-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ମହାତ୍ମା ଗାନ୍ଧୀ ଙ୍କ ଜନ୍ମ ଦିନରେ ତେନ୍ତୁଳି ପଡା ଗ୍ରାମ ଠାରେ ବୃକ୍ଷ ରୋପଣ ଓ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ

02-Oct-2025



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରା)
କଳାହାଣ୍ଡି ଜିଲ୍ଲା କୋକସରା ବ୍ଳକ  ମହିମା ପଞ୍ଚାୟତ ଡେଙ୍ଗାଗୁଡା ଅନ୍ତର୍ଗତ ତେନ୍ତୁଳିପଡା  ଗାଆଁରେ 
ମହାତ୍ମାଗାନ୍ଧୀ ଜୟନ୍ତୀ ଅବସରରେ ଜୟ ହିନ୍ଦ ୱାରିଅର୍ସ ଯୁବ ସଂଗଠନ ତରଫରୁ ବୃକ୍ଷରୋପଣ ଓ ସ୍ଵଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି ଯୁବ ସଂଗଠନ ବିଗତ ଏକ ବର୍ଷ ଧରି ତେନ୍ତୁଳିପଡା ଗାଁରେ ବିଭିନ୍ନ କାର୍ଯ୍ୟକ୍ରମ ଯେପରି ସ୍ଵାଧୀନତା ଦିବସ ପାଳନ, ଜାନୁୟାରୀ 26 ସାଧାରଣ ତନ୍ତ୍ର ଦିବସ ପାଳନ ଏବଂ ଗଣେଶ ପୂଜା ଏବଂ ନୂଆଖାଇ ଭେଟଘାଟ କାର୍ଯ୍ୟକ୍ରମ ମାଧ୍ୟମରେ ଗ୍ରାମର ଛୋଟ ଛୋଟ ପିଲାମାନଙ୍କ ଠାରୁ ଆରମ୍ଭ କରି ବୟସ୍କ ମହିଳା ଏବଂ ପୁରୁଷ ମାନଙ୍କୁ ନେଇ ମଧ୍ଯ  ବିଭିନ୍ନ ଖେଳ ପ୍ରତିଯୋଗିତା କରି ବିଜେତା ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ସେହିପରି ଆଜି ଜାତିର ପିତା ମହାତ୍ମା ଗାନ୍ଧୀ ଜୟନ୍ତୀ ଅବସରରେ ଯୁବ ସଂଗଠନ ଜୟ ହିନ୍ଦ ୱାରିଅର୍ସ ଗାଁରେ ଥିବା ୱାର୍ଡ ମେମ୍ବର, ଆଶାକର୍ମୀ, ଗ୍ରାମ୍ୟ ସମୀକ୍ଷକ ଏବଂ ଭଦ୍ର ବ୍ୟକ୍ତିଙ୍କ ଉପସ୍ଥିତିରେ ପ୍ରଥମେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିକୁ ପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା ତାପରେ ସ୍ଥାନୀୟ ଯୁବକ ରସିକ ମେହେର ଗାନ୍ଧିଜୀଙ୍କ ନୀତି ଆଦର୍ଶ ଏବଂ ଜୀବନୀ ବିଷୟରେ ସମ୍ୟକ ଧାରଣା ପ୍ରଦାନ କରିଥିଲେ। ଆଜିର ଏହି କାର୍ଯ୍ୟକ୍ରମରେ ଜୟ ହିନ୍ଦ ୱାରିଅର୍ସ ର ସମସ୍ତ ସଦସ୍ୟ ମାନେ ଉପସ୍ଥିତ ରହି ଗ୍ରାମର ରାସ୍ତା ଦୁଇ ପାଖେ ସଫା କରି ବୃକ୍ଷରୋପଣ କରାଯାଇଥିଲା। ତତସହିତ ଛୋଟ ଛୋଟ ପିଲାମାନଙ୍କୁ ନେଇ ଗାଆଁ ପରିକ୍ରମା କରି ପ୍ଲାକାର୍ଡ ପ୍ରଦର୍ଶନ ଏବଂ ସ୍ଲୋଗାନ ମାଧ୍ୟମରେ ବୃକ୍ଷରୋପଣ ଏବଂ ଗାଁ ପରିବେଶ ସଫା ସୁତୁରା ରଖିବା ନିମନ୍ତେ ଲୋକମାନଙ୍କୁ ଉତ୍ସାହିତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଗାଁ ର ୱାର୍ଡ ମେମ୍ବର  ଗୀତା ଭରତିଆ,କୋକସରା ବ୍ଲକ ନାଗରିକ ବିକାଶ ସଂଗଠନ ସଭାନେତ୍ରୀ ଶ୍ରୀମତୀ ରଜନୀ ପାଣିଗ୍ରାହୀ, ଆଶାକର୍ମୀ ସୁକାନ୍ତି ସୁନାନୀ ତଥା " ଜୟ ହିନ୍ଦ ୱାରିଅର୍ସ ସଂଘ " ର ସଭାପତି- ଦେବାଶିଷ ମେହେର,ସମ୍ପାଦକ- ଉପେନ୍ଦ୍ର ସୁନାନି,ଏବଂ ଏହି ସଂଘର ଉପଦେଷ୍ଟା ମଣ୍ଡଳୀ ବଳଦେବ ନାଏକ,ଦୁରାନ୍ତ ସୁନାନି,ବିଶିକେଶନ ମେହେର ତଥା ସମସ୍ତ କର୍ମକର୍ତ୍ତା ଓ ତେନ୍ତୁଳିପଡା ଗ୍ରାମବାସୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସାଫଲ୍ଯ ମଣ୍ଡିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like