-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ବରପାଲି ଜଗନ୍ନାଥ ନଗର ଦୁର୍ଗାପୂଜା ସୁବର୍ଣ୍ଣ ଜୟନ୍ତୀର ମହାନବମୀ ମହୋତ୍ସବ

02-Oct-2025



ବରପାଲି (ସୁଦାମ ଦୀପ)
ବରଗଡ ଜିଲ୍ଲା ଅନ୍ତର୍ଗତ ବରପାଲି ଜଗନ୍ନାଥ ନଗର ଦୁର୍ଗାପୂଜା ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବର ମହାନବମୀ  ଦିବସରେ ମାଆଙ୍କ ଷୋଡଶୋପଚାର ପୂଜା ସହ ସର୍ବ ଦେବlଦେବୀ ପୂଜା ଏଵଂ  କୁମାରୀ କନ୍ୟା ପୂଜା ସମ୍ପନ୍ନ ହୋଇଯାଇଛି। ନବ କୁମାରୀ କନ୍ୟାମାନଙ୍କୁ ଏକ ଶୋଭାଯାତ୍ରାରେ ମାଆମାନେ ପୂଜା ମଣ୍ଡପକୁ ପହଞ୍ଚାଇଥିଲେ। ମୂଖ୍ୟ ପୂଜକ ନରେନ୍ଦ୍ର ହୋତାଙ୍କ ପୌରାହିତ୍ୟରେ କନ୍ୟାପୂଜା ବିଧି ଅନୁଷ୍ଠିତ ହେlଇଥିଲା। ଅପରାହ୍ନରେ ବରଗଡର ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ ଓ ଭଟଲିର ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ ଅତିଥି ଭାବେ ଯୋଗ ଦେଇଥିଲେ। ପୂଜା କମିଟିର ସମସ୍ତ ସଭ୍ୟ ପୂଜା ମଣ୍ଡପଠାରେ ଉପସ୍ଥିତ ରହି  ସ୍ବାଗତ କରିଥିଲେ। ପରେ କମିଟି ମୁଖ୍ୟ ପ୍ରଦୁମ୍ନ ତ୍ରିପାଠୀ, ସାଧାରଣ ସମ୍ପାଦକ ଯଦୁମଣି ତ୍ରିପାଠୀ ଉପଢ଼ୌକନ ଦେଇ ସମ୍ମାନିତ କରିଥିଲେ। ଏଥିରେ ଦୁର୍ଗା ପୂଜା କମିଟିର ସମସ୍ତ ସଭ୍ୟ ଉପସ୍ଥିତ ଥିଲେ। ସନ୍ଧ୍ୟାରେ ମନୋରଞ୍ଜନ କାର୍ଯ୍ୟକ୍ରମରେ ସମ୍ବଲପୁରୀ କମେଡି କିଙ୍ଗ୍‌ ଯୋଗେଶ ଜୋଜୋ ଦର୍ଶକଙ୍କ ମନୋରଂଜନ କରିଥିଲେ। ଏଥିରେ ସହସ୍ରlଧିକ ଲୋକଙ୍କ ସମାବେଶ ହୋଇଥିଲା। ମାଆଙ୍କ ଦର୍ଶନ ପାଇଁ ସନ୍ଧ୍ୟାରେ ଝିପିଝିପି ବର୍ଷା ସତ୍ତ୍ୱେ ପ୍ରବଳ ଜନଗହଳି ଦେଖିବାକୁ ମିଳିଥିଲା। ଭକ୍ତଙ୍କ ପାଇଁ ଦୁଇବେଳା ଅନ୍ନ ପ୍ରସାଦର ବ୍ୟବସ୍ଥା କରାଯାଇଥିଲା। ସ୍ଥାନୀୟ ପୋଲିସର ସଜାଗତା ଯୋଗୁଁ ଦୁର୍ଗତିନାଶିନୀ ମାଆ ଦୂର୍ଗାଙ୍କ ମହାନବମୀ ପୂଜା ଶାନ୍ତିଶୃଙ୍ଖଳା ସହ ସମାପିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like