-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଆଜି ମୋଟୁ ଠାରୁ ଆରମ୍ଭ ହେଲା କଂଗ୍ରେସ ପିସିସି ସଭାପତି ଭକ୍ତ ଦାସଙ୍କ "ଗାନ୍ଧୀ ପଥେ ଓଡିଶା" ପଦଯାତ୍ରା

02-Oct-2025



କାଲିମେଳା(ସନ୍ତୋଷ କୁମାର ପଣ୍ଡା)ଆଜି ମାଲକାନଗିରି ଜିଲ୍ଲା ମୋଟୁ ଠାରୁ ଆରମ୍ଭ ହେଲା ରାଜ୍ୟ କଂଗ୍ରେସ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ "ଗାନ୍ଧୀ ପଥେ ଓଡିଶା" ପଦଯାତ୍ରା। ପ୍ରଥମେ ମୋଟୁ ସ୍ଥିତ ମୁଗି ପଏଣ୍ଟ ଠାରେ ମହାତ୍ମାଗାନ୍ଧୀ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିଥିଲେ। ଏହାପରେ ଏକ ସାଧାରଣ ସଭାରେ ଯୋଗ ଦେଇ ରାଜ୍ୟ ସରକାର ଙ୍କ ମିଛ ପ୍ରତିଶୃତି ଏବଂ ଭୋଟ ଚୋରି ଉପରେ ଭାଷଣ ଦେଇ ବର୍ଷିଥିଲେ। ଏହାପରେ ଏକ ବିଶାଳ ପଦଯାତ୍ରା ରେ ମୋଟୁ ଠାରୁ ନିଜର ପଦଯାତ୍ରା ଆରମ୍ଭ କରିଥିଲେ ପିସିସି ସଭାପତି ଶ୍ରୀ ଦାସ। ଏହି ପଦଯାତ୍ରା ରେ ବିରୋଧୀ ଦଳ ନେତା ରାମଚନ୍ଦ୍ର

କାଡାମ, ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ, ଜିଲ୍ଲା କଂଗ୍ରେସ ସଭାପତି ଜି ଶ୍ରୀନିବାସ ରାଓ, ରାଜ୍ୟ ଯୁବ କଂଗ୍ରେସ ସଭାପତି ରଣଜିତ ପାତ୍ର, ରାଜ୍ୟ ଯୁବ କଂଗ୍ରେସ କାର୍ଯ୍ୟକାରୀ ସଭାପତି କୃଷ୍ଣଚନ୍ଦ୍ର ମହାନ୍ତି, କୋରାପୁଟ ଜିଲ୍ଲା କଂଗ୍ରେସ ସଭାପତି ରୂପକ ତୁରୁକ, ଜିଲ୍ଲା କଂଗ୍ରେସ ନେତା ମାଲା ମାଢ଼ିଙ୍କ ସମେତ ଅବିଭକ୍ତ କୋରାପୁଟ ଜିଲ୍ଲାର ବହୁ ନେତାମାନେ ସାମିଲ ହୋଇଥିଲେ। ଆଜି ଲଗାଣ ବର୍ଷା ହେବା ସତ୍ତ୍ୱେ ମଧ୍ୟ ଏହି ବିଶାଳ ପଦଯାତ୍ରାରେ କଂଗ୍ରେସ ର ଶତାଧିକ କର୍ମୀ ସାମିଲ ହୋଇଥିଲେ। ଆଜି ରାତ୍ର ସମୟରେ ପିସିସି ସଭାପତି ପୋଟେରୁ ସ୍ଥିତ ହରିଚାନ୍ଦ ଆଶ୍ରମରେ ବିଶ୍ରାମ ନେବାର ବ୍ୟବସ୍ଥା କରାଯାଇଥିବା କଂଗ୍ରେସ ପକ୍ଷରୁ ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like