-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଆଜି ସୁବର୍ଣ୍ଣପୁର ବସଷ୍ଟାଣ୍ଡ ର ଶିଳାନ୍ୟାସ କରିବେ ଉପ ମୁଖ୍ୟମନ୍ତ୍ରୀ ଓ ସାଂସଦ

03-Oct-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
ଆଜି ସକାଳ ୯ ଘଣ୍ଟା ୩୦ ମି ରେ ସୋନପୁର ବାସୀ ଙ୍କ ଦୀର୍ଘ ଦିନର ଦାବୀ ତଥା ବହୁ ପ୍ରତିକ୍ଷୀତ ସୋନପୁରର ନୂତନ ବା ଅତ୍ୟାଧୁନିକ ବସଷ୍ଟାଣ୍ଡ ର ଶିଳାନ୍ୟାସ କରିବେ ଓଡିଶାର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ବଲାଙ୍ଗିର ସାଂସଦ ସଂଗୀତା କୁମାରୀ ସିଂଦେଓ l ସୁବର୍ଣ୍ଣପୁର ଜିଲ୍ଲା ର ସଦର ମହକୁମା  ରେ ନୂତନ ବସ ଷ୍ଟାଣ୍ଡର ଭୂମିପୂଜନ ଖବର ପ୍ରସାରିତ ପରେ ସହର ବାସୀ ଙ୍କ ମଧ୍ୟରେ ଖୁସିର ଲହରୀ ଖେଳି ଯାଇଛି l  ଓ ଦୀର୍ଘ ବର୍ଷ ରୁ ରାଜନୈତିକ ଛକା ପଞ୍ଜା କଥା ରେ, ଗୁଜବ କଥାରେ, ସନ୍ଧୟ ରେ ଓ ଆଶା ଆଶଙ୍କା ରେ ଥିବା ସହର ବାସୀ ତୁରନ୍ତ ଶିଳାନ୍ୟାସ ଫଳକ ନିର୍ମାଣ ଦେଖି ଆଶ୍ୱସ୍ତି ଅନୁଭବ କରିଛନ୍ତି l ତା ପୂର୍ବରୁ ଗତ କାଲି ସକାଳୁ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ ଓ ଜିଲ୍ଲା ଆରକ୍ଷୀ ଅଧିକାରୀ ନାରାୟଣ ନାୟକ ଙ୍କ ସହ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ଙ୍କ ସହ ସ୍ଥାନୀୟ ଜନ ପ୍ରତିନିଧି ଓ ସ୍ୱେଚ୍ଛାସେବୀ ମାନେ ବସଷ୍ଟାଣ୍ଡ ସ୍ଥାନ ପରିଦର୍ଶନ କରିଥିଲେ l ପୂର୍ବ ସରକାର ରେ ଏହା ୧୮ କୋଟି ଟଙ୍କା ର ବସଷ୍ଟାଣ୍ଡ ନିର୍ମାଣ ନେଇ ବ୍ୟୟ ବରାଦ ହୋଇଥିବା ବେଳେ ନୂତନ ସରକାର ଆସିବା ପରେ ଏହା ୭୫ କୋଟି ଟଙ୍କାର ଭବ୍ୟ ମଡେଲ ବସଷ୍ଟାଣ୍ଡ ନିର୍ମାଣ ନେଇ ଟେଣ୍ଡର ସରିଥିବା ବେଳେ ଆଜି  ଶିଳାନ୍ୟାସ ପରେ କାମ ଆରମ୍ଭ ହେବ l ପୁରୁଣା ବସଷ୍ଟାଣ୍ଡ ରେ ନୂତନ ମଡେଲ ବସ୍ ଷ୍ଟାଣ୍ଡ ପାଇଁ ସହର ବାସୀ ଦୀର୍ଘ ଦିନରୁ ଦାବୀ କରି ଆସୁଥିଲେ l ଏ ନେଇ ସାଂସଦ ପ୍ରତିନିଧି ସାନନ୍ଦ ମେହେର ଏକ ପ୍ରେସ ବାର୍ତ୍ତା ରେ କହିଛନ୍ତି ଯେ ସୋନପୁର ବାସୀଙ୍କ ବହୁତ ଦିନର ସ୍ବପ୍ନ ବିଜେପି ସରକାର ରେ ସାକାର ହେବାକୁ ଯାଉଛି l ଗତ ୨୩ ବର୍ଷର ପୂର୍ବ ର ବିଜେଡି ସରକାରରେ ସ୍ଥାନୀୟ ବିଧାୟକ ନିରଞ୍ଜନ ପୂଜାରୀ କେବଳ ଭୋଟ ସମୟରେ ମିଥ୍ୟା ଭୂମିପୂଜନ କରିବା ସହ ମିଥ୍ୟା ପ୍ରତିଶୃତି ଦେଇ ଲୋକଙ୍କ ଭୋଟ ହାତଉ ଥିଲେ କିନ୍ତୁ ଏବେ ବିଜେପି ସରକାର ଆସିବା ପରେ ସୋନପୁର ଟାଉନ ଠାରେ ଥିବା ପୁରୁଣା ବସଷ୍ଟାଣ୍ଡରେ ନୂତନ ଭବ୍ୟ ବସଷ୍ଟାଣ୍ଡ ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ହେବାକୁ ଥିବା ବେଳେ ଆଜି  ସକାଳ ୯.୩୦ ସମୟରେ ଭୂମିପୂଜନ କାର୍ଯ୍ୟକ୍ରମରେ ସହର ର ସମସ୍ତ ଜନସାଧାରଣ , ବୁଦ୍ଧିଜୀବୀ ଉପସ୍ଥିତ ରହିବା ପାଇଁ ଅନୁରୋଧ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like