-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଆଗଲପୁର ରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ଶତବାର୍ଷିକୀ ପାଳିତ

03-Oct-2025



ଆଗଲପୁର, (ପ୍ରେରଣା ଖବର) ଆଜି ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ଆଗଲପୁର ଖଣ୍ଡସ୍ତରୀୟ ଶତବାର୍ଷିକୀ କାର୍ଯ୍ୟକ୍ରମ ଆଗଲପୁର ଜଗନ୍ନାଥ ମନ୍ଦିରର ସାମ୍ନାରେ ପାଳିତ ହୋଇଯାଇଛି l ମାନନୀୟ ଖଣ୍ଡ ସଂଘଚାଳକ ଦୀଲିପ ପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ସ୍ଵୟଂସେବକ ତଥା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ, ମୁଖ୍ୟବକ୍ତା ଭାବେ ପ୍ରାନ୍ତ ଗ୍ରାମ ବିକାଶ ପ୍ରମୁଖ ସ୍ଵପ୍ନେଶ୍ଵର ପଧାନ, ସମ୍ମାନିତ ଅତିଥି ଭାବେ ଆଗଲପୁର ବିଜ୍ଞାନ କଲେଜର ଅବସରପ୍ରାପ୍ତ ଅଧ୍ୟକ୍ଷ ଜୟନ୍ତ ସିଂଦେଓ ଯୋଗଦାନ କରିଥିଲେ। ପରିଚୟ ପ୍ରଦାନ ସହ ମଞ୍ଚ ପରିଚାଳନା କରିଥିଲେ ବିଶ୍ଵ ହିନ୍ଦୁ ପରିଷଦର ପ୍ରାନ୍ତ ସଂପାଦକ ଯୋଗୀନ୍ଦ୍ର ଦାଶ । ମୁଖ୍ୟ ଅତିଥି ସଂଘର ରାଷ୍ଟ୍ର ସର୍ବୋପରି ନୀତିକୁ ପ୍ରଶଂସା କରିଥିଲେ । ମୁଖ୍ୟବକ୍ତା ସଂଘର ଶହେ ବର୍ଷର ଇତିହାସ ସହ ରାଷ୍ଟ୍ର ଗଠନରେ ଏହାର ବଳିଷ୍ଠ ଭୂମିକା ବିଷୟରେ ଆଲୋଚନା କରିଥିଲେ l ସର୍ବ ପ୍ରଥମେ ସଂଘର ଘୋଷ ବାଦ୍ୟ ସହ ବ୍ଲକର ଉପସ୍ଥିତ ଶତାଧିକ ସ୍ଵୟଂସେବକ ଗ୍ରାମ୍ଯ ପରିକ୍ରମା କରିଥିଲେ । ସବୁଆଡେ ସ୍ଵାଗତ କରାଯାଇଥିଲା । ଅମୃତ ବଚନ ପାଠ କରିଥିଲେ ପ୍ରଣବ ଭୋଇ । ମୁଖ୍ୟଶିକ୍ଷକ ରୂପେ ଖଣ୍ଡ ଶାରୀରିକ ପ୍ରମୁଖ ଜ୍ୟୋତିରଂଜନ ଭୋଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like