍ମସାନରେ ନେଇ ଦାହ କରିଥିଲା l   ହୃଦଘାତରେ ମୃତ୍ୟୁ  ହୋଇଥିବା ଜଣାଯାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026

You Might Also Like