-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||     

HOME   ଜିଲ୍ଲା

ଦେବୋତ୍ତର ବିଭାଗ ଓ ମା ସୁରେଶ୍ଵରୀ ଯଜ୍ଞ କମିଟି ପକ୍ଷରୁ ବାଡି ଖେଳ ପ୍ରତିଯୋଗିତା*-

01-Oct-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ମା ସୁରେଶ୍ଵରୀ ଙ୍କ ନବ ଦିନାତ୍ମକ ସପ୍ତସତୀ ଚଣ୍ଡୀ ଯଜ୍ଞ ମହୋତ୍ସବ ଆନୁକୁଲ୍ୟ ରେ ମା ସୁରେଶ୍ଵରୀ ଙ୍କ ଯଜ୍ଞ ପୀଠ ଆଗରେ ରାଜ୍ୟ ସ୍ତରୀୟ ପାରମ୍ପରିକ ଲୋକ ବାଦ୍ୟ ଗଣ୍ଡା ବଜା ପ୍ରତିଯୋଗିତା ଓ ଜିଲ୍ଲା ସ୍ତରୀୟ ପାରମ୍ପରିକ ବାଡି ଖେଳ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି l ଜିଲ୍ଲା ଦେବୋତ୍ତର କମିଟି ଓ ମା ଙ୍କ ଯଜ୍ଞ କମିଟି ପକ୍ଷରୁ ଆୟୋଜିତ ଏହି ଉତ୍ସବରେ ଆଠ ଗୋଟି ଦଳ ଭାଗ ନେଇଥିବା ବେଳେ ଗଣ୍ଡା ବଜା ର ତିନୋଟି ଦଳ କୁ ଓ ବାଡି ଖେଳ ର ତିନୋଟି ଦଳ କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରା ଯାଇଛି l ଆଜି ଏହି ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ଓଡ଼ିଶା ତଥା କଲିକତା ହାଇକୋର୍ଟ ର ପ୍ରାକ୍ତନ ବିଚାରପତି ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ, ସମ୍ମାନିତ ଅତିଥି ଭାବରେ ସୁବର୍ଣ୍ଣପୁର ଏସପି ନାରାୟଣ ନାୟକ, ରାଜ୍ୟ ବୟନିକା ସଭାପତି ପ୍ରକାଶ ଚନ୍ଦ୍ର ମେହେର ଯୋଗ ଦେଇ ବିଲୁପ୍ତ ପ୍ରାୟ ପ୍ରାଚୀନ ଲୋକ ବାଦ୍ୟ ଲୋକ କଳା କୁ ପୁନରୁଦ୍ଧାର କରିବା ପ୍ରୟାସ ଏହା ହିଁ ଏକ ମାଧ୍ୟମ ବୋଲି କହିଥିଲେ l ବାଡି ଖେଳ ରେ ମଧୁପୁର ମା ସମଲେଶ୍ଵରୀ ଦଳ ପ୍ରଥମ, ନୂଆଗଡ ମା ମାହେଶ୍ୱରୀ ଦଳ ଦ୍ଵିତୀୟ, ଓ ଷଣ୍ଢl ମା ମାହେଶ୍ୱରୀ ଦଳ ତୃତୀୟ ସ୍ଥାନ ରେ ବିଜେତା ହୋଇ ଥିଲେ l

ଗଣ୍ଡା ବଜା ରେ ମେଣ୍ଢା ମାଳ ବଜନିଆ ଦଳ ପ୍ରଥମ, ବଡ଼ ଝିଙ୍କି ଦଳ ଦ୍ଵିତୀୟ, ଓ କାନ ପୁର ବଜନିଆ ଦଳ ତୃତୀୟ ସ୍ଥାନ ଅଧିକାର କରି ଛନ୍ତି l ଏହି କୃତି ପ୍ରତିଯୋଗୀ ଦଳ ମାନଙ୍କୁ ଅତିଥି ମାନେ ସମ୍ବର୍ଦ୍ଧିତ କରି ଉତ୍ସାହିତ କରିଥିଲେ l ଯଜ୍ଞ କମିଟି ର ସଦସ୍ୟ ଶ୍ରୀବତ୍ସ ମଲ୍ଲିକ, ବୈକୁଣ୍ଠ ଶତପଥୀ, ପ୍ରଦୀପ ପୁରୋହିତ, ଜ୍ୟୋତି ରଞ୍ଜନ ପଟ୍ଟନାୟକ,ନରୋଦେବ ଭୋଇ ମଞ୍ଚାସିନ ଥିଲେ l ଆଜିର ଏଇ ବାଡି ଖେଳ ପଞ୍ଚବାଦ୍ୟ କୁ ଶହ ଶହ ଭକ୍ତ ଉପଭୋଗ କରିଥିଲେ l ଲୋକ କଳା ଗବେଷକ ଚୌଧିରି ବିଭାର ପ୍ରତିଯୋଗିତା କୁ ପରିଚାଳନା କରିଥିବା ବେଳେ ମନୋରଞ୍ଜନ ତ୍ରିପାଠୀ ଅତିଥି ପରିଚୟ କରିଥିଲେ l ପ୍ରଦୀପ ପୁରୋହିତ ଧନ୍ୟବାଦ୍ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026

You Might Also Like