-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଜିଲ୍ଲା

ଇଚ୍ଛାପୁରରେ ରାବଣ ରାଜ ଦ୍ଵିତୀୟ ରଜନୀରେ ସୀତା ସ୍ବୟଂମ୍ବର

01-Oct-2025



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର): ଡୁଙ୍ଗୁରିପାଲି ଇଚ୍ଛାପୁର ଗୋପଦନ୍ଧୁ କ୍ଳବ ଆନୁକୁଲ୍ୟରେ ଦଶହରା ଅବସରରେ ରାବଣ ବରବାର ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟେହ ସଂଧ୍ୟାରେ ରାବଣର ନଗର ପରିଭ୍ରଣ । ଆଇନ ଅମାନ୍ୟକୁ ଦଣ୍ଡ ଦେଉଛନ୍ତି ମହାରାଜ । ସାଙ୍ଗରେ ରହିଛନ୍ତି ମନ୍ତ୍ରୀ, ସେନାପତି, କର୍ମଚାରୀ ଗଣ । ମହାରାଳ ନଗର ଭ୍ରମଣ ବେଳେ ଗ୍ରାମରେ ଲୋକାରଣ୍ୟ ଦେଖାଯାଉଛି । ବୀରବାବ୍ୟର ତାଳେ ତାଳେ ରାବଣର ଅଟ୍ଟହାସ୍ୟରେ ଗଗନ ପବନ ନଗର ପ୍ରକମ୍ପିତ ହେଉଛି । କୁବେରଙ୍କୁ ପରାସ୍ତ କରି ସ୍ୱର୍ଗ ଆକ୍ରମଣ କରିବା ପରେ ରାବଣ ଆହୁରି ନିଜକୁ ଶକ୍ତିଶାଳୀ ମନେକରୁଛି। ଅନ୍ୟପକ୍ଷରେ ଜନକ ରାଜା ସୀତାଙ୍କ ବିବାହ ପାଇଁ ସ୍ବୟମ୍ବରର ଆୟୋଜନ କରିଛି । ରାମ ଶିବ ଧନୁ ଭାଙ୍ଗି ସୀତାଙ୍କୁ ବିବାହ କରିଛି । ପୁରାଣର ବିଷୟ ବସ୍ତୁକୁ ଅଭିନୟ ମାଧ୍ୟମରେ ଲୋକଙ୍କୁ ପୁରାଣର ତ୍ରେତୟା ଯୁଗକୁ ନେଇ ଯଞ୍ଚଇଥିଲେ କଳାକାରମାନେ । ସେମାନଙ୍କ ନିଖୁଣ ଅଭିନୟ ଦର୍ଶକଙ୍କୁ ବିମୋହିତ କରିଥିଲା । ରାବଣ ଭୂମିକାରେ ଅକ୍ଷୟ କୁମାର ଭୋଇ, ମହାମନ୍ତ୍ରୀ ସଚିନ ମାଝି, ସେନାପତି କୈଳାସ ସେନାପତି, ନାରଦ ଭୂମିକାରେ ଦିଲିପ ବାରିକ ଅଭିନୟ କରୁଛନ୍ତି । ଏହି ଅବସରରେ ଅତିଥି ଭାବେ ଡୁଙ୍ଗୁରିପାଲି ବ୍ଲକ ସରପଂଚ ସଘ ସଭାପତି ମନୋଜ ପୁରୋହିତ, ରଞ୍ଜନ ଠେଲା, ସମଲେଇଚୁଆ ସରପଂଚ ବିଭୁଦ ରାଜହଂସ, ଇଜାପୁର ପ୍ରଶାନ୍ତ କୁମାର ସାହୁ, ନାରାୟଣ ସାହୁ, ବଳରାମ ସାହୁ ଅତିଥୁ ଭାବେ ମ ।ସାନ ଥିଲେ । କୃଷ୍ଣଚନ୍ଦ୍ର ନାଏକ ମଂଚପରିଚାଳନା କରିଥିବା ବେଳେ ବରପିତାମାତା ଭାବେ ରାମଚନ୍ଦ୍ର ନାଏକ ଓ ସତ୍ୟଭାମା ପାଣ୍ଡେ, କନ୍ୟାପକ୍ଷର ମାତାପିତା ଭାବେ ନମିତା କୁଦେଇ ଓ ବଳଦେବ କୁଦେଇ ଦାୟିତ୍ଵ ତୁଳାଇଥିଲେ । କମିଟିର ସୁନାଦତ ବେହେରା, ସଉଦା କୁଦେଇ, ବିଶ୍ଵରାନ ମନନ୍ଦିରା, ଅଭିମନ୍ୟୁ ବରିହା, ତୀର୍ଥ ମଲ୍ଲିକ, ପ୍ରଦୀପ କୁଦେଇ ଅତିଥିମାନଙ୍କୁ ସମ୍ବନ୍ଧିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like