-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ର ଶତାବ୍ଦୀ ସମାରୋହ 

02-Oct-2025



ଭୁବନେଶ୍ବର  - ଡୁମୁଡୁମା ନଗର୍ ରାଷ୍ଟ୍ରୀୟ ସ୍ଵୟଂସେବକ ସଙ୍ଗ ଶାଖା ପକ୍ଷ ରୁ ଗଣ୍ଡମୁଣ୍ଡା ସରକାରୀ ହାଇସ୍କୁଲ ପରିସରରେ ସଙ୍ଗର ଶତାବ୍ଦୀ ସମାରୋହ ଓ ବିଜୟା ଦଶମୀ ଉଚ୍ଛ୍ୱବ ପାଳିତ ହୋଇଯାଇଛି। ଏକ ସୁସ୍ଥ ସମାଜ ଗଠନ ନିମିତ୍ତ ପଞ୍ଚ ପରିବର୍ତ୍ତନର ଆବଶ୍ୟକତା ରହିଛି। ଆଦର୍ଶ ପରିବାର ଗଠନ, ସାମାଜିକ ବୁଝାବଣା, ପର୍ଯ୍ୟାବରଣ ସୁରକ୍ଷା, ସ୍ବଭାଷା ଓ  ସ୍ୱଭୋଜନର ଆବଶ୍ୟକତା ତଥା ନାଗରିକ ମାନଙ୍କ ଶିଷ୍ଟାଚାର ସମ୍ପର୍କରେ ଯୋଗଦେଇଥିବା ଅତିଥିମାନେ ଗୁରୁତ୍ଵ ଆରୋପ କରିଥିଲେ। ପ୍ରଜ୍ଞା ପ୍ରବାହ ପ୍ରାନ୍ତ ପ୍ରମୁଖ ପ୍ରାକ୍ତନ ଅଧୀକ୍ଷକ ଦୁର୍ଯ୍ୟୋଧନ କାଠୁଆ ପ୍ରାରମ୍ଭିକ ସୂଚନା ଦେଇ ଥିଲେ। ମୁଖ୍ୟ ଅତିଥି ରୂପେ ବିଶିଷ୍ଟ ସ୍ତମ୍ବକାର ନିର୍ମଳ ଚନ୍ଦ୍ର ସାମଲ ମୁଖ୍ୟ ବକ୍ତା ରୂପେ ସଙ୍ଗର କାର୍ଯ୍ୟ ନିର୍ବାହୀ ଅଧ୍ୟକ୍ଷ ପ୍ରସନ୍ନ କୁମାର ସେନାପତି ଯୋଗଦେଇଥିଲେ। ସମାରୋହରେ ନଗର ଚାଳକ ସଂଘ ର  ମୁଖ୍ୟ ହରି  ବନ୍ଧୁ ପ୍ରହରାଜ ଅଧ୍ୟକ୍ଷତା କରିଥିଲେ। ଆଜିର ସମାଜରେ ଦେଶ ଭକ୍ତ ମାନଙ୍କର ଯଥେଷ୍ଠ ଆବଶ୍ୟକତା ରହିଛି

ବୋଲି ମୁଖ୍ୟ ଅତିଥି ଶ୍ରୀ ସାମଲ କହିଥିଲେ। ସଂଘ ଶାଖା ପକ୍ଷ୍ୟରୁ ଶତାଧିକ ସ୍ଵୟମ ସେବକ ଯୋଗ ଦେଇ ଲାଠି କ୍ରୀଡା ପ୍ରଦର୍ଶନ କରିଥିଲେ। ଅନାନ୍ୟ ମାନଙ୍କ ମଧ୍ୟରେ ଯୋଗଗୁରୁ ଡଃ ପି କେ ତ୍ରିପାଠୀ, ପଣ୍ଡିତ ପ୍ରବୀର ମହାପାତ୍ର, ଦୟାନିଧି କର, ଇଂ ସିତାଂଶୁ  ସଚିଦାନନ୍ଦ, ଇଂ ଶିବ ନାରାୟଣ ବାରିକ, ପ୍ରଦୀପ ପଣ୍ଡା, ସୌମ୍ୟ ନାରାୟଣ ତ୍ରିପାଠୀ, ଶିକ୍ଷାବିତ୍ ନିରଞ୍ଜନ ମିଶ୍ର, ନାରାୟଣ ଜେନା, ସଦାଶିବ ବିଶି, ଗୌରୀଶଙ୍କର ଦାସ, ଅତନୁ ଭୂଟିଆ , କାର୍ତିକ ସାହୁ, କିଶୋର୍ ଓ ତରୁଣ ସ୍ଵୟମ୍ ସେବକ ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like