-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ବରପାଲି ଅଞ୍ଚଳର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ପଦ୍ମଲୋଚନ ଦାଶଙ୍କ ପରଲୋକ

02-Oct-2025



ବରପାଲି  (ସୁଦାମ ଦୀପ)
ବରଗଡ଼ ଜିଲ୍ଲା ବରପାଲି ଅଞ୍ଚଳର ଜଣାଶୁଣା ସଙ୍ଗୀତ ନିର୍ଦ୍ଦେଶକ, କଣ୍ଠଶିଳ୍ପୀ ପଦ୍ମ ଲୋଚନ ଦାଶ (୫୧)ଙ୍କ ରେଳ ଦୁର୍ଘଟଣାରେ ପରଲୋକ ହୋଇଯାଇଛି। ବରପାଲି ରେଳଷ୍ଟେସନ ସମ୍ମୁଖରେ ତାଙ୍କ ମୃତଦେହ ପଡ଼ିଥିବା ଦେଖା ଯାଇଥିଲା। ସମ୍ବଲପୁର ରେଳ ବିଭାଗ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ରେଳ ଷ୍ଟେସନ ସମ୍ମୁଖରେ ତାଙ୍କ ବାଇକ୍ ଥିଲା।  ରେଳରୁ ଓହ୍ଲାଉଥିବା ବେଳେ ହୁଏତ ସେ ଖସିପଡ଼ି ପ୍ରାଣ ହରାଇଥିବା କୁହା ଯାଉଥିବା ବେଳେ ପୋଲିସ ତଦନ୍ତ ପରେ ପ୍ରକୃତ ସତ୍ୟ ସାମ୍ନାକୁ ଆସିବ। ପ୍ରକାଶଥାଉ କି ସ୍ବର୍ଗତ ଦାଶ ଅଲ୍ ଇଣ୍ଡିଆ ରେଡିଓର ଜଣେ ସ୍ଵୀକୃତି ପ୍ରାପ୍ତ ମ୍ୟୁଜିକ୍ କମ୍ପୋଜର୍ ଥିଲେ ଓ କେନ୍ଦ୍ର ସରକାରଙ୍କ ଫେଲୋସିପ୍ ମଧ୍ୟ ପାଇଥିଲେ। ସେ ବରପାଲିର ସମସ୍ତ ସାଂସ୍କୃତିକ ଅନୁଷ୍ଠାନ ସହ ନିବିଡ଼ ଭାବେ ଜଡ଼ିତ ରହି କି ବୋର୍ଡ ବଜାଉଥିଲେ। ଏପରିକି ଅବିଭକ୍ତ ସମ୍ବଲପୁର ଜିଲ୍ଲାର ବହୁ ନାମୀଦାମୀ ଗାୟକମାନଙ୍କ କାର୍ଯକ୍ରମରେ ସେ କି ବୋର୍ଡ ବଜାଉଥିଲେ। ତାଙ୍କ ନିର୍ଦ୍ଦେଶନାରେ ବହୁତ ଗୁଡ଼ିଏ କ୍ୟାସେଟ୍ ମଧ୍ୟ ରିଲିଜ୍ ହୋଇଛି। ସେ ବରପାଲି ସ୍ଥିତ ଲିଟିଲ୍ ଏଞ୍ଜଲସ ପବ୍ଲିକ ସ୍କୁଲର ସଙ୍ଗୀତ ଶିକ୍ଷକ ଭାବରେ କାର୍ଯ୍ୟରତ ଥିବା ସହିତ ଶ୍ୟାମା ସଙ୍ଗୀତ ବିଦ୍ୟାଳୟରେ ମଧ୍ୟ ସଙ୍ଗୀତ ଶିକ୍ଷା ପ୍ରଦାନ କରୁଥିଲେ । ତାଙ୍କର ଏହି ଅକାଳ ମୃତ୍ୟୁରେ ପଶ୍ଚିମ ଓଡ଼ିଶାର ସଙ୍ଗୀତ ଜଗତରେ ଏକ ଅପୂରଣୀୟ କ୍ଷତି ହୋଇଛି ବୋଲି ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ନବ ମହତ୍ତମ୍ ଦୁଃଖ ପ୍ରକାଶ କରିଛନ୍ତି। ସ୍ୱର୍ଗତ ପଦ୍ମଲୋଚନ ଦାଶଙ୍କ ମୃତ୍ୟୁରେ ସମଗ୍ର ପଶ୍ଚିମ ଓଡ଼ିଶା ଏପରି ଜଣେ କଳାକାରଙ୍କୁ ହରାଇଛି ଯାହାଙ୍କ ଶୂନ୍ୟ ସ୍ଥାନ କେହି ବି ପୁରଣ କରି ପାରିବେ ନାହିଁ ବୋଲି ବିଶିଷ୍ଟ କଳାକାର ବୁଲୁ ସ୍ୱାଇଁ ଦୁଃଖ ପ୍ରକାଶ କରି କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like