-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ନିଜେ ରକ୍ତଦାନ କରି ରକ୍ତଦାତାଙ୍କୁ ଉତ୍ସାହିତ କଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମହାଲିଙ୍କ

02-Oct-2025



ବଲାଙ୍ଗୀର(ପ୍ରେରଣା ଖବର)-ରକ୍ତଦାନ ଜୀବନ ଦାନ ଏହି ମହତ ଉଦ୍ଦେଶ୍ୟନେଇ ପାଳିତ ହେଉଛି ସ୍ୱେଚ୍ଛାକୃତ ରକ୍ତଦାତା ଦିବସ । ଏହି ବାର୍ତ୍ତାକୁ ପ୍ରଚାରକରିବା ତଥା ଯୁବକମାନଙ୍କୁ ରକ୍ତଦାନ ପ୍ରତି ପ୍ରେରିତ କରିବାକୁ ଆଜି ନିଜେ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ରକ୍ତଦାନ କରିଛନ୍ତି । ନିଜ ନିର୍ବାଚନ ମଣ୍ଡଳିର ଲୋଇସିଂହା ସିଏଚସିରେ ତାଙ୍କ ସମର୍ଥକଗଣଙ୍କ ସହିତ ରକ୍ତଦାନ କରିବା ସହିତ ରକ୍ତଦାତାଙ୍କୁ ଉତ୍ସାହିତ କରିଛନ୍ତି l ଏହି 

ଏହି ଅବସରରେ ମନ୍ତ୍ରୀ ଡ.ମହାଲିଙ୍ଗ ସମାଜର ହିତ ଓ ଅନ୍ୟର ବହୁମୂଲ୍ୟ ଜୀବନ ବଞ୍ଚାଇବାକୁ ଆଗେଇ ଆସିଥିବା ସମସ୍ତ ରକ୍ତଦାତାମାନଙ୍କୁ ସାଧୁବାଦ ଜଣାଇଥିଲେ । ଆଗକୁ ରକ୍ତ ଅଭାବରୁ ଆଉ କେହି ଅସୁବିଧାରେ ନପଡନ୍ତୁ ଓ ସେଥିପାଇଁ ସମସ୍ତଙ୍କର ମିଳିତ ପ୍ରୟାସର ଆବଶ୍ୟକତା ରହିଛି ବୋଲି ମନ୍ତ୍ରୀ କହିଥିଲେ । ଗତ ଦୁଇଦିନ ହେଲା ମନ୍ତ୍ରୀ ଡ  ମହାଲଙ୍ଗ ନିଜ ନିର୍ବାଚନମଣ୍ଡଳିର ବିଭିନ୍ନ ପୂଜାମେଢ ବୁଲିବା ସହିତ କେତେକ ଉନ୍ନୟନ ପ୍ରକଲ୍ପର ଉଦଘାଟନ ମଧ୍ୟ କରିଛନ୍ତି । କୁଟାସିଂହାଠାରେ ଏକ ନବନିର୍ମିତ କଲ୍ୟାଣମଣ୍ଡପ କୁ 

କଲ୍ୟାଣମଣ୍ଡପକୁ ମନ୍ତ୍ରୀ ଉଦଘାଟନ କରିଥିବା ବେଳେ ଭରସୁଜାଠାରେ ଛେଲିଆପାଟ ମନ୍ଦିର ଉନ୍ନତିକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ।ଏହା ସହିତ କୁସଙ୍ଗରେ ଥିବା ପ୍ରସିଦ୍ଧ କୁସଙ୍ଗାଇ ପୀଠ, ମାହାରପାଲି, ସାଲେଭଟା, ଡୁଡୁକା, ଆଗଲପୁର,ବାଦିବାହାଲ,ଲୋଇସିଂହା,ବକଟି,ବେନ୍ଦ୍ରା,ସରଗାଡ,ବୁରୁମୁଣ୍ଡା,ସିଙ୍ଘାନୀମୁଣ୍ଡା,ତଲିଉଡାର,କୁସମେଲ,ମହିମୁଣ୍ଡା,ଆଠଗାଁ, କୁରୁଲ,ଜାମଗାଁ ଇତ୍ୟାଦି ଗ୍ରାମର ପୂଜାମଣ୍ଡପ ବୁଲି ମାଁ ଦୁର୍ଗାଙ୍କ ଦର୍ଶନ କରିଥିଲେ । ମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ପୁଇଁତଳା ପ୍ରତିନିଧି ଅଜିତ ପଣ୍ଡା,ଲୋଇସିଂହା ପ୍ରତିନିଧି ଗୌରାଙ୍ଗ ନାଏକ,ଆଗଲପୁର ପ୍ରତିନିଧି ପିତାମ୍ବର କଣ୍ଟା ପ୍ରମୁଖଙ୍କ ସହ ଶତାଧିକ କର୍ମି ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like